-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଗରିବ ର ସାଥୀ ଅଟଳ ପରିବାର, ସୁରେଖା ଭଉଣୀ ଙ୍କୁ ଦେଖାହେଲେ ସମାଜସେବୀ

30-May-2025



ଅମ୍ବାଭୋନା  (ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବାଞ୍ଜିପାଲି ଗ୍ରାମପଞ୍ଚାୟତ ଅଧିନସ୍ଥ ଅର୍ଜୁଣ୍ଡା ଗ୍ରାମର ସୁରେଖା ଭୁଏ (୪୯) ଙ୍କୁ ଭେଟିଲେ ଅଟଳ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଶିବାଜୀ ପଟେଲ ଓ ସହଯୋଗୀ।ଦୀର୍ଘଦିନ ରେ ଏକ ଅଜଣା ରୋଗ ରେ ପୀଡ଼ିତ ଅଛନ୍ତି ଅର୍ଜୁଣ୍ଡା ଗ୍ରାମ ର ସୁରେଖା ଭୁଏ। ତାଙ୍କର ଡାହାଣ ଗୋଡ଼ ଛିଣ୍ଡିବା ଅବସ୍ଥା ରେ ରହିଥିବାରୁ ଖବର ପାଇ ଅଟଳ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଶ୍ରୀମାନ ଶିବାଜୀ ପଟେଲ ଟ୍ରଷ୍ଟ ର ସଦସ୍ୟ ପ୍ରଫୁଲ୍ଲ ପଧାନ,ଯୁଧିଷ୍ଠିର, ନୃପ, ଆଲୋକ ଓ ନିତ୍ୟାନନ୍ଦ ବେହେରା ଙ୍କ ସହିତ ସୁରେଖା ଭଉଣୀ ଙ୍କ ଘର କୁ ଯାଇ ଭେଟିଥିଲେ। ଗରିବ ସୀମାରେଖା ରେ ଜୀବନ ଯାପନ କରୁଥିବାରୁ ଚିକିତ୍ସା ରେ ତାଙ୍କ ପାଇଁ ଅର୍ଥ ବାଧକ ସାଜିଥିଲା। ଭଉଣୀ ଙ୍କ ର ଆଗାମୀ ଚିକିତ୍ସା କିପରି ଭଲ ଭାବରେ ହୋଇପାରିବ ସେଥି ନିମନ୍ତେ ଓ ତାଙ୍କର ସୁସ୍ଥ ଜୀବନ ପାଇଁ ଅଟଳ ପରିବାର ତାଙ୍କୁ ଭରସା ଦେଇଥିଲେ।ସକ୍ଷମ ଅନୁସାରେ ସହାୟତା ଓ ଗରିବ ଙ୍କୁ ସାହାଯ୍ୟ ର ହାତ ବଢ଼ାଇଥିବା ସ୍ବେଛାସେବୀ ସଂଗଠନ ଅଟଳ ଚାରିଟେବୁଲ ଟ୍ରଷ୍ଟ ର ଏହି ମହାନ ସେବା ତଥା ଅସହାୟ ଙ୍କୁ ସଦସ୍ୟ ଙ୍କ ସହାୟତା ରେ ସମବେଦନା ଜଣାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଚାଲିଛନ୍ତି। ଅଟଳ ପରିବାର ର ଏଭଳି ନିସ୍ଵାର୍ଥପର ସେବା ମନୋବୃତ୍ତି କୁ ଅଞ୍ଚଳ ରେ ଭୁରି ଭୁରି ପ୍ରଶଂସା କରାଯାଉଥିବା ଦୃଶ୍ୟ ମାନ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like