-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

*ଦେବଦମ୍ପତି ଙ୍କ ବିବାହ ସଂପନ୍ନ ଆଜି ସ୍ଵ-ମନ୍ଦିର କୁ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା*-

31-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଭେରୀ, ତୁରୀ , ଘଣ୍ଟ ମୃଦଙ୍ଗ  ଡିଜେବାଜା  ଓ ଶବର ଶବରୁଣୀ ନୃତ୍ୟ ସହ ଥନାପତି‌ପଡା ସ୍ଥିତ ବାବା ଚନ୍ଦ୍ର ଶେଖର ମନ୍ଦିର ରୁ ଦେବାଦେବୀ ଙ୍କ ବିରାଟ ପଟୁଆରରେ ବାହାରି ଘୋଡାଘାଟପଡା ସ୍ଥିତ ହିମାଦ୍ରୀ ନଗର ରେ  ମାତା ପାର୍ବତୀଙ୍କ ସହ ପାଣିଗ୍ରହଣ ପାଇଁ ପହଞ୍ଚି ଥିଲେ।କନ୍ୟାପିତା ସ୍ଵରୁପ ରେ ଥିବା ଇତିଶ୍ରୀ ବିଦ୍ୟାଧର ଓ ପ୍ରକାଶ ବିଦ୍ୟାଧର ଙ୍କ ବାସଭବନ ପରିସର ଲୋକାରଣ୍ୟ ହୋଇପଡିଥିଲା ପରେ ମଧ୍ୟରାତ୍ରରେ  ପ୍ରଭୂ ଭୋଳା ଶଙ୍କର ଓ ମାତା ପାର୍ବତୀ ଙ୍କ ବିବାହ ସଂପନ୍ନ ହୋଇଥିଲା। ସୁବର୍ଣ୍ଣପୁର  ର  ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ର ଏକ ବିଶେଷତ୍ଵ ଏହା ଯେ  ଯାତ୍ରା ର ମୁଖ୍ୟ ଆକର୍ଷଣ ଭାବରେ  ୧୦୮ ତୋଳା ର ସୁନା ନାଗ ମୂର୍ତ୍ତି ଓ ମହଣ ମହଣ ରୂପା ନିର୍ମିତ ଦେବା ଦେବୀ ଙ୍କ ଆକର୍ଷଣୀୟ ବିମାନ  ଯାହାକି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ଏକ ଆକର୍ଷଣ ର କେନ୍ଦ୍ରବିନ୍ଦୁ ପାଲଟିଥାଏ। କଥିତ ଅଛି ମହାଦେବ ଓ ମାତା ପାର୍ବତୀ ଙ୍କ ଏଇ ଦୁର୍ଲଭ ଯୁଗଳ ମୂର୍ତ୍ତି ଦର୍ଶନ ରେ ଅନେକ ପୂଣ୍ୟ ଫଳ ପ୍ରାପ୍ତି ହୋଇଥାଏ। ଶୀତଳଷଷ୍ଠୀ ଚତୁର୍ଦ୍ଦଶୀ ତିଥି ରେ  ସୁବର୍ଣ୍ଣପୁର ର ଇଷ୍ଟ ଦେବ ବାବା ସୁବର୍ଣ୍ଣ ମେରୁ ମହାରାଜାଙ୍କ ଚଳନ୍ତି ପ୍ରତିମା  ଶ୍ରୀ ଚନ୍ଦ୍ର ଶେଖର ବାବା ଏହି ବିବାହ  ଶୋଭାଯାତ୍ରାରେ ବାହାରିବାବେଳେ ସହର ର ଅଷ୍ଟ ଶମ୍ଭୁ, ଅଷ୍ଟ୍ସ ବିଷ୍ଣୁ, ଅଷ୍ଟ ଚଣ୍ଡୀ ଙ୍କସହ ସମସ୍ତ ଦେବା ଦେଵୀ  ହିମାଦ୍ରୀ ନଗର କୁ ବିଜେ କରିଥାନ୍ତିl ସେଠାରେ ଶିବ ମହାପ୍ରଭୁ ଙ୍କୁ ପୂଜା ଅର୍ଚ୍ଚନା ସହ ଆମନ୍ତ୍ରଣ କରାଯାଇ‌‌ ବିଧିମତେ ମାତା ପାର୍ବତୀ ଦେବୀଙ୍କ ସହ ବିବାହ ଅନୁଷ୍ଠିତ ହୋଇଥିଲାl ଦେବ ଦମ୍ପତ୍ତି ଙ୍କ ବିବାହ ସମାପନ ପରେ ଉଭୟ ଙ୍କ ଯୁଗଳ ମୂର୍ତ୍ତି ଦର୍ଶନ କରିବାପାଇଁ ମାତା ପିତା ଙ୍କ  ବାସ ଭବନ ରେ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି l  ଆଜି ମଧ୍ୟ ରାତ୍ରରେ ନିଜର ସ୍ଵ -ମନ୍ଦିର ବିଜେ ପାଇଁ  ଏକ ବିରାଟ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରାରେ ନୀତି କାନ୍ତି ଅନୁସାରେ ସମସ୍ତ ଦେବା ଦେଵୀ ଙ୍କୁ ସାଙ୍ଗରେ ଧରି ବାହାରିପଡିବେ । ବର ମାତାପିତା ଜ୍ୟୋତିର୍ମୟୀ ମିଶ୍ର,ଶ୍ରୀକାନ୍ତ ମିଶ୍ର ଙ୍କ  ଉଦୟ ନଗର ସ୍ଥିତ କୈଳାସ ପୁରୀ  ବାସଭବନ ରେ ପହଞ୍ଚି ସେଠାରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ପୁଣି ଶୋଭାଯାତ୍ରା କୁଞ୍ଜଛକ, ନଳିନୀ ଛକ, ବସଷ୍ଟାଣ୍ଡ ବିଜୁପଟ୍ଟନାୟକ ଛକ, ଗଙ୍ଗାଧର ମେହେର ଛକ ବଡବଜାର ଦୁର୍ଗାମଣ୍ଡପ ଛକଦେଇ ଶ୍ରୀ ଚନ୍ଦ୍ରଶେଖରଙ୍କ ମନ୍ଦିର କୁ ଆସିବା ବିଧି ଅଛି। ରାସ୍ତା ରେ ଭକ୍ତ ଓ ଜନସାଧାରଣଙ୍କ ଭିଡ ନିୟନ୍ତ୍ରଣ ପାଇଁ ଶୀତଳଷଷ୍ଠୀ କମିଟି, ଦେବୋତ୍ତର କମିଟି,ତଥା ପୋଲିସ ପ୍ରଶାସନର ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ  କରାଯାଇଥିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like