-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ଶୈବପୀଠ ଚରଦାରେ ବାବା କପିଳେଶ୍ୱର ଓ ଦେବୀ ପାର୍ବତୀଙ୍କ ବିବାହ ଉତ୍ସବ ଧୁମଧାମରେ ପାଳିତ

31-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦାର ବାବା କପିଳେଶ୍ୱର ମହାଦେବଙ୍କ ବିବାହ ତଥା ଶୀତଳ ଷଷ୍ଠୀ ମହୋତ୍ସବ ଚକିତ ବର୍ଷ ମହାସମlରୋହରେ ଅନୁଷ୍ଠିତ ହୋଇଥିଲା ଏଥିପାଇଁ ଶ୍ରଦ୍ଧାଳୁ ଭକ୍ତଙ୍କ ଆଗମନରେ ମନ୍ଦିର ଉତ୍ସବ ମୁଖର ହୋଇଉଠିଥିଲା । ହର-ପାର୍ବତୀଙ୍କ ବିବାହ ଉତ୍ସବକୁ ଆକର୍ଷଣୀୟ କରିବା ପାଇଁ ଟ୍ରଷ୍ଟ ବୋର୍ଡ କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା l ଚଳିତ ଥର ଶିବଙ୍କ ବର ପିତା ଭାବେ ଶଙ୍କରା ଗ୍ରାମର ସତ୍ୟବ୍ରତ ଚୌଧୁରୀ ଓ ତାଙ୍କ ଧର୍ମପତ୍ନୀ ହେମକାନ୍ତି ପଟେଲ,ପାର୍ବତୀଙ୍କ କନ୍ୟା ପିତା ମାତା ଭାବେ ଚରଦା ଗ୍ରାମର ସୁକାନ୍ତ ବାଘ ଓ ତାଙ୍କ ଧର୍ମପତ୍ନୀ ଭାଗ୍ୟବତୀ ବାଘ ଦାୟିତ୍ୱ ତୁଲାଇଥିଲେ l ଗତକାଲି ଶୁକ୍ରବାର  ଶିବ ଵିଵାହ ବିହିତ ବେଦ୍ୟାରମ୍ଭ, ମାଟିପକl,ଗୁଣ୍ଡାଦିଆ ଆଦି କାର୍ଯ୍ୟକ୍ରମ ସମାପ୍ତ ପରେ ଶନିବାର ସକାଳେ ନବବସ୍ତ୍ର ପରିଧାନ,ଅଳଙ୍କାର ଧାରଣ,ଶ୍ରାଦ୍ଧ ଗଣସନ ରୀତିନୀତି ଅନୁଯାୟୀ କରାଯାଇଥିଲା ।ସେହିପରି ସନ୍ଧ୍ୟାରେ କପିଳେଶ୍ୱର ବାବା ବର ବେଶରେ ଆସି କନ୍ୟା ପିତାଙ୍କ ଘରେ (ମନ୍ଦିର) ପହଞ୍ଚିବା ପରେ ବିବାହ ପାଣିଗ୍ରହଣ ଅନୁଷ୍ଟିତ ହୋଇଥିଲା l ବିବାହ କାର୍ଯକ୍ରମରେ ପୂଜକ ଭାବେ ଭାସ୍କର ପୁରୋହିତ ,  ରମେଶ ପୁରୋହିତ,ମକୁନ୍ଦ ପୁରୋହିତ କାର୍ଯ୍ଯ ତୁଲାଇଥିଲେ ।ଆକର୍ଷଣୀୟ ଆଲୋକ ସଜ୍ଜା ସାଂଗକୁ ଭକ୍ତଙ୍କ କୋଲାମୟରେ ମନ୍ଦିର ପରିସର ପ୍ରକମ୍ବିତ ହୋଇଥିଲା ।ଏହି ଅବସରରେ ରାତ୍ରିରେ ଅଇଲାତୁମ୍ବାର (ପାଟଣାଗଡ) ଗ୍ରାମର ରମାକାନ୍ତ ପଣ୍ଡାଙ୍କ ଦ୍ଵାରା ସୁନ୍ଦରlକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଥିଲା l   ପ୍ରଭୁ ଶିବ ପାର୍ବତୀଙ୍କ ବିବାହ ଦେଖିବା ପାଇଁ ବିଭିନ୍ନ ସ୍ଥାନରୁ ଚରଦା ମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା l ବରଯାତ୍ରୀଙ୍କ ପାଇଁ କନ୍ୟା ପିତା ପକ୍ଷରୁ ପ୍ରସାଦ ସେବନର ଆୟୋଜନ କରାଯାଇଥିଲା l ଏଥିରେ ଟ୍ରଷ୍ଟ ବୋର୍ଡ କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ସମସ୍ତ ସଦସ୍ୟ,ଚରଦା ପଞ୍ଚାୟତ ଜନପ୍ରତିନିଧି,ମନ୍ଦିର ସେବାୟତ ଓ ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like