-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ବିଶେଷ

ଦିନକ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ, ଜାଣନ୍ତୁ କାହିଁକି…

22-Jan-2021



ହରିଦ୍ୱାର, (ପ୍ରେରଣା ଖବର ବ୍ୟୁରୋ) :  ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ବାଳିକା ଦିବସ ଉପଲକ୍ଷେ ଜାନୁଆରୀ ୨୪ ତାରିଖରେ ଗୋଟିଏ ଦିନ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ । ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ରାଓ୍ୱତ ଏନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ସୃଷ୍ଟି ଉତ୍ତରାଖଣ୍ଡରେ ହୋଇଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ । ବିଭାଗର ଅଧିକାରୀମାନେ ଯୋଜନାକୁ ନେଇ ତାଙ୍କୁ ୫ ମିନିଟର ଏକ ରିପୋର୍ଟ ଦେବେ । 
ସୃଷ୍ଟି ଏବେ ବାଲ୍ ବିଧାନସଭାର ମୁଖ୍ୟମନ୍ତ୍ରୀ ଅଛନ୍ତି । ଏହାର ଉଦ୍ଦେଶ୍ୟ ହେଉଛି ଛାତ୍ରୀ ଓ ବାଳିକାଙ୍କୁ ସଶକ୍ତକରଣ କରିବା । ଜାନୁଆରୀ ୨୪ ତାରିଖରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ, ପର୍ଯ୍ୟଟନ ବିଭାଗ, ଜଳ ସେଚନ ବିଭାଗ ଓ ମହିଳା ସଶକ୍ତକରଣ ବିଭାଗର ସଚିବମାନେ ରହିବେ ।
କାର୍ଯ୍ୟକ୍ରମରେ ସୃଷ୍ଟିଙ୍କୁ ୧୦୮ ଆମ୍ବୁଲାନ୍ସ, ମାଧ୍ୟମିକ ଶିକ୍ଷାର ନିର୍ଦ୍ଦେଶକ ଅଟଳ ଆଦର୍ଶ ବିଦ୍ୟାଳୟ, ରାଜଧାନୀ ସାମାନ୍ୟ ପ୍ରଶାସନ ସଚିବ, ଗ୍ରାମ୍ୟ ବିକାଶ ବିଭାଗର  ନିର୍ଦ୍ଦେଶକ, ଡେରାଡୁନର ଜିଲ୍ଲାପାଳ, ଶିଳ୍ପ ବିଭାଗର ସତିବ, ପୋଲିସ ଡିଜି ଆଦି ୫-୫ ମିନିଟରେ ରିପୋର୍ଟ ପ୍ରଦାନ କରିବେ ।
ସୃଷ୍ଟି ହରିଦ୍ୱାରର ଦୌଲତପୁରରେ ରୁହନ୍ତି । ସେଠାରେ ସେ ବିଏସଏମ ପିଜି କଲେଜରେ ବିଏସସି ଏଗ୍ରିକଲଚରର ସପ୍ପମ ସେମିଷ୍ଟରର ଛାତ୍ରୀ । ସେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ବାଳିକା ଦିବସରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇ ସାରିଛନ୍ତି । ମେ ୨୦୧୮ରେ ସେ ଉତରାଖଣ୍ଡ ବାଲ୍ ବିଧାନସଭାରେ ମୁଖ୍ୟମନ୍ତ୍ରୀ ହୋଇଥିଲେ । ସୃଷ୍ଟିଙ୍କ ପିତା ପ୍ରବୀଣ ବ୍ୟବସାୟୀ ହୋଇଥିବା ବେଳେ ମା ସୁଧା ଗୋସ୍ୱାମୀ ଗୃହିଣୀ ଅଟନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like