-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ନବ ନିର୍ମିତ ବିଏଡ୍ କଲେଜ ଏବେ ଭୂତ କୋଠି  (ଶିକ୍ଷିତ ବେକାରୀଙ୍କ ଶିକ୍ଷକ ହେବା ଆଶା ଧୂଳିସାତ)

01-Jun-2025



ମାଲକାନଗିରି: ଚାଲାଣଗୁଡା ରାସ୍ତା ମଧ୍ୟବର୍ତ୍ତୀ ଅଞ୍ଚଳରେ ସରକାରଙ୍କ ଦ୍ବାରା ଏକ ନବ ନିର୍ମିତ ବିଏଡ୍ କଲେଜ ପ୍ରତିଷ୍ଠା କରାଯାଇଥିବା ବେଳେ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ନ ଦେବା ପୂର୍ବରୁ ବର୍ତ୍ତମାନ ଭଙ୍ଗାରୁଜା ହୋଇ ଭୂତକୋଠିରେ ପରିଣତ ହେବାକୁ ବସିଛି। ଏଥି ପ୍ରତି ଜିଲ୍ଲା ପ୍ରଶାସନର ଉଦାସିନତା ଯୋଗୁଁ ଦୀର୍ଘ ଛଅ ବର୍ଷ ବିତିଯାଇଥିଲେ ମଧ୍ୟ ବିଏଡ୍ କଲେଜ ରେ ପ୍ରଶିକ୍ଷଣ ଆରମ୍ଭ ହୋଇ ନାହିଁ। ଫଳରେ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲା ପାଇଁ ରାଜ୍ୟ ସରକାରଙ୍କ ଏକ ଛଳନା କହିଲେ ଚଳେ। ଆଦିବାସୀ ଯୁବକ, ଯୁବତୀମାନେ ବିଏଡ୍ ପ୍ରଶିକ୍ଷଣ ନେଇ ଶିକ୍ଷକ ଶିକ୍ଷୟିତ୍ରୀ ହେବା ଲାଗି ଯେଉଁ ସ୍ବପ୍ନ ଦେଖିଥିଲେ,ତାହା କ୍ରମଶଃ ମଉଳିବାରେ ଲାଗିଛି।
ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ ୨୦୧୪ ମସିହାରେ ମାଲକାନଗିରି ଆଇଟିଡିଏ ତରଫରୁ ପ୍ରାୟ ୫୦ କୋଟି ଟଙ୍କା ବ୍ୟୟ କରାଯାଇ ବିଏଡ୍ କଲେଜଟି ନିର୍ମାଣ କାର୍ଯ୍ଯ ଆରମ୍ଭ କରାଯାଇ ୨୦୧୭ ରେ ସମାପ୍ତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କର କମଳରେ ୨୬.୭.୨୧୮ ତାରିଖରେ ଉଦଘାଟନ ହୋଇ ଥିଲା। ଫଳରେ ଶିକ୍ଷକ ଶିକ୍ଷୟିତ୍ରୀ ହେବା ପାଇଁ ଯେଉଁ ଶିକ୍ଷିତ ଯୁବକ ଯୁବତୀମାନେ ଆଶା ପ୍ରକଟ କରିଥିଲେ ବିଏଡ୍ କଲେଜର ପାଠ୍ୟକ୍ରମ ଆରମ୍ଭ ହେଲେ ନାମ ଲେଖାଇ ପ୍ରଶିକ୍ଷଣ ନେବାକୁ ବର୍ଷ ବର୍ଷ ଚାହିଁ ବସିଲେ ବିଏଡ୍ କଲେଜ କେବେ ଖୋଲିବ ? ଆଜକୁ ବିଏଡ୍ କଲେଜ ନିର୍ମାଣ
