-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ରାଜ୍ୟ

କରାଟେ ଅର୍ଗାନାଇଜେସନ୍ ରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ

31-May-2025



ବଲାଙ୍ଗୀର (ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲା କରାଟେ ଓର୍ଗlନାଇଯେସନ ତରଫରୁ ବଲାଙ୍ଗିର  ଟାଉନ୍ ବାଲିକl ଉଚ୍ଚ ବିଦ୍ୟାଳୟରେ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ ହୋଇ ଯାଇଛି l ଜିଲ୍ଲା କରାଟେ ଅର୍ଗାନାଇଜେସନର ସମ୍ପାଦକ ତଥା ଜାତୀୟ ସ୍ତରୀୟ କରାଟେ କୋଚ ଅସୀମ କୁମlର ଭୋଇଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଋପେ ଆସିଷ୍ଟାଣ ସବ୍ କଲେକ୍ଟର ସୁଧାଂଶୁ ମାଝୀ, ଅନ୍ୟତମ ଅତିଥି

ବିକାଶ ଭେଲୀ ବିଦ୍ୟାଳୟ ଅଧ୍ୟକ୍ଷ ଅମ୍ବରୀସ ଦାସ‌, ଟାଉନ ବାଲିକl ବିଦ୍ୟାଳୟ ଅଧ୍ୟକ୍ଷ  ନରେନ୍ଦ୍ର ମିଶ୍ର ଓ କିଡ଼ଜୀ ସ୍କୂଲ ଅଧ୍ୟକ୍ଷl ସ୍ମିତl ପଟେଲ ଉପସ୍ଥିତ ଥିଲେ l ଏ ସଙ୍ଗଠନ କେବଳ କରାଟେ ଓ ଆତ୍ମରକ୍ଷl ପ୍ରଶିକ୍ଷଣରେ ସୀମିତ ନ ରହି ସମାଜର ବିଭିନ୍ନ ଉନ୍ନତି ମୁଳକ କାର୍ଯ୍ୟକ୍ରମ ତଥା ସମାଜ ସେବାରେ ନିଜକୁ ସାମିଲ୍ କରି ଆସୁ ଥିବାରୁ ମୁଖ୍ୟ ଅତିଥି ପ୍ରଶଂସା

କରିଥିଲେ  ଓ ତମାଖୁ ନିଶା ଦ୍ରବ୍ୟ ଠାରୁ ନିଜକୁ ଦୁରେଇ ରଖିବାକୁ ଉପସ୍ଥିତ ଛାତ୍ରୀ ଛାତ୍ରଙ୍କୁ ଉପଦେଶ ଦେଇଥିଲେ l ଏ ଅବସରେ କରାଟେ ଏକାଡେମି ତରଫରୁ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଯେଉଥିରେ ବିଭିନ୍ନ ସ୍କୂଲ ଋ ୬୨ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ l ଏହି  ପ୍ରତିଯୋଗିତାରେ ସଫଳ ହୋଇଥିବା  ଛାତ୍ରଛାତ୍ରୀ ମାନଙ୍କୁ ଆଗାମୀ ଦିନରେ ସମ୍ମାନିତ କରାଯିବ ବୋଲି କରାଟେ କୋଚ ଅସୀମ ଭୋଇ ଗଣ ମାଧ୍ୟମକୁ ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like