-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ,ମନ୍ଦିର ପ୍ରତ୍ୟାବର୍ତ୍ତନ କଲେ ଦେବ-ଦମ୍ପତି: ହୁଳହୁଳି ଓ ଜୟଧ୍ୱନିରେ କମ୍ପିଲା ସହର

02-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଶନିବାର ବିଳମ୍ବିତ ରାତିରେ ଗାନ୍ଧର୍ବ ରୀତିରେ ଶେଷ ହୋଇଛି ଦେବ ଦେବ ମହାଦେବ ତଥା ବିଶେଶ୍ୱର ବାବା ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ।ବିନିକା ଜୁହ୍ମାପଡା ସ୍ଥିତ ଗୋପାଳଜି ମନ୍ଦିର ଠାରେ ମାତା ପାର୍ବତୀଙ୍କ ସହ ଭୋଲାବାବା ବିଶେଶ୍ୱରଙ୍କ ବିବାହ ସମ୍ପନ୍ନ ହେବାପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ବରବଧୁ ବେଶରେ ଯୁଗଳ ମୂର୍ତ୍ତି ଦର୍ଶନ କଲେ କୁଆଡେ ପୁଣ୍ୟଫଳ ମିଳେ ବୋଲି ବିଶ୍ଵାସ ରହିଥିବାରୁ ଗତକାଲି ରବିବାର ସନ୍ଧ୍ୟାରେ ଦେବ ଦମ୍ପତିଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ସାମିଲ ହୋଇ ଶିବ-ପାର୍ବତୀଙ୍କ ଦର୍ଶନ କରିଛନ୍ତି।୧୫୨ବର୍ଷରେ ପଦାର୍ପଣ କରିଥିବା ବିନିକା ଶୀତଳଷଷ୍ଠୀ ଯାତ୍ରା ଅର୍ଥାତ ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି । ଏଥିରେ ପୂଜକ ଉମାବଲ୍ଲଭ ଷଡ଼ଙ୍ଗୀ ବିବାହ କାର୍ଯ୍ୟ ତୁଲାଇଥିଲେ । କନ୍ୟାପକ୍ଷରୁ ଯଥାରୀତି ଯାନି ଯୌତୁକ ଦିଆଯାଇଥିଲା ।ପରେ ବରପକ୍ଷଙ୍କ ସହ ବରାତିରେ ଆସିଥିବା ଭକ୍ତଙ୍କୁ ପ୍ରସାଦ ଦିଆଯାଇଥିଲା ।ସନ୍ଧ୍ୟା ପ୍ରାୟ ୭ଘଣ୍ଟା ସମୟରେ ଦେବ ଦମ୍ପତିଙ୍କ ମନ୍ଦିର ବାହୁଡ଼ା ଯାତ୍ରା ଆରମ୍ଭ ହୋଇଥିଲା ।ପ୍ରଭୁଙ୍କ ସହ ବିନିକାର ବିଭିନ୍ନ ଦେବା ଦେବୀ ମଧ୍ୟ ସାମିଲ ହୋଇଥିଲେ ।ବରବଧୂ ବେଶରେ ଯୁଗଳ ମୂର୍ତ୍ତିଙ୍କୁ ସୁସଜ୍ଜିତ ରଥରେ ବିରାଜମାନ କରାଇ ସାରା ନଗରବାସୀଙ୍କ ସହ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ଜୟ ଜୟ ଧ୍ୱନି ଓ ମା ମାଉସୀଙ୍କ ହୁଳହୁଳି ଧ୍ବନିରେ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା  ।ଶୋଭାଯାତ୍ରାରେ ଘଣ୍ଟବାଦ୍ୟ,ବାଡ଼ିଖେଲ, ଦୂଳଦୁଲି,ଦଣ୍ଡନୃତ୍ୟ,ସଙ୍କୀର୍ତ୍ତନ,ଡିଜେର ତାଳେ ତାଳେ ମହିଳାଙ୍କ ଦ୍ଵାରା ନୃତ୍ୟ ପରିବେଷଣ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଘଣ୍ଟ,ଶଙ୍ଖ ଓ ହୁଳହୁଳି ଧ୍ବନିରେ ସହର ପ୍ରକମ୍ୱିତ ହୋଇଥିଲା ।ଏହି ଅବସରରେ ଦେବ ଦମ୍ପତିଙ୍କ ଦର୍ଶନ ପାଇଁ ବିନିକା ସହରର ଦଣ୍ଡସନା ପଡ଼ା,ମାରୱାଡ଼ି ପଡ଼ା,ରାଜାଜି ମାର୍ଗ,ପୁରୁଣା ବସଷ୍ଟାଣ୍ଡ ଦୁର୍ଗାମଣ୍ଡପ,ହାଇସ୍କୁଲ ଛକ,ଦୈନଦିନ ବଜାର ଛକ,ତହସିଲ ଛକ,ନୂଆପଡ଼ା,ମହିମାପଡ଼ା,ରଥପଡ଼ା ତଥା ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି ପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ନେଇଥିଲେ ।ପରେ ଦେବ ଦମ୍ପତି ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।ଅନୁଷ୍ଟିତ ଏହି ଶୀତଳଷଷ୍ଠୀ ଯାତ୍ରାରେ ପ୍ରଭୁ ଶିବଙ୍କ ପିତା ମାତା ଭାବେ କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ ଓ ତାଙ୍କ ଧର୍ମପତ୍ନୀ ମୌସୁମୀ ରାଣୀ ମିଶ୍ର,ପାର୍ବତୀଙ୍କ ପିତା ମାତା ଭାବେ  ଶ୍ୟାମ ସୁନ୍ଦର ମେହେର ଓ ତାଙ୍କ ଧର୍ମପତ୍ନୀ ସୀମା ମେହେର ଦାୟିତ୍ଵ ନିର୍ବାହ କରିଥିଲେ ।ଶୀତଳଷଷ୍ଠୀ ଯାତ୍ରା ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତାଙ୍କ ସହ ବିଭିନ୍ନ ଅନୁଷ୍ଠାନର ସଦସ୍ୟ ଓ ଅଞ୍ଚଳବାସି ସାମିଲ ହୋଇ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like