-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ଗ୍ରାମଉତଥାନ ଦ୍ଵାରା ଗ୍ରୀଷ୍ମକାଳୀନ ଶିବିର ଅନୁଷ୍ଠିତ

31-May-2025



ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନର ଗୋଷ୍ଠୀ ଶିକ୍ଷା କେନ୍ଦ୍ର ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଦୀର୍ଘ ତିନି ଦିନ ହେବ ଗ୍ରୀଷ୍ମ କାଳୀନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ଦିନରେ ଗ୍ରାମଉତଥାନର ସଦସ୍ୟ ରଶ୍ମିତା ପଧାନ ଓ ଅନିତା କ୍ଷେତି ଛାତ୍ରଛାତ୍ରୀ ମାନଙ୍କୁ ଶିଳ୍ପକଳା ବିଷୟକୁ ନେଇ ବିଭିନ୍ନ କାର୍ଯ୍ୟକଳାପ କରାଇଥିଲେ । ଦ୍ଵିତୀୟ ଦିନରେ କ୍ଷିରେନ୍ଦ୍ର ରଣା ଓ ରଶ୍ମିତା ପଧାନ ପ୍ରକୃତି ଓ ପରିବେଶ ଉପରେ ପରିବେଶର ତାପମାତ୍ରାକୁ ରୋକିବା ପାଇଁ ଏକ ପ୍ରୋଜେକ୍ଟ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ କରାଇଥିଲେ ଓ ବିଭିନ୍ନ ପ୍ରକାରର ପତ୍ର

ସଂଗ୍ରହ କରାଇ ତାହାର ନାମ, ରଙ୍ଗ, ଆକାର ଓ ଗୁଣ ବିଷୟରେ କାର୍ଯ୍ୟକଳାପ କରାଇଥିଲେ ଓ ଆନ୍ନା ସହଯୋଗ କରିଥିଲେ । ଆଜି ଛାତ୍ରଛାତ୍ରୀ ମାନେ ଗୀତ, ନାଚ, କବିତା ଓ ଗପ କାର୍ଯ୍ୟକ୍ରମ କରିଥିଲେ । ଏହି କାର୍ଯ୍ୟକ୍ରମରେ କ୍ଷିରେନ୍ଦ୍ର ରଣା ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅତିଥି ଭାବେ ଶରଧା ପାଲି ଆଞ୍ଚଳିକ ସାଧନ ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତାପପୁର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ତୋଶିନୀ ନନ୍ଦ,  ଗ୍ରାମଉତଥାନ୍ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରତାପ କୁମାର ପଧାନ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତାପପୁର ଶିକ୍ଷକ ଗୋପେଶ ପଣ୍ଡା ଉପସ୍ଥିତ ଥିଲେ । ଏଠାରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମନ୍ଵୟ

ଶିକ୍ଷା ଓ ସେମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ବିକାଶ ବିଷୟରେ ଆଲୋଚନା କରିଥିଲେ । ଛାତ୍ରଛାତ୍ରୀ ମାନଙ୍କର ଶିଳ୍ପକଳା, ପ୍ରକୃତି ଓ ପରିବେଶ ପ୍ରୋଜେକ୍ଟ ପ୍ରଦର୍ଶନ କରଯାଇ ଥିଲା । ଶେଷରେ ଗ୍ରାମଉତଥାନର ସଦସ୍ୟ ରଶ୍ମିତା ପଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଖାତା, ପେନ୍ସିଲ ଓ ପାଠ୍ୟକ୍ରମ ଜିନିଷ ସାମଗ୍ରୀ ପ୍ରଦାନ କରା ଯାଇଥିଲା । ଗ୍ରାମଉତଥାନର ସଦସ୍ୟ ସୁବଳ ମେହେର, ଅନିତା କ୍ଷେତି, ଆନ୍ନା, ଶ୍ରୀନିବାଶ, ଅମନ ଓ ଶ୍ରୀତିକା ସହଯୋଗ କରିଥିଲେ ।  ସମସ୍ତ ଅଭିଭାବକ ଓ ଅଭିଭାବିକା ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like