-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

*ବ୍ଲକସ୍ତରୀୟ ସଅଳ ରୋଗ ଚିହ୍ନଟ ଓ ଚିକିତ୍ସା ଶିବିର ଅନୁଷ୍ଠିତ*

30-May-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସଅଳ ରୋଗ ଚିହ୍ନଟ ଓ ଚିକିତ୍ସା ଶିବିର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସାହାଜପିଟା  ଠାରେ ଅନୁଷ୍ଠିତ ହୋଇଯାଇଛି।
ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡା ରାମ ଶଙ୍କର ତ୍ରିପାଠୀ  ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଶିବିର ର ଶୁଭାରମ୍ଭ କରିଥିଲେ। ଏହି ସ୍ଵାସ୍ଥ୍ୟ ଶିବିରରେ ଜନ୍ମରୁ ୧୮ ବର୍ଷ ବୟସର ଶିଶୁ ମାନଙ୍କ ରୋଗ ଚିହ୍ନଟ ସହ ସେମାନଙ୍କୁ ସ୍ଵାସ୍ଥ୍ୟସେବା ପ୍ରଦାନ କରାଯାଇଥିଲା। 
 ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ ଭାରପ୍ରାପ୍ତ ଅଧିକାରୀ ସାହାଜପିଟା ଡ଼ା ପୂଜାଶ୍ରୀ ମିଶ୍ର ଙ୍କ ତତ୍ୱାବଧାନ ପରିଚାଳନା କରାଯାଇଥିଲା l 
ଏହି ସ୍ୱାସ୍ଥ୍ୟ ଶିବିରରେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜିଲ୍ଲା  ସହଳ ରୋଗ ଚି଼ହ୍ନଟ ଚିକିତ୍ସା କେନ୍ଦ୍ର ର ଅଭୟ ଲେଙ୍କା (ଶ୍ରାବଣ  ଓ ବାକ   ବିଶେଷଜ୍ଞ   )   ଡ଼ା ସୋମେଶ ରଞ୍ଜନ ପଣ୍ଡା  (ଭୌତିକ   ଚିକିତ୍ସକ   ) ଡ଼ ସତ୍ୟନାରାୟଣ ପଣ୍ଡା (ଦନ୍ତ ଚିକିତ୍ସକ ) ଓ ଅଶ୍ୱିନୀ ଶତପଥି (ସାମାଜିକ କର୍ମୀ )ଯୋଗଦାନ ଦେଇଥିଲେ ଓ ସମସ୍ତ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।
ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ତୁଲାଇବା ପାଇଁ ସ୍ୱାସ୍ଥ୍ୟ କେନ୍ଦ୍ର ର ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଟିମ୍ ର ଡ଼ା .ସରୋଜ କୁ ପଟେଲ, ଡ଼ା ଚିତ୍ତରଞ୍ଜନ ତ୍ରିପାଠୀ, ଡ଼ା ଲୋପାମୁଦ୍ରା ପଧାନ ଫାର୍ମାସିଷ୍ଟ ହୃଷିକେଶ ମିଶ୍ର, ଛନ୍ଦାଚରଣ ପୁରୋହିତ,ଜଗଦୀଶ ଦାଶ, ମହିଳା ସ୍ୱାସ୍ଥ୍ୟକର୍ମୀ ଗୀତାଞ୍ଜଳି ସାହା, ଶୁଭଲଷ୍ମୀ ବାଗ ଓ ଆଶା ଦିଦି ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like