-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଖରିଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସଚେତନତା ଅଭିଯାନ l

30-May-2025



ନୂଆପଡ଼ା,(ପରମେଶ୍ଵର ମେହେର)
ନୂଆପଡ଼ା ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ ଏବଂ ଖରିଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ମିଳିତ ଆନୁକୁଲ୍ୟରେ ଖରିଆର ରୋଡ ସହରରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏକ ସଚେତନତା ଅଭିଯାନ ହୋଇଥିଲା l ଜିଲ୍ଲା ଆଇନ୍ ସେବା ପ୍ରାଧୀକରଣ ସଚିବ ନବନୀତା ଦାଶଙ୍କ ଆବାହକତ୍ବରେ ଅନୁଷ୍ଠିତ ଏଇ ସମାରୋହରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ରୂପେ ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରାଘବେନ୍ଦ୍ର,  ଖରିଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଡଃ ସୋନିଆ ଅଗ୍ରୱାଲ, ଉପାଧ୍ୟକ୍ଷ ନିଶାନ୍ତ ଡାଗା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ କମଳାସନ ରଥ, ସରକାରୀ ଓକିଲ ତ୍ରିଲୋକଚାନ୍ଦ  ସୋନୀ ପ୍ରମୁଖ ଯୋଗ ଦେଇଥିଲେ l ସହରର ଆର୍ ଏମ୍ ସି ପରିସର ଏବଂ ଚତୁଃପାର୍ଶ୍ଵ ଅଳିଆ ଆବର୍ଜନାରେ ପୂର୍ଣ୍ଣ ହୋଇଥିବାରୁ ଏହାକୁ ସଫା କରାଗଲା l ଏଥିରେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ପୋଲିସ ବାହିନୀ, ଏନ୍ ଏ ସି କର୍ମଚାରୀ, ବ୍ୟବସାୟି ସଂଘ, ଉଠା ଦୋକାନୀ, ସଫେଇ କର୍ମଚାରୀ ଅଂଶ ଗ୍ରହଣ କରିଥିଲେ l ଏହାପରେ ସମସ୍ତେ ଏକ ଜନ ସଚେତନତା ରେଲି ରେ ଟାଉନ ହଲ୍ ପର୍ଯ୍ୟନ୍ତ ଯାତ୍ରା କରିଥିଲେ l  ଏଠାରେ ଅତିଥି ମାନେ ପ୍ଲାଷ୍ଟିକ, ଜରି, ଅଳିଆ ଆବର୍ଜନା ଦ୍ଵାରା କିଭଳି ସହର କ୍ଷତିଗ୍ରସ୍ତ ହେଉଛି, ଏହାର ଅପକାରୀତା ଏବଂ  ସଠିକ୍ ପରିଚାଳନା ସମ୍ବନ୍ଧରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ l ଏହି ଅବସରରେ ବିଜ୍ଞାପିତ ଅଞ୍ଚଳ ପରିଷଦର କର୍ତ୍ତବ୍ଯ ସମର୍ପିତ ସଫେଇ କର୍ମଚାରୀ ମଧ୍ୟରୁ ଜଣେ  ପୁରୁଷ, ଜଣେ ମହିଳା ଓ ସ୍ଵଚ୍ଛ ସାଥୀ ସୁପରଭାଇଜରଙ୍କୁ  ସମ୍ମାନୀତ କରାଯାଇଥିଲା lନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like