-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ

31-May-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜ଼ିଲ୍ଲା ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ସୁବର୍ଣ୍ଣପୁର ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା ଦୈତ୍ୟ ନାରାୟଣ ପାଢ଼ୀ,ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD)ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ , ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡ଼ା ପଦ୍ମହଂସ ଦୋରା,ଦନ୍ତ ରୋଗ ବିଶେଷଜ୍ଞ ଡ଼ା ସତ୍ୟ ନାରାୟଣ ପଣ୍ଡା,ଜିଲ୍ଲା ସ୍ବାସ୍ଥ୍ୟ ମିଶନ ଅଧୀନ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଓ ଅଧୀକ୍ଷକ ସ୍ମିତ।ଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ତମାଖୁ ସେବନ ଦ୍ୱାରା ଭାରତ ବର୍ଷ ରେ ପ୍ରତି ବର୍ଷ କର୍କଟ, ହୃଦରୋଗ, ଶ୍ୱାସ ଜନିତ ରୋଗ, ମଧୁମେହ, ମସ୍ତିଷ୍କଘାତ ଆଦି ରୋଗ ରେ ପଡି ୩୦ ଲକ୍ଷ୍ ରୁ ଅଧିକ ବ୍ୟକ୍ତି ମୃତ୍ୟୁ ମୁଖ ରେ ପଡ଼ୁ ଅଛନ୍ତି ତେଣୁ ଆମେ ସମସ୍ତେ ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା , ଧୁମପାନ ରୁ ସମ୍ପୂର୍ଣ ମାତ୍ରା ରେ ମୁକ୍ତ ରହିବା, ଯୋଗ ଓ ଧ୍ୟାନ ଅଭ୍ୟାସ କରିବା ଉପରେ ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ କରିବା ଓ ନିୟମିତ ପରୀକ୍ଷା କରାଇ ଡାକ୍ତର ଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରି ଥିଲେ. ତମାଖୁ ଜନିତ ଅଣ ସଂକ୍ର1ମକ ରୋଗ ରୁ ମୃତ୍ୟୁ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ  ବୁଝାଇ ଥିଲେ ।   ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ।
ଉକ୍ତ ସଭାରେ ସ୍କିଲ ଡେଭେଲପମେଣ୍ଟ କେନ୍ଦ୍ର ର ମ୍ୟାନେଜେର ତଥା ଛାତ୍ର ଛାତ୍ରୀ ବୃନ୍ଦ, ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ  ତାଲିମ କେନ୍ଦ୍ର ର  ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ,ଜିଲ୍ଲା ଅଣ ସଂକ୍ର।ମକ ରୋଗ ସଂଜୋଜକ ଆଲୋକ କୁମାର ମିଶ୍ର, ଏପିଡ଼େମିଓଲୋଜିଷ୍ଟ ଲୋପାମୁଦ୍ରା ମହାନ୍ତି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।ଶେଷ ରେ ବୃନ୍ଦାବନ ସାହୁ  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like