ହେବା ଦୀର୍ଘ ୭ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରଶିକ୍ଷଣ କାର୍ଯ୍ୟ ଆରମ୍ଭ ହେବାର ନାଁ ଗନ୍ଧ ନାହିଁ। ଏହାର ରକ୍ଷଣାବେକ୍ଷଣ ଅଭାବରୁ ସମସ୍ତ ଝରକା କବାଟ ଭାଙ୍ଗି ଚୁରମାର ହେବା ସହିତ
ବୈଦୁତିକ ସାମଗ୍ରୀ ସବୁ ଚୋରୀ ହୋଇଗଲାଣି। ପ୍ରତ୍ୟେକ କଠୋରୀରେ ଲାଗିଥିବା ଫ୍ୟାନ ଗୁଡ଼ିକୁ କେହି କେହି ନେଇଗଲେଣି। ଅବାଧରେ ଫାଟକ
ଖୋଲା ଥିବାରୁ ଗାଈ ଗୋରୁ ଛେଳି ମେଣ୍ଢାଙ୍କ ଚାରଣ ଭୂଇଁ ପାଲଟି ସାରିଲାଣି। କଥା ହେଲା , ସରକାରୀ କା ମାଲ୍,ଦରିଆ
ମେ ଡାଲି ନ୍ୟାୟରେ ଜିଲ୍ଲା ପ୍ରଶାସନ ଏଥିପ୍ରତି ଅନ୍ଧ ମୂକ ବଧିର
ହୋଇ ବସିବା ବଡ ଲଜ୍ଜାଜନକ ଘଟଣା। ମାଲକାନଗିରି ଆଇଟିଡିଏ ବିଏଡ୍ କଲେଜ ନିର୍ମାଣ କରି ଦାୟିତ୍ଵ ସାରିଦେଇଥିଲେ ମଧ୍ୟ ଏହାର ରକ୍ଷଣାବେକ୍ଷଣ ପ୍ରତି ଉଦାସୀନ।ଅନ୍ଯ ପକ୍ଷରେ ସ୍ଥାନୀୟ ନେତାମାନେ ମଧ୍ୟ ମୁହଁରେ ତୁଣ୍ଡି ବାନ୍ଧି
ନିରବ ଦ୍ରଷ୍ଟା। ଫଳରେ ମାଲକାନଗିରି ଜିଲ୍ଲାରେ ଶିକ୍ଷିତ ବେକାରୀ ଯୁବକ ଯୁବତୀମାନେ ଶିକ୍ଷକ ଶିକ୍ଷୟିତ୍ରୀ ହେବାର ସ୍ବପ୍ନ ଭଙ୍ଗ ହୋଇଯାଇଛି।ଅନ୍ଯ ପକ୍ଷରେ ମାଲକାନଗିରି ଜିଲ୍ଲାରେ ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପ୍ରଦାନ କରାଯାଇଛି,
ଏହି ପଦବୀ ଗୁଡିକୁ ପୂରଣ ଲାଗି ବାହାର ଜିଲ୍ଲା ପ୍ରାର୍ଥିମାନେ ହାତେଇବାରେ ଲାଗିଛନ୍ତି। କାରଣ ମାଲକାନଗିରି ଜିଲ୍ଲାରେ ବିଏଡ୍ କଲେଜର ଭିତିଭୂମି ଥାଇ ବି ପ୍ରଶିକ୍ଷଣ ନଦେବା ରାଜ୍ୟ ସରକାରଙ୍କ ମାଲକାନଗିରି ଜିଲ୍ଲା ପାଇଁ ଏକ ଚରମ ଅବହେଳା କହିଲେ ଅତ୍ୟୁକ୍ତି ହେବ ନାହିଁ।ଅତଏବ 
ପ୍ରାଇଭେଟ୍ ପ୍ରତିଷ୍ଠାନରେ ମୋଟା ଅଙ୍କର ଅର୍ଥ ଡୋନେସନ ଦେଇ ବିଏଡ ପ୍ରଶିକ୍ଷଣ ନେବା ମାଲକାନଗିରି ଭଳି ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ଯୁବକ ଯୁବତୀଙ୍କ ପକ୍ଷରେ ସମ୍ଭବ ନାହିଁ। ଏଣୁ ବର୍ତ୍ତମାନର ମୋହନ ସରକାର ଏଥିପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।
(ରିପୋର୍ଟ: କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like