-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ଡାବୁଗାଁ ବନାଞ୍ଚଳ ଅଧୀନ ଜୁନାପାଣି ଗ୍ରାମ ନିକଟରେ ଚୋରା କାଠ ଜବତ, ଜଣେ ଗିରଫ

31-May-2025



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର)
ଡାବୁଗାଁ ବନାଞ୍ଚଳ ଅଧୀନ  ଜୁନାପାଣି  ଗ୍ରାମ ନିକଟରେ ଏକ ନମ୍ବର ବିହୀନ ଟ୍ରାକ୍ଟର ଯୋଗେ ଚୋରା କାଠ ଚାଲାଣ ସମୟରେ ଶୁକ୍ରବାର ରାତିରେ ଡାବୁଗାଁ ବନ ବିଭାଗ ଜବତ କରିଛି | ସୂଚନାଯୋଗ୍ୟ:- ଡାବୁଗାଁ ବନାଞ୍ଚଳ ଅଧୀନ  ଦରଗୁଲା ଏକଟାଗୁଡା ଗ୍ରାମର ଏକ ବେସରକାରୀ ଜମିରୁ  ଗିର୍ଲା ଗ୍ରାମର ଜଗନ୍ନାଥ ଭତ୍ରା ଜଙ୍ଗଲି ବୃକ୍ଷ କରଞ୍ଜ, ଗମ୍ବାରୀ ଓ ଡିମିରି ଗଛ କାଟି ଜାଳେଣୀ ଉଦ୍ଦେଶ୍ୟରେ ଏକ  ଏକ ନମ୍ବର ବିହୀନ ଟ୍ରାକ୍ଟର ଯୋଗେ  ଗିର୍ଲା ଗ୍ରାମକୁ ଆଣୁଥିବା ବେଳେ ବନ ବିଭାଗ କର୍ମଚାରୀ ମାନେ ଚଢାଉ କରି କାଠ ଜବତ କରି ଗାଡି ସହ ଡାବୁଗାଁ ବନାଞ୍ଚଳ କାର୍ଯ୍ୟଳୟ କୁ ଆଣିଥିଲେ | ଏଥିରେ ସମ୍ପୃକ୍ତ ଗିର୍ଲା ଗ୍ରାମର ଜଗନ୍ନାଥ ଭତ୍ରା ଙ୍କୁ ଗିରଫ କରିଥିଲେ | ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି | ଟ୍ରାକ୍ଟର ରେ ଥିବା ୧୨ ସହ କିଗ୍ରା କାଠ ଜବତ କରାଯାଇଛି | ଜବତ କାଠ ର ଆନୁମାନିକ ସରକାରୀ ମୂଲ୍ୟ ୧୮ ହଜାର ରୁ ଊର୍ଦ୍ଧ୍ଵ ହେବ ବୋଲି ଭରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ କହିଛନ୍ତି | ଏହି ଚଢାଉରେ ବନରକ୍ଷୀ ରିତାରାଣୀ ବିଶ୍ଵାସରାୟ, କାର୍ତ୍ତିକ ମାଝି, ପାରା ଷ୍ଟାଫ  କନି ନାୟକ ଓ ତ୍ରିନାଥ ବିଶୋଇ ପ୍ରମୁଖ ସାମିଲ ଥିଲେ | ଏନେଇ ବନାଞ୍ଚଳ କାର୍ଯ୍ୟଳୟ କେସ ନଂ  ୫୬/୨୦୨୫-୨୬ ରେ ଏକ ମାମଲା ରୁଜୁ କରାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like