-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||     

HOME   ଜିଲ୍ଲା

୪ରୁ ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବ

31-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ଥିତ ହରିଶଙ୍କର କଳା ମଣ୍ଡପ ଠାରେ ୨୦ତମ ଲୋକ କଳା ମହୋତ୍ସବ ଓ ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବ ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି  l  ମହୋତ୍ସବ ଆବାହକ ଦିବ୍ୟଶଙ୍କର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଚଳିତ ବର୍ଷ ନୂତନ ଚିନ୍ତାଧାରାରେ  ଆୟୋଜିତ ରାଜ୍ୟସ୍ତରୀୟ ସଂକୀର୍ତନ ମହୋତ୍ସବ ରେ ରାଜ୍ୟ ଓ ରାଜ୍ୟ ବାହାରୁ ସ୍ଵନାମଧନ୍ୟ ଗାୟକ ଓ ବାହକ ଙ୍କ ଯୋଗଦେବା ସମ୍ପର୍କରେ ଆଲୋଚନା ହୋଇଥିଲା  l  ତିନିଦିନ ଧରି ହେବାକୁଥିବା ଉକ୍ତ ଉତ୍ସବରେ ସମୁଦାୟ ୨୫ଟି ସଂକୀର୍ତ୍ତନ୍ୟ ଦଳ ଭାଗ ନେବେ  l   ବିଭିନ୍ନ ସମୟରେ ସାମାଜିକ ଗଣମାଧ୍ୟମରେ ଲୋକପ୍ରିୟତା ଅର୍ଜନ କରିଥିବା ସୁନାମଧନ୍ୟ କଣ୍ଠଶିଳ୍ପୀ ମାନଙ୍କୁ ଉକ୍ତ ମଞ୍ଚରେ ଦେଖିବାକୁ ମିଳିବ   l   ବୋଲି ବକ୍ତାମାନେ କହିଥିଲେ  l  ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ଚିନ୍ତାଧାରାକୁ ନେଇ ହେବାକୁଥିବା ଏହି ମହୋତ୍ସବ କିଭଳି ଲୋକଙ୍କ ମନଛୁଆଁ ହୋଇପାରିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା   l  ଜୁନ ମାସ ୪, ୫ ଓ ୬ ତାରିଖ ତିନିଦିନ ଧରି ହେବାକୁଥିବା ଏହି ମହୋତ୍ସବ ପ୍ରତ୍ୟେହ ଅପରାହ୍ନ ୩ଘଣ୍ଟା ଠାରୁ ରାତି ୧୦ଘଣ୍ଟା ପର୍ଯ୍ୟନ୍ତ ହେବ ବୋଲି ଚୂଡାନ୍ତ ନିଷ୍ପତ୍ତି ନିଆଯାଇଥିଲା  l ବୈଠକରେ ମହୋତ୍ସବ କମିଟି ସମ୍ପାଦକ ଓମପ୍ରକାଶ ମିଶ୍ର,ଧର୍ମେନ୍ଦ୍ର ରଣା, ପ୍ରଦୀପ ଦାସ,ପୂର୍ଣ୍ଣ ଚନ୍ଦ୍ର ଖଟୁଆ,ଅରୁଣ ଖଟୁଆ,ଜୟ କୁମାର ମହାରଣା, ଶରତ କୁମାର ସାହୁ,ମନୋଜ କୁମାର ରାଜହଂସ,ରାଜକିଶୋର ବାଘ,ବିଶ୍ଵାମିତ୍ର ପାଢ଼ୀ, ଅରୁଣ ରଣା ସମେତ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026

You Might Also Like