-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବଜ୍ରପାତରେ ରାଧା କୃଷ୍ଣ ମନ୍ଦିର ଚୂଳରେ ଫାଟ

30-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦୁଇଦିନ ହେଲା ସମ୍ପ୍ରତି ବିନିକା ଅଞ୍ଚଳରେ ଘଡଘଡି ସହ କାଳବୈଶାଖୀ ବର୍ଷା ଲାଗି ରହିଛି  ।ଫଳରେ ଚାଷୀ ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ନାହିଁ ନଥିବା ସମସ୍ୟା ଦେଖାଦେଇଛି ।ଘଡଘଡି ଯୋଗୁଁ ଲୋକେ ନିରାପଦରେ କୌଣସି ସ୍ଥାନକୁ ଯାଇ ପାରୁନାହାନ୍ତି ।ଗତକାଲି ଜଣେ ଯୁବ ଚାଷୀ ତାଙ୍କ ପାଳିତ ଗୋରୁଙ୍କୁ ଖାଇବାକୁ ଦେଉଥିବା ବେଳେ ବଜ୍ରପାତରେ ସେଠାରେ ତଳି ପଡ଼ିଥିଲେ ।ତାଙ୍କୁ ତୁରନ୍ତ ଡୁଙ୍ଗୁରିପାଲି ଡାକ୍ତରଖାନା ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ହେଲେ ତାଙ୍କର ଜୀବନ ଚାଲି ଯାଇଥିଲା ।ସେହିପରି ବିନିକା ବ୍ଲକ ସିଂହିଯୁବା ପଞ୍ଚାୟତ କମିରା ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି ।ବଜ୍ରପାତରେ ବୃକ୍ଷ ଲତା ଜଳି ପୋଡି ନଷ୍ଟ ହେଉଥିବା ବେଳେ ପଶୁ ପକ୍ଷୀ ମୃତ୍ୟୁ ମୁଖରେ ପଡୁଛନ୍ତି  ।ଭଗବାନ ବାସ କରୁଥିବା ମନ୍ଦିର ଉପରେ ମଧ୍ୟ ବଜ୍ରବାଣର ଭୟଙ୍କର ଶବ୍ଦରେ ମନ୍ଦିରରେ ଫାଟ ସୃଷ୍ଟି କରୁଛି ।ଯାହାକି ଆଜି ଅପରାହ୍ନରେ ବିନିକା ବ୍ଲକ ଅନ୍ତର୍ଗତ ଖଇରମାଲ ସ୍ଥିତ ରାଧା କୃଷ୍ଣ ମନ୍ଦିରରେ ବଜ୍ରପାତ ଘଟିବାରୁ ମନ୍ଦିର ଚୁଲ ରେ ଫାଟ ଦେଖାଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like