-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଘାଟିରେ ବ୍ରେକ୍ ଫେଲ୍ ହେବା ଯୋଗୁଁ ଓଲଟି ପଡିଲା ବସ୍

02-Jun-2025



ମାଲକାନଗିରି: ଆଜି ସକାଳ ୭ଟା ସମୟରେ ମାଲକାନଗିରି ସ୍ଥିତ ବିଜାଘାଟି ନିକଟରେ ଶ୍ରୀବାଲାଜୀ ବସର ବ୍ରେକ୍ ବେଲ୍ ହେବା ଯୋଗୁ ବସ୍ ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୩୫ରୁ ଅଧିକ ଯାତ୍ରୀ ଆହାତ ହୋଇଥିବା ଜଣାପଡିଛି। ନିକଟସ୍ଥ ଗାଁ ଲୋକମାନେ ଆସି ଆହାତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଆହାତ ଯାତ୍ରୀମାନଙ୍କୁ ପାଣ୍ଡ୍ରିପାଣି ହସପାଟାଲକୁ

୧୫ ଜଣଙ୍କୁ ପଠାଯାଇଥିବା ବେଳେ ୨୦ ଜଣ ଆହାତ ଯାତ୍ରୀ ମାନଙ୍କୁ ମାଲକାନଗିରି ଜିଲ୍ଲା ହସପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ ଯେ ଶ୍ରୀବାଲାଜୀ ବସଟି ହାଇଦ୍ରାବାଦରୁ ପ୍ରାୟ ୮୦ ଯାତ୍ରୀ ଙ୍କୁ ନେଇ କଣ୍ଟାବାଞ୍ଜି ଯାଉଥିବା ବେଳେ ଆଜି ସକାଳ ୭ଟା ସମୟରେ ମାଲକାନଗିରି ନିକଟସ୍ଥ ବିଜାଘାଟି ଉପରକୁ ବସଟି ଚଢୁଥିଲା । କିନ୍ତୁ ଘାଟି ଚଢିବା ସମୟରେ ବସ୍

ର ବ୍ରେକ୍ ଫେଲ୍ ହେବା ଫଳରେ ବସଟି ୧୦୦ ମିଟର ପଛକୁ ଗଡିଯାଇ ଏକ ଗଛରେ ଧକ୍କା ଦେଇ ଓଲଟି ପଡ଼ିଥିଲା। ଫଳରେ ବସରେ ବସିଥିବା ୩୫ ଜଣ ଯାତ୍ରୀ ଆହାତ ହୋଇ ଥିଲେ । ନିକଟସ୍ଥ ଗାଁ ଲୋକମାନେ ବସରୁ ଯାତ୍ରୀ ମାନଂକୁ ଉଦ୍ଧାର  କରିଥିଲା ବେଳେ ଖବର ପାଇ ମାଲକାନଗିରି ପୋଲିସ ଏବଂ ଆରଟିଓ ପହଞ୍ଚି ଆହତ ମାନଙ୍କ ଚିକିତ୍ସା ପାଇଁ ପାଣ୍ଡ୍ରିପାଣି ଓ ମାଲକାନଗିରି ହସ୍ପିଟାଲକୁ ପଠାଇଥିଲେ।  କଣ୍ଟାବାଞ୍ଜିରୁ ଏହି ଲୋକମାନେ ସପରିବାରେ ହାଇଦ୍ରାବାଦର ଇଟା ଫେକ୍ଟ୍ରିରେ କାମ କରିବାକୁ ଯାଇଥିଲେ । ଶ୍ରୀ ବାଲାଜୀ ବସରେ ଓଭର ଲୋଡ୍ ହୋଇ ଇଟା ଶ୍ରମିକ ଯାତ୍ରୀମାନେ ପିଲାଛିଆମାନଙ୍କୁ ନେଇ ବସରେ ଫେରୁଥିବା ବେଳେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଥିଲା । ବର୍ତ୍ତମାନ କୌଣସି ଯାତ୍ରୀଙ୍କର ମୃତ୍ୟୁ ଘଟି ନ ଥିବା ବେଳେ ୭ ଜଣ ଯାତ୍ରୀଙ୍କୁ ଅଧିକା ଆଘାତ ଲାଗିଛି । ଏଥି ପ୍ରତି ମାଲକାନଗିରି ଜିଲା ପ୍ରଶାସନ ସହଯୋଗରହାତ ବଢ଼ାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like