-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ବିନିକା ସହର(ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ)

02-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହର ପର୍ବ ଶୀତଳଷଷ୍ଠୀ ଯାତ୍ରା ପାଇଁ ସାରା ବିନିକା ସହର ଉତ୍ସବ ମୁଖର ହୋଇଉଠିଛି । ୧୫୨ବର୍ଷରେ ପଦାର୍ପଣ କରିଥିବା ଏହି ଯାତ୍ରା ତଥା ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଚଳିତ ବର୍ଷ ଧୂମଧାମରେ ପାଳିତ ହେଉଛି । ପତରପେଣ୍ଡୀ ନିର୍ବନ୍ଧ ଓ ଦେବ ନିମନ୍ତ୍ରଣ ନୀତି ସମ୍ପନ୍ନ ପରେ ଶନିବାର ରାତିରେ ଦେବ ଦମ୍ପତିଙ୍କ ବିବାହ ମହାଆଡମ୍ବର ପୂର୍ଣ୍ଣ ଭାବରେ ସମ୍ପନ୍ନ ହୋଇଛି । ଏଥିପାଇଁ ଯାତ୍ରା କମିଟି କର୍ମକର୍ତ୍ତା ଓ ଭକ୍ତମାନେ ମହାଦେବଙ୍କୁ ବର ବେଶରେ ସଜାଇଥିଲେ ।ପରେ ବରାତ ଶୋଭାଯାତ୍ରାରେ ମହାଦେବ ବିଜେ କରିଥିଲେ ।ଏହି ଶୋଭାଯାତ୍ରାରେ ସହରର ବିଭିନ୍ନ ଦେବାଦେବୀ ସାମିଲ ହୋଇଥିଲେ ।ଶୋଭାଯାତ୍ରାରେ ଦୁଲଦୁଲି,ଡିଯେ ନୃତ୍ୟ, ଘଣ୍ଟବାଦ୍ୟ,ପୁରାତନ ଦଣ୍ଡନୃତ୍ୟ,ବାଡ଼ିଖେଳ,ଶଙ୍ଖ ଧ୍ୱନି ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଭକ୍ତଙ୍କ ଜୟ ଜୟ ଧ୍ବନିରେ ସହର ପ୍ରକମ୍ବିତ ହୋଇଥିଲା ।ରାସ୍ତାର ଉଭୟ ପାର୍ଶ୍ବରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତମାନେ ପ୍ରଭୁ ବିଶେଶ୍ୱରଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ ।ସ୍ଥାନୀୟ ବିନିକା ରଥପଡ଼ା ସ୍ଥିତ ମହାଦେବ ମନ୍ଦିର ଠାରୁ ବାହାରିଥିବା ଏହି ବରାତ ଶୋଭାଯାତ୍ରା ସହର ସାରା ପରିକ୍ରମା କରି ଜୁହ୍ମାପଡା ସ୍ଥିତ ଗୋପଳଜି ମନ୍ଦିରକୁ ପହଞ୍ଚିବା ପରେ କନ୍ୟାପକ୍ଷ ତରଫରୁ ମଙ୍ଗଳ ନ,ଅଳଙ୍କାର ଧାରଣ କରାଯିବା ପରେ ଦେବୀ ପାର୍ବତୀଙ୍କ ମାମୁଁ ମାଇଁ ବିଶେଶ୍ୱର ବାବାଙ୍କୁ ବର ରୂପରେ ନିମନ୍ତ୍ରଣ କରି ବେଦୀ ସ୍ଥଳକୁ ପାଛୋଟି ଆଣିଥିଲେ ।ବିଳମ୍ବିତ ରାତ୍ରୀରେ ପୂଜକ ଉମାବଲ୍ଲଭ ଷଡ଼ଙ୍ଗୀଙ୍କ ଯଥାରୀତି ପୂଜାର୍ଚ୍ଚନା ଓ ମନ୍ତ୍ରପାଠ ପରେ ଶିବ ପାର୍ବତୀଙ୍କ ବିବାହୋତ୍ସବ ଅନୁଷ୍ଟିତ ହୋଇଥିଲା । ଦେବ ବିବାହକୁ ଦେଖିବା ପାଇଁ ରାତିତମାମ ଭକ୍ତମାନେ ଉଜାଗର ରହିଥିଲେ।ଉଭୟ ଦେବ ଦମ୍ପତିଙ୍କ ହାତଗଣ୍ଟୀ ପଡ଼ିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ଆଖିରୁ ଲୁହ ଝରୁଥିବା ଦେଖିବାକୁ ମିଳିଥିଲା ।ପ୍ରଭୁ ବିଶେଶ୍ୱର ବାବାଙ୍କ ପିତା ମାତା ଭାବେ କ୍ଷୀରୋଦ୍ରା ଚନ୍ଦ୍ର ସାମନ୍ତରାୟ ଓ ତାଙ୍କ ଧର୍ମପତ୍ନୀ ମୌସୁମୀ ରାଣୀ ମିଶ୍ର ,ପାର୍ବତୀ ଦେବୀଙ୍କ ପିତା ମାତା ଭାବେ ଶ୍ୟାମ ସୁନ୍ଦର ମେହେର ଓ ତାଙ୍କ ଧର୍ମପତ୍ନୀ ସୀମା ମେହେର ଦାୟିତ୍ୱ ନିର୍ବାହ କରିଥିଲେ । ରବିବାର ବିରାଟ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାବା ବିଶେଶ୍ୱର ଓ ଦେବୀ ପାର୍ବତୀଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like