-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ବିଧାୟକ ସନତ ଗଡ଼ତୀୟାଙ୍କ ମହାନତା

30-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ଗାଇସିଲେଟ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ୧୦ ସମୟରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ବିଜେପୁରରୁ ବାହାରି ଗାଇସିଲେଟ ଅଞ୍ଚଳକୁ ଗ୍ରସ୍ତ ସମୟରେ ପୁଞ୍ଜି ପଥର ଠାରେ ହଠାତ୍ ଅଟକି ଯାଇଥିଲେ। ଏହି ସମୟରେ ବିଜେପୁର ପଦ୍ମପୁର ମୁଖ୍ୟ ରାସ୍ତାରେ ମୋଟର ସାଇକେଲରେ ବସି ଯାଉଥିବା ୫୦ ବର୍ଷିୟ ମହିଳା ଉପାଧୀ ସାହୁ  ଛିଟିକି ପଡ଼ି ଦୁର୍ଘଟଣାର ଶିକାର ହୋଇଛନ୍ତି।

ବିଧାୟକ ଶ୍ରୀମାନ ଗଡତୀୟା ଦୁର୍ଘଟଣାଗ୍ରସ୍ତ ମହିଳା ଉପାସୀ ସାହୁଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଡାକି ତୁରନ୍ତ ଆଶୁ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରକୁ ପଠାଇଥିଲେ।ଆମ ପ୍ରତିନିଧି ସଙ୍ଗେ ସଙ୍ଗେ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡ଼ା.ସନ୍ଦିପ ବାରିକଙ୍କୁ ବୁଝିବାରୁ ଦୁର୍ଘଟଣାରେ ଏଠାକୁ ଆସିଥିବା ରୋଗୀ ଅତ୍ୟଧିକ ବାନ୍ତି କରିବା ଦେଖା ଯାଇଥିଲା,ଯାହା ଜଣାପଡୁଛି ତାଙ୍କ ମସ୍ତିଷ୍କରେ ଆଘାତ ଲାଗି ଥାଇପାରେ, ଏଣୁ ଡେରି ନକରି ସଙ୍ଗେ ସଙ୍ଗେ ଉତ୍ତମ ଚିକିତ୍ସା ପାଇଁ ବରଗଡ଼ ସରକାରୀ ଡାକ୍ତରଖାନାକୁ ପଠାଇ ଦେଇଛୁ ବୋଲି ମତପ୍ରକାଶ କରିଥିଲେ। ବିଧାୟକଙ୍କ ଏଭଳି ମହତ ପ୍ରୟାସ କୁ ଅଞ୍ଚଳରେ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like