-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ

29-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ଭାରତ ସରକାରଙ୍କ କୃଷି ବିଭାଗ ସହାୟତାରେ ସାରା ଦେଶରେ ଆରମ୍ଭ ହୋଇଛି ବିକଶିତ କୃଷି ସଂକଳ୍ପ ଅଭିଯାନ l ଏହି ଅବସରରେ ବୌଦ୍ଧ ଜିଲ୍ଲାର ବଘିଆପଡା ଏରେଡା ଓ କଣ୍ଟାମାଳ ବ୍ଲକ ରୁଣ୍ଡିମହୁଲ ଠାରେ ଶୁଭାରମ୍ଭ ହୋଇଥିଲା l ରୁଣ୍ଡିମହୁଲ କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସିଫl ର ବରିଷ୍ଟ ବୈଜ୍ଞାନିକ

ଡ଼ ଲକ୍ଷଣ ସାହୁ ଯୋଗ ଦେଇ ଉଦଘାଟନ କରି କାର୍ଯ୍ୟକ୍ରମ ଉପରେ ସମ୍ୟକ ଧାରଣା ଦେଇଥିଲେ l ଅନ୍ୟତମ ଅତିଥି ଭାବେ କୃଷି ବିଜ୍ଞାନ କେନ୍ଦ୍ରର କୃଷି ସମ୍ପ୍ରସାରାଣ ବିଷୟ ବସ୍ତୁ ବିଶେଷଜ୍ଞ ଡ଼ ମୟୂରୀ ସିଂ ସର୍ଦାର, କୃଷି ବିଜ୍ଞାନ କେନ୍ଦ୍ର ଫାର୍ମ ମ୍ୟାନେଜର ହରପ୍ରିୟା ସେଠି,କଣ୍ଟାମାଳ ବ୍ଲକ କୃଷି ଅଧିକାରୀ ପ୍ରମୁଖ ଯୋଗଦେଇ ଉପସ୍ଥିତ ଚାଷୀ ମାନଙ୍କୁ ସରକାରଙ୍କ ଲକ୍ଷ ଉଦ୍ଧେଶ୍ୟ ଉପରେ ଆଲୋକପାତ କରିଥିଲେ l ତତସହିତ ବୌଦ୍ଧ ବ୍ଲକ ବଘିଆପଡା ଏରେଡା ଠାରେ କୃଷିବିଜ୍ଞାନ କେନ୍ଦ୍ର ମୁଖ୍ୟ ବୈଜ୍ଞାନିକ ତପନ କୁମାର ଦାସ ଯୋଗ ଦେଇ ଉଦଘାଟନ କରିଥିଲେ l ଅନ୍ୟତମ ଅତିଥି ଭାବେ ଗୃହ ବିଜ୍ଞାନ

ବୈଜ୍ଞାନିକ ଡ଼ ସସ୍ମିତା ପାଳ,କ୍ଷେତ୍ର ବିଜ୍ଞାନ ବୈଜ୍ଞାନିକ କବିତା ମିଶ୍ର,ଗୋଷ୍ଠୀ କୃଷି ଅଧିକାରୀ ରାଜେଶ କୁମାର ଚୌଧୁରୀ, ସହକାରୀ କୃଷି ଅଧିକାରୀ ନିବେଦିତା ପ୍ରଧାନ, ସହକାରୀ ମାସ୍ୟ ଅଧିକାରୀ ବିଶ୍ୱନାଥ କ୍ଷେତୀ ପ୍ରମୁଖ ମଞ୍ଚାସିନ ଥିଲେ l ଏହି କାର୍ଯ୍ୟକ୍ରମ ଆସନ୍ତା ଜୁନ ୧୨ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ଜାଗାରେ ଆୟୋଜନ ହେବ ବୋଲି ସୂଚନା ମିଳିଛି l ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଚାଷୀ ଭାଇ ମାନେ ସକ୍ରିୟ ଅଂଶଗ୍ରହଣ କରି ସରକାରଙ୍କ ମହତ ଯୋଜନାକୁ ଜାଣି ପାରିବେ ବୋଲି ଆହ୍ୱାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like