-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ଚେସ ପ୍ରଶିକ୍ଷଣ ଶିବିର, ଇଛୁକ ଖେଳାଳି ଯୋଗଦାନ ପାଇଁ ଆହ୍ବାନ

31-May-2025



(ଡୋଲେଶ୍ୱର ବାଗ)
ଜିଲ୍ଲା ଚେସ ଏସୋସିଏସନ, ନୂଆପଡ଼ା ଆନୁକୂଲ୍ଯରେ ଆଗାମୀ ଜୁନ ୦୩ ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ ଦଶ ଦିନିଆ ନିଃଶୁଳ୍କ ଚେସ  ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ।  ସ୍ଥାନୀୟ କ୍ଷୀରୋଦ ନିବାସ ପବ୍ଲିକ ସ୍କୁଲ ପରିସରରେ ଆୟୋଜିତ ହେବ। ରାଜ୍ୟ ଚେସ ଏସୋସିଏସନର ତତ୍ତ୍ବାବଧାନରେ ପରିଚାଳିତ ହେବାକୁ ଥିବା ଏ ଶିବିରରେ ଓଡ଼ିଶାର ଲବ୍ଧପ୍ରତିଷ୍ଠ ପ୍ରଶିକ୍ଷକମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶିବିରରେ ନୂଆପଡ଼ା ଜିଲ୍ଲାର ଚେସ ଆଗ୍ରହ ଖେଳାଳୀମାନେ ଅଂଶଗ୍ରହଣ କରି ନିଜ ଦକ୍ଷତା ବୃଦ୍ଧି କରିବେ। ପ୍ରଥମରୁ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀମାଙ୍କୁ ପଞ୍ଜିକରଣରେ ପ୍ରାଥମିକତା ଦିଆଯିବ। ଶିବିରାର୍ଥୀ ମାନଙ୍କୁ କେବଳ ଓଡିଶା ଚେସ ସଙ୍ଘର ପଂଜିକୃତ ଖେଳାଳି ରୂପେ ଟ. ୨୦୦/ ଲେଖାଏଁ ରାଜ୍ୟ ଚେସ ଏସୋସିଏସନକୁ ଶୁଳ୍କ ଦେବାକୁ ହେବ। ପ୍ରଶିକ୍ଷଣ ସମୟ ସକାଳ ୮ଟାରୁ ୧୧ଟା ପର୍ଯ୍ଯନ୍ତ। ଶିବିରର ଅନ୍ତିମ ଦିବସରେ  ପ୍ରଶିକ୍ଷିତ ଖେଳାଳିମାନଙ୍କ ମଧ୍ଯରେ ଏକ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ ଏବଂ ଏହାର ବିଜୟୀ ମାନଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯିବ ବୋଲି  ଜିଲ୍ଲା ଚେସ ଏସୋସିଏସନର ସମ୍ପାଦକ ବିଭୁଦତ୍ତ ମିଶ୍ର ପ୍ରକାଶ କରିଛନ୍ତି।ପଂଜିକରଣ ଓ ଅଧିକ ବିବରଣୀ ପାଇଁ ନିମ୍ନଲିଖିତ ମୋବାଇଲ ନମ୍ବରରେ ଯୋଗାଯୋଗ କରିପାରିବେ। ୯୪୩୭୪୦୧୭୨୫, ୭୭୫୦୯୭୫୯୦୮, ୯୪୩୭୨୯୨୫୪୭


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like