-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ବଡ଼ ଅଲମା ଗ୍ରାମର ହରିଜନ ସାହିରେ ରାସ୍ତା ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଜଣାଇଲେ ଗ୍ରାମ ବାସି।

30-May-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ବଡ଼ ଅଲମା ଗ୍ରାମର ହରିଜନ ସହି ରେ ଥିବା ରାସ୍ତା ଖୋଳି ଘର ବନାଇବା ପାଇଁ ଉଦ୍ୟମ କରୁଥିଲା ସେହି ଗ୍ରାମର ଈଶ୍ୱର ହରିଜନ। ଏଭଳି ନକରିବା ପାଇଁ ଗ୍ରାମର ପୁରୁଖା ବ୍ୟକ୍ତି ଚୈତନ୍ୟ ହରିଜନ, ତୁଳାରାମ ମିରରାନ, ଉର୍ଦ୍ଧବ ମିର୍ଗାନ,ହରିଶଚନ୍ଦ୍ର ଗୋଣ୍ଡା, ଗୌର ଚନ୍ଦ୍ର ଗୋଣ୍ଡା, କୃଷ୍ଣ ହରିଜନ, କୁଳରଞ୍ଜନ ଗଣ୍ଡା, ଜଳନ୍ଦାର ମିର୍ଗାନ ଗୋପାଳ ହରିଜନ, ରାଜିମ ହରିଜନ, ଦୈତାରୀ ମିର୍ଗାନ, ବିଚିତ୍ର ମିର୍ଗାନ, ସତୀଶ ନାୟକ, ସୁତମ ହରିଜନ, ଦୁର୍ଯ୍ୟୋଧନ ହରିଜନ, ହରିବନ୍ଧୁ ମିର୍ଗାନ ଓ ଅନ୍ୟମାନେ ଏହି କାମକୁ ବନ୍ଦ କରିବାକୁ ଅନୁରୋଧ କଲେ। ଆଜି ଅପରାହ୍ନ 2ଘଣ୍ଟା ସମୟରେ ଏହା ପରେ ମଧ୍ୟ ସେ ରାସ୍ତା କୁ ଖୋଳି ଦେଇଛି। ଫଳରେ  ହରିଜନ ସାହିକୁ ଯିବା ଆସିବ ପାଇଁ ନାହିଁ ନଥିବା ସମସ୍ୟା ଭଗୁଛନ୍ତି ସାହି ବାସିନ୍ଦା ଏବଂ ଗ୍ରାମବାସୀ। ଈଶ୍ୱର ହରିଜନ ବେଆଇନ ଭାବେ ଏଭଳି କାର୍ଯ୍ୟ କରୁଥୁବାରୁ ଏହି ଘଟଣା ବିଷୟରେ ଜିଲ୍ଲାପାଳଙ୍କୁ ଲିଖିତ ଭାବରେ ଜଣାଇଲେ ଗ୍ରାମ ବାସି ଏବଂ କିଛି ଦିନ ପୂର୍ବରୁ ତହସିଲଦାରଙ୍କୁ  ମଧ୍ୟ ଜଣାଇଥିବା ସୂଚନା ଦେଲେ ଗ୍ରାମବାସି। ଏହି ଘୋଟଣା ବିଷୟରେ ଜାଣିବା ପାଇଁ ସ୍ଥାନୀୟ ତହସିଲଦାର ଙ୍କୁ ଯୋଗାଯୋଗ କରିଥିଲୁ କିନ୍ତୁ ଯୋଗାଯୋଗ ହୋଇ ପାରିଲା ନାହିଁ। ବର୍ତ୍ତମାନ ଜିଲ୍ଲାପ୍ରଶାସନ ଏହାର କିଭଳି ସମାଧାନ କରୁଛି ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like