-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

୧୯ ତମ ଲୋଇସିଂହା ଜମିଦାର ଭାବେ ଅଭିଷିକ୍ତ ହେଲେ ଅର୍ଚନା ଦେବୀ

30-May-2025



ଲୋଇସିଂହା, (ବିନୋଦ ଦୀପ) ଏବେ ବି ବଞ୍ଚି ରହିଛି ବର୍ଷ ବର୍ଷର ପରମ୍ପରା । ପିଢ଼ି ପରେ ପିଢ଼ି ଅନୁଯାୟୀ ପଦ ଓ ରାଜ ଅଭିଷେକରେ କରାଯାଉଛି ଅଭିଷିକ୍ତ । ଏଭଳି ନିଆରା ପରମ୍ପରା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ରେ । ଯେଉଁଥିରେ ସାମିଲ ହୋଇଛନ୍ତି ଆଖପାଖ ଅଞ୍ଚଳର ନେତା ଓ ବୁଦ୍ଧିଯିବି, ଆଇନଜୀବୀ ଓ ଚଉପାଢ଼ିର ସାଆନ୍ତ ।ପ୍ରଜାତନ୍ତ୍ରରେ ସାମ୍ପ୍ରତିକ ସମୟରେ ରାଜତନ୍ତ୍ର ପ୍ରଥା ଧୀରେ ଧୀରେ ଲୋପ ପାଇ ଯାଉଥିବା ଦେଖିବାକୁ ମିଳୁଥିବା ବେଳେ ଏପରି ସ୍ଥଳେ  ଲୋଇସିଂହା ରେ ଏବେ ବି ବଞ୍ଚି ରହିଛି ବର୍ଷ ବର୍ଷର ପରମ୍ପରା  । ପିଢ଼ି ପରେ ପିଢ଼ି ଜମିଦାର ଶାସନକୁ ସମ୍ମାନ ଦେଇ ଆସୁଛନ୍ତି ଲୋକେ । ଏହି କ୍ରମରେ  ୧୯ ତମ ଜମିଦାର ପଦଗ୍ରହଣ ଓ ରାଜ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ପ୍ରାକ୍ତନ ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଦେହାନ୍ତ ପରେ ତାଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ନାତୁଣୀ ତଥା ତାଙ୍କ ଜ୍ୟେଷ୍ଠ ପୁତ୍ର ସ୍ବର୍ଗତ ତ୍ରୟମ୍ବକ ସିଂ ରାଏ ଙ୍କ ଜ୍ୟେଷ୍ଠା କନ୍ୟା ଅର୍ଚନା ସିଂ ରାଏ ଜମିଦାର ଭାବେ ଅଭିଷିକ୍ତା ହୋଇଛନ୍ତି।ପ୍ରଥମ ମହିଳା ଭାବେ ସେ ଏହି ପଦବୀ ମଣ୍ଡନ କରିଛନ୍ତି। ଏହି ଅବସରରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ରାଜ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପୂର୍ବତନ ଆଇନମନ୍ତ୍ରୀ ଶ୍ରୀଯୁକ୍ତ ନରସିଂହ ମିଶ୍ର,ଆଦିବାସୀ ନେତା ସତ୍ୟନାରାୟଣ ଭୋଇ, ଦିଲ୍ଲୀପ ବେହେରା ରାଜଜେମାଙ୍କ ସମେତ ବିଭିନ୍ନ ଗଡ଼ଜାତ ଅଞ୍ଚଳର ସାଆନ୍ତମାନେ ନିମନ୍ତ୍ରିତ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି ଅବସରରେ ଗଣ୍ଡ ପରମ୍ପରା ଅନୁସାରେ ପୂଜାର୍ଚନା ପରେ ଜନସାଧାରଣ ଙ୍କ ଉପସ୍ଥିତ ରେ ଅର୍ଚନା ଦେବୀ ଙ୍କୁ ପଗଡି ଭିଡି ପୌସାଭିଷେକ୍ଷ କରାଯିବା ସହ  ସୁସଜ୍ଜିତ ପାଲିଙ୍କିରେ ବସାଇ ନଗର ପରିକ୍ରମା କରାଯାଇଥିଲା । ବିଭିନ୍ନ ଅଂଚଳ ରୁ ଆସିଥିବା ସାଆନ୍ତ ମାନେ  ଆସନ ଅଳଙ୍କୃତ କରିଥିବା ଅର୍ଚନା ସିଂ ରାଏ ଙ୍କୁ ଉପଢୌକନ ପ୍ରଦାନ କରି ପଦ ସିରିପା ପିନ୍ଧାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like