-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଅ ଦିନିଆ ବର୍ଷା ଯୋଗୁଁ ଆଣ୍ଠୁଏ ପାଣି ରେ ବୁଡି ରହିଛି ପାଚିଲା ଧାନ

31-May-2025



ଖଡ଼ିଆଳ: ଆଣ୍ଠୁଏ ପାଣିରେ ବୁଡି ରହିଛି ପାଚିଲା ଧାନ, ଆଉ ପାଣି ଭିତରୁ ଧାନ କାଟୁଛି ଚାଷୀ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ବ୍ଲକରେ। ଏହି ବ୍ଲକର ଖୁଦପେଜ ଗ୍ରାମ ପଞ୍ଚାୟତ ର ଚଲାନପଡା, ଖୁଦପେଜ,ଗୋଇମୁଣ୍ଡି, ଠକପାଲି, କିକିରି ବେଡା,ଦର୍ଲିପଡା,  ସାନ ମହେଶ୍ୱର ଗ୍ରାମ ପଞ୍ଚାୟତ ର ସାନମହେଶ୍ୱର, ବଡ଼ ମହେଶ୍ୱର, ତିଖାଳି,  କୁଳିଗାଁ, ରଜା ମୁଣ୍ଡା  ଚିନ୍ଦାଗୁଡା ଗ୍ରା.ପ, ବାଦି ଗ୍ରା. ପ ବରଗାଁ ଗ୍ରା. ପ ମାଣ୍ଡୋସିଲ ଗ୍ରା. ପ ଆଦି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ସହସ୍ରାଧିକ ଜମିରେ ରବି ଧାନ ଚାଷ କରାଯାଇଥିଲା। ଧାନ ମଧ୍ୟ ଭଲ ହୋଇଥିଲା କିନ୍ତୁ ଅମଳ ସମୟରେ ଦାଉ ସାଜିଲା କାଳ ବୈଶାଖି। କିଛି ଦିନ ହେବ କାଳ ବୈଶାଖି ଜନିତ ବର୍ଷାରେ ନଷ୍ଟ ହୋଇ ଯାଇଛି ଧାନ ଫସଲ। ବିଲ ଉପରେ ପାଣି ସୁଅ ବୋହୁଥିବା ବେଳେ ପାଣି ଭିତରେ ଶେଷ ନିଃଶ୍ୱାସ ଗଣୁଛି ପାଚିଲା ଧାନ। କିଛି ଚାଷୀ ଧାନ କାଟି ରଖିଥିବା ବେଳେ ବର୍ଷା ହେବାରୁ ଖଳାକୁ ଆଣି ପାରିନି। ପୁଣି କିଛି ଚାଷୀ ଧାନ କାଟିବା ପୂର୍ବରୁ ବର୍ଷା ହେବାରୁ ଧାନ ଗଛ ସବୁ ପାଣିରେ ବୁଡି ରହିଛି। ବାଧ୍ୟ ହୋଇ କିଛି ଚାଷୀ ପାଣି ଭିତରୁ ଧାନ କାଟି ହିଡ ଉପରେ ସାଇତି ରଖୁଛନ୍ତି। ଏବେ ଅଧା ଅମଳ ହେବାର ମଧ୍ୟ ଆଶା ନାହିଁ। ମଣ୍ଡିକୁ ଗଲେ କଟନି ଛଟନି ରେ ଧାନ ବିକ୍ରି ହେବନି। ବ୍ୟାଙ୍କ୍ ଋଣ ଓ ସାହୁକାର ଠାରୁ ଆଣିଥିବା ଧାର କରଜ ଟଙ୍କା କେମିତି ଶୁଝିବ ସେଇ ଚିନ୍ତାରେ ଚାଷୀ ଆଖିରେ ନିଦ ନାହିଁ। ଏବେ ସରକାରୀ ସହାୟତା ହିଁ ତା ପାଇଁ ଏକମାତ୍ର ଭରସା। ଏନେଇ ଖଡ଼ିଆଳ ବ୍ଲକ କୃଷି ଅଧିକାରୀ ପୂର୍ଣ୍ଣଚନ୍ଦ୍ର ନାଏକଙ୍କୁ ପଚାରିବାରୁ ରାଜସ୍ବ ବିଭାଗ ଓ କୃଷି ବିଭାଗ ତରଫରୁ ତଦନ୍ତ ଚାଲିଛି, ଅତିଶିଘ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି କହିଛନ୍ତି।

ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like