-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ସ୍ଵେଚ୍ଛାସେବୀ ସଂଗଠନ ଅରୁଣା ପକ୍ଷରୁ ଦଶମ ଓ ଦ୍ଵାଦଶ ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବୈଷୟିକ ପାଠ୍ୟକ୍ରମର ପରାମର୍ଶ ଶିବିର

31-May-2025



ବଲାଙ୍ଗୀର(ପ୍ରେରଣାଖବର): ଲର୍କିପାଲି ସ୍ଥିତ ସରକାରୀ ପଲିଟେକନିକ୍ କଲେଜର ସଭାଗୃହ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ସରକାରୀ ପଲିଟେକନିକ୍ କଲେଜ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅରୁଣାର ଆୟୋଜନ କ୍ରମେ କରୋନା ସମୟରେ ପିତୃ ମାତୃକୁ ହରାଇଥିବା ଆଶୀର୍ବାଦ ଯୋଜନାରେ ଅନ୍ତର୍ଭୁକ୍ତ ଥିବା ଶିଶୁ ,ପୃଷ୍ଠପୋଷକତା ରାଶି ପାଉଥିବା  ଶିଶୁ, ସ୍ଵତନ୍ତ୍ର ସୁରକ୍ଷାରେ ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା, ଦ୍ଵାଦଶରେ ଉତ୍ତୀର୍ଣ୍ଣ ହୋଇଥିବା ଥିବା ଛାତ୍ରଛାତ୍ରୀଙ୍କ ପାଇଁ ବୈଷୟିକ ଶିକ୍ଷାର ଉପକାରିତା ଓ ନିଯୁକ୍ତି ଭିତ୍ତିକ ପାଠ୍ୟକ୍ରମ  ଉପରେ ଏକ ବୃତ୍ତିଭିତ୍ତିକ ପରାମର୍ଶ ଅନୁଷ୍ଟିତ ହୋଇଯାଇଛି।ଏହି ଅବସରରେ ପଲିଟେକନିକ୍ କଲେଜର ଅଧ୍ୟକ୍ଷ ଶ୍ରଦ୍ଧାନନ୍ଦ ବେହୁରା ଉପସ୍ଥିତରହି ବୈଷୟିକଶିକ୍ଷା ଉପରେ ସମ୍ୟକ୍ ଧାରଣା ଦେଇଥିଲେ। ସେ କହିଥିଲେ ବୈଷୟିକ ଶିକ୍ଷl ଏକ ନିଯୁକ୍ତି ଭିତ୍ତିକ ଶିକ୍ଷା।ଏହି ପାଠ୍ୟକ୍ରମରେ ନିଜର କେରିଅର୍ କୁ ସୁଦୃଢ କରିପାରିବେ ବୋଲି ମତାମତ ପ୍ରଦାନ କରିବା ସହ ଛାତ୍ର ଛାତ୍ରୀ  ମାନଙ୍କୁ ଉତ୍ସାହିତ କରିଥିଲେ।ଛାତ୍ରୀ ମାନଙ୍କ ପାଇଁ ସୁଦକ୍ଷା ଯୋଜନା ରାଜ୍ୟ ସରକାର ଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଉପସ୍ଥିତ ରହି ଗ୍ରୀନ ପାସେଜ୍ ସାର୍ଟିଫିକେଟ ର ଉପକାରିତା ଉପରେ ଜଣାଇବା ସହ ମାତୃ ପିତୃ କୁ ହରାଇଥିବା ଶିଶୁଙ୍କୁ ଯଶୋଦା ଯୋଜନାରେ ସଂଶ୍ଳିଷ୍ଟ କରାଯାଇ ପାରିବ ବୋଲି କହିଥିଲେ।ଏହି କାର୍ଯ୍ୟକ୍ରମରେ ୩୨ ଜଣ ଛାତ୍ରଛାତ୍ରୀ ପଲିଟେକନିକ୍ କଲେଜ ରେ ପଢିବା ପାଇଁ ଅନ ଲାଇନ କରିଥିଲେ।ଏହି ଅବସରରେ ପଲି ଟେକନିକ କଲେଜ ର  ହିମାଦ୍ରି କୁମାର ବଳ, ବିଭୁ ପ୍ରସାଦ ଦାସ,ଲୋକେଶ ପଟ୍ଟନାୟକ,ଅନିଲା ଶୁଭଦର୍ଶୀ,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସୁନ୍ଦର,ସୁଦନ ଖମାରୀ,ବସନ୍ତ ହରପାଲ ଶୁଭମ୍ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ପରିଶେଷରେ ସାମାଜିକ କର୍ମୀ ହରିବନ୍ଧୁ ରାଉତ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