-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ପୁଣ୍ୟ ଶ୍ଳୋକ ରାଣୀ ଅହିଲ୍ଯାବାଈ ହୋଲକରଙ୍କ ୩୦୦ତମ ଜୟନ୍ତୀ ପାଳିତ

01-Jun-2025



ମାଲକାନଗିରି: ମାଲକାନଗିରି ଜିଲ୍ଲା ପରିଷଦ ସଭାଗୃହ ଠାରେ ଲୋକମାତା ପୁଣ୍ୟ ଶ୍ଲୋକ ଅହିଲ୍ଯାବାଈ ହୋଲକରଙ୍କ ୩୦୦ତମ ଜୟନ୍ତୀ ପାଳିତ  ହୋଇଯାଇଛି। ଏହି ଜୟନ୍ତୀ ରେ ଆବାହକ ଅଶୋକ କୁମାର ପରିଡା,ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ , ମୁଖ୍ୟ ବକ୍ତା ଭାବେ ସାହିତ୍ୟିକ କେଶବ ଚନ୍ଦ୍ର ନାୟକ ଏବଂ ଅନ୍ୟତମ ବକ୍ତା ଅବସରପ୍ରାପ୍ତ ଶିକ୍ଷକ ସୀମାଞ୍ଚଳ ପଣ୍ଡା ମଞ୍ଚାସୀନ ଥିଲେ।
ମୁଖ୍ୟ ବକ୍ତା କେଶବ ଚନ୍ଦ୍ର ନାୟକ କହିଲେ ଯେ, ପୁଣ୍ୟ ଶ୍ଲୋକ ରାଣୀ ଅହିଲ୍ଯାବାଈ ମହାରାଷ୍ଟ୍ର ଅହମ୍ମଦ ନଗର ସ୍ଥିତ ଚଣ୍ଡି ଗ୍ରାମରେ ଏକ କୃଷକ ପରିବାରରେ ୧୭୨୫ ମସିହା ମେ ୩୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ୧୭୩୫ ମସିହାରେ ଇନ୍ଦୋରର ରାଜପୁତ୍ର ଖଣ୍ଡେ ରାଓଙ୍କୁ ବିବାହ କରିଥଲେ।ସେ ୧୭୫୪ ମସିହାରେ କୁମ୍ଭେରୀ ଯୁଦ୍ଧରେ ନିହତ ହୋଇ ଥିଲେ । ତାଙ୍କର ଶ୍ବଶୁର ମହ୍ଲାର ରାଓ ସତୀ ନହେବା ପାଇଁ ବରଣ କରିବା ସତ୍ତ୍ୱେ ସେ ପରବର୍ତ୍ତୀ ସମୟରେ ଇନ୍ଦିର ରାଜ୍ୟର ରାଜ ଭାର ବହନ କରି ପ୍ରଜାମାନଙ୍କୁ ସୁଶାସନ ଦେଇଥିଲେ। ତାଙ୍କ ଶ୍ବଶୁର ମହ୍ଲାର ରାଓ ୧୭୬୬ ମୃତ୍ୟୁ ବରଣ କରିଥିଲେ। ସେହି ତାଙ୍କର ଏକମାତ୍ର ପୁତ୍ର ମାଲେ ରାଓ ୨୨ ବର୍ଷ ବୟସରେ ଏକ ରଥ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବେଳେ ତାଙ୍କ ଏକମାତ୍ର ବିବାହିତା କନ୍ଯା  ଜ୍ବାଇଁ ଯଶୋବନ୍ତ ରାଓଙ୍କ ଅକାଳ ବିୟୋଗ ପରେ ସତୀ ହୋଇଥିଲେ । ପରିବାରର ସମସ୍ତ ସଦସ୍ୟଙ୍କୁ ହରାଇଥିଲେ ମଧ୍ୟ ଜଣେ ବିଧବା ମହିଳା ଭାବେ ଅହିଲ୍ଯାବାଈ ହୋଲକର ଇନ୍ଦୋରର ରାଜଭାର ସମ୍ଭାଳି ପ୍ରଜାବତ୍ସଳ ହୋଇ ପାରିଥିଲେ।୧୭୬୭ ରୁ ୧୭୯୫ ପର୍ଯ୍ୟନ୍ତ ଅର୍ଥାତ ଦୀର୍ଘ ୨୮ ବର୍ଷ ସୁଶାନ ଦେଇଥିଲେ। ସେ ଏତେ ଜନପ୍ରିୟ ଥିଲେ ଯେ ତାଙ୍କୁ ଲୋକମାତାର ମାନ୍ୟତା ପାଇଥିଲେ । ମୋଗଲମାନଙ୍କ ଦ୍ବାରା ଧ୍ବସ୍ତବିଧ୍ବସ୍ତ ମନ୍ଦିରକୁ ପୁନଃନିର୍ମାଣ କରି ଥିଲେ।ପ୍ରାୟ ୨୮ ଟି ଘାଟ ନିର୍ମାଣ କରିବା ସହ ୫୦ରୁ ଅଧିକା ମନ୍ଦିର ନିର୍ମାଣ କରିଥିଲେ ଏବଂ ଶତାଧିକ ଜରାଜୀର୍ଣ୍ଣ ମନ୍ଦିରର ପୁନଃରୁଦ୍ଧାର କରିଥିଲେ। ସେ ଥିଲେ ଆଜୀବନ ଶିବ ଭକ୍ତ। ବୃକ୍ଷ ରୋଣ, କୁଟୀର ଶିଳ୍ପର ବିକାଶରେ, କୂପ ଖନନ, ନାରୀ ଶିକ୍ଷା,କୃଷି କାର୍ଯ୍ୟ ଉନ୍ନତି , ବୟନଶିଳ୍ପ ର ବିକାଶ, ସ୍ଵଳ୍ପ ସୁଧରେ ଋଣ ପ୍ରଦାନ, ଅନ୍ନ ଛତ୍ର ପ୍ରଦାନ,ଗରୀବ କଲ୍ୟାଣ ତଥା ଶିକ୍ଷାର 
ଉନ୍ନତି ଆଦି ବହୁ ଜନହିତକର କାର୍ଯ୍ୟ କରିଥିଲେ ବୋଲି ଶ୍ରୀ ନାୟକ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ। ଅଦ୍ୟାବଧି ଏତେ ବଡ ରାଣୀଙ୍କ ସଂପର୍କରେ ଇତିହାସ ନିରବ ଥିବା ବୋଲି ବିଧାୟକ ନରସିଂହ ମାଡକାମୀ ପ୍ରକାଶ କରିବା ସହିତ ଏ ସଂପର୍କ ଜନସାଧାରଣ ଅବଗତ ହେବା ଆବଶ୍ୟକ। ଏହି ଉତ୍ସବରେ ମାଲକାନଗିରି ଜିଲ୍ଲାର ବହୁ ବୁଦ୍ଧିଜୀବୀ ଓ ସାମ୍ବାଦିକମାନେ ଯୋଗ ଦେଇଥିଲେ। ଶେଷରେ ଆବାହକ ତଥା ଜିଲ୍ଲା ବିଜେପି ସଭାପତି ଅଶୋକ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ।
ରିପୋର୍ଟ: କେଶବ ଚନ୍ଦ୍ର ନାୟକ, ମାଲକାନଗିରି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like