-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଏସୟୁଜେ କଳାହାଣ୍ଡି ଜିଲ୍ଲା ଶାଖାର ଗୁରୁତ୍ୱପୂର୍ଣ୍ଣ ବୈଠକ

01-Jun-2025



ଭବାନୀପାଟଣା(ପ୍ରେରଣା ଖବର): ଏସୟୁଜେ କଳାହାଣ୍ଡି ଜିଲ୍ଲା ଶାଖାର ଏକ ଗୁରୁତ୍ୱପୂର୍ଣ ବୈଠକ ଭବାନୀପାଟଣା ସ୍ଥିତ ହୋଟେଲ ମିଡ଼ଟାଉନ କନଫରେନ୍ସ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏସୟୁଜେ ରାଜ୍ୟ ଶାଖାର ଉପସଭାପତି ତଥା କଳାହାଣ୍ଡି ଜିଲ୍ଲା ଅବଜାରଭର ମହେନ୍ଦ୍ର କୁମାର ଦର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ବାଦିକ ସମୂହଙ୍କ ମୌଳିକ ତଥା ସାମଗ୍ରିକ ସମସ୍ୟା ଏବଂ ତାର ସ୍ଥାୟୀ ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ଉପରେ ଉପସ୍ଥିତ ସଭ୍ୟ ମାନଙ୍କ ସହ ଆଲୋଚନା କରିଥିଲେ। ସମୂହ ନିଷ୍ପତ୍ତି ଅନୁଯାୟୀ ନିକଟ ଭବିଷ୍ୟତରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ଏସୟୁଜେ ରାଜ୍ୟ କାର୍ଯ୍ୟକରିଣୀ ବୈଠକ କରିବା ପାଇଁ ନିଷ୍ପତ୍ତି ହୋଇଥିଲା।ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଏସୟୁଜେ ବଲାଙ୍ଗିର ଜିଲ୍ଲା ଶାଖାର କାର୍ଯ୍ୟନିର୍ବାହି ସଭ୍ୟ ବାଳକୃଷ୍ଣ ଷଡ଼ଙ୍ଗୀ ଉପସ୍ଥିତ ରହି ସଂଘର ସଂଗଠନ ଜିଲ୍ଲାରେ କିଭଳି ବଳିଷ୍ଠ ଏବଂ ବ୍ୟାପକ ହେବାସହ ସଂଗଠିତ ହୋଇ ରହିବାପାଇଁ ପରାମର୍ଶ ଦେବା ସହ ଉପସ୍ଥିତ ସଭ୍ୟ ମାନଙ୍କୁ ଉତ୍ସାହିତ କରିଥିଲେ।ପ୍ରଥମେ ମୁଖ୍ୟ ଅତିଥି ଶ୍ରୀ ଦର୍ଜୀ ଏବଂ ସମ୍ମାନିତ ଅତିଥି ଶ୍ରୀ ଷଡ଼ଙ୍ଗୀ ଉଭୟଙ୍କୁ  ଜିଲ୍ଲା ଶାଖାର ସଭାପତ ନାରାୟଣପ୍ରସାଦ ନାୟକ ଏବଂ କୋଷାଧ୍ଯକ୍ଷ  ନାରାୟଣ ଯୋଶୀ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇବା ସହ ଜିଲ୍ଲାକୁ ସ୍ୱାଗତ କରିଥିଲେ। ପରେ ପରେ ସଂଘର ଜିଲ୍ଲାଶାଖା ସମ୍ପାଦକ ସାରଦା ପ୍ରସାଦ ମହାନ୍ତିଙ୍କ ସମେତ  ୧୫ରୁ ଅଧିକ ସଭ୍ୟ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like