-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

ଓଟିଭି ସାମ୍ବାଦିକଙ୍କ ସୁପୁତ୍ର ଚାନ୍ଦର ଜନ୍ମ ଦିନ ନିଆରା ଢଙ୍ଗରେ ପାଳିତ

02-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଧରା ପୃଷ୍ଠରେ ଜନ୍ମ ନେବା ମାତ୍ରେ ବଞ୍ଚିଥିବା ମଧ୍ୟରେ ନିଜର ସ୍ଵଭାବ ପ୍ରତୀକ ଦେଖାଇବା ସହିତ କିଛି ନା କିଛି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରି ପାରିଲେ ନିଜ ଜୀବନଶୈଳୀରେ ବିରାଟ ପରିବର୍ତ୍ତନ ଘଟିଥାଏ ଓ ଲକ୍ଷପଥ ସଫଳ ହୋଇଥାଏ ।ଫଳରେ ମାନବ ସମାଜ ତରଫରୁ ସ୍ନେହ,ଶ୍ରଦ୍ଧା ଓ ଆଶୀର୍ବାଦ ମିଳିବା ସହିତ ଜନ୍ମରୁ ନେଉଥିବା ପୁଅ ହେଉ ଅବା ଝିଅଙ୍କ ଏଭଳି ପଦକ୍ଷେପକୁ ସବୁବେଳେ ସବୁ ସମୟରେ ପ୍ରଶଂସାର ସୁଅ ଛୁଟିଥାଏ ।ଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବିନିକା ଓଟିଭି ସାମ୍ବାଦିକ ଦିଲ୍ଲୀପ କୁମାର ସାହୁଙ୍କ ସୂପତ୍ର ଚାନ୍ଦଙ୍କ କ୍ଷେତ୍ରରେ । ଦଶମ ବର୍ଷରେ ପଦାର୍ପଣ କରିଥିବା ଜୟ ପ୍ରକାଶ ସାହୁ ଓରଫ ଚାନ୍ଦ ଆଜି ତାଙ୍କର ଜନ୍ମ ଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ।ବର୍ତ୍ତମାନର ଆଧୁନିକ ଯୁଗରେ ନିଜର ଦକ୍ଷତା ପ୍ରତିପାଦନ ପୂର୍ବକ ମଜା ମଜଳିସ ପାଇଁ ବିଭିନ୍ନ ପ୍ରକାରର ସୋନ୍ଦର୍ଯ୍ୟକରଣ ବାତାବରଣ ସୃଷ୍ଟି କରି ଚେକ୍ କାଟି,ଭୋଜିଭାତ,ସୁଆଦିଆ ମିଷ୍ଟାନ୍ନ ବଣ୍ଟନର ଆୟୋଜନ କରି ବନ୍ଧୁ ବାନ୍ଧବଙ୍କ ସହିତ ଲୋକେ ଜନ୍ମ ଦିନ ପାଳନ କରି ଆସୁଛନ୍ତି ।ହେଲେ ସାମ୍ବାଦିକ ପରିବାର ସେସବୁକୁ ପରିତ୍ୟାଗ କରି ଦୁଃଖୀ ଦରିଦ୍ରଙ୍କ ପାଇଁ କିଛି ଉପହାର ଦେଲେ ଜନ୍ମ ଜନ୍ମାନ୍ତର ଜୀବନର ମୂଲ୍ୟ ସାର୍ଥକ ହେବ ଭାବି ବିନିକା ବ୍ଲକ ଅନ୍ତର୍ଗତ ଭଣ୍ଡାର ପଞ୍ଚାୟତ ଗୁଲୁଣ୍ଡା ଗ୍ରାମ ନିକଟରେ ଥିବା କୁଷ୍ଠାଶ୍ରମକୁ ଯାଇ ସେଠାରେ ରହୁଥିବା ଅନ୍ତେବାସୀଙ୍କୁ ଭେଟିଥିଲେ ।ଜନ୍ମ ଦିନ ଅବସରରେ ସୁପୁତ୍ର ଚାନ୍ଦ ସେମାନଙ୍କ ଠାରୁ ଆଶୀର୍ବାଦ ଲୋଡିଥିଲେ । ତାଙ୍କ ଉଦ୍ଦେଶ୍ୟରେ କଦଳୀ,ସେଓ,ଅଙ୍ଗୁର ସହ ବିଭିନ୍ନ ପ୍ରକାରର ଫଳ,ରାସନ ସାମଗ୍ରୀ ଓ ହାତ ପାଣ୍ଠି ଖର୍ଚ୍ଚ କରିବା ପାଇଁ କିଛି ଟଙ୍କା ବଣ୍ଟନ କରାଯାଇ ପୁଅ ଚାନ୍ଦର ଜନ୍ମ ଦିନକୁ ନିଆରା ଢଙ୍ଗରେ ପାଳନ କରାଯାଇଥିଲା ।ଏହି ପରିପ୍ରେକ୍ଷୀରେ ଚାନ୍ଦର ଜନ୍ମଦାତ୍ରୀ ମାଁ ରୀତାରାଣୀ,କୁନି ଭଉଣୀ ଚାନ୍ଦିନୀ ଏବଂ ସାମ୍ବାଦିକ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like