-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||     

HOME   ଜିଲ୍ଲା

ବିଧାୟକ ସନତ ଗଡ଼ତୀୟାଙ୍କ ମହାନତା

30-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ଗାଇସିଲେଟ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ୧୦ ସମୟରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ବିଜେପୁରରୁ ବାହାରି ଗାଇସିଲେଟ ଅଞ୍ଚଳକୁ ଗ୍ରସ୍ତ ସମୟରେ ପୁଞ୍ଜି ପଥର ଠାରେ ହଠାତ୍ ଅଟକି ଯାଇଥିଲେ। ଏହି ସମୟରେ ବିଜେପୁର ପଦ୍ମପୁର ମୁଖ୍ୟ ରାସ୍ତାରେ ମୋଟର ସାଇକେଲରେ ବସି ଯାଉଥିବା ୫୦ ବର୍ଷିୟ ମହିଳା ଉପାଧୀ ସାହୁ  ଛିଟିକି ପଡ଼ି ଦୁର୍ଘଟଣାର ଶିକାର ହୋଇଛନ୍ତି।

ବିଧାୟକ ଶ୍ରୀମାନ ଗଡତୀୟା ଦୁର୍ଘଟଣାଗ୍ରସ୍ତ ମହିଳା ଉପାସୀ ସାହୁଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଡାକି ତୁରନ୍ତ ଆଶୁ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରକୁ ପଠାଇଥିଲେ।ଆମ ପ୍ରତିନିଧି ସଙ୍ଗେ ସଙ୍ଗେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡ଼ା.ସନ୍ଦିପ ବାରିକଙ୍କୁ ବୁଝିବାରୁ ଦୁର୍ଘଟଣାରେ ଏଠାକୁ ଆସିଥିବା ରୋଗୀ ଅତ୍ୟଧିକ ବାନ୍ତି କରିବା ଦେଖା ଯାଇଥିଲା,ଯାହା ଜଣାପଡୁଛି ତାଙ୍କ ମସ୍ତିଷ୍କରେ ଆଘାତ ଲାଗି ଥାଇପାରେ, ଏଣୁ ଡେରି ନକରି ସଙ୍ଗେ ସଙ୍ଗେ ଉତ୍ତମ ଚିକିତ୍ସା ପାଇଁ ବରଗଡ଼ ସରକାରୀ ଡାକ୍ତରଖାନାକୁ ପଠାଇ ଦେଇଛୁ ବୋଲି ମତପ୍ରକାଶ କରିଥିଲେ। ବିଧାୟକଙ୍କ ଏଭଳି ମହତ ପ୍ରୟାସ କୁ ଅଞ୍ଚଳରେ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026

You Might Also Like