-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ସୋନପୁର ପ୍ରିମିଅର ଲିଗ ଦ୍ଵିତୀୟ ମ୍ୟାଚ୍ ରେ ସୁପର ଜାଏଣ୍ଟସ୍ ୪ ୱିକେଟ ରେ ବିଜୟୀ* -

02-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ) ଗତ ୨୭ ତାରିଖ ରେ ସୋନପୁର  ଗାନ୍ଧୀ ପଡ଼ିଆରେ ଉଦଘାଟନ ହୋଇ ଥିବା ଓ ଲଗାତାର ବର୍ଷା ପାଈଁ ବନ୍ଦ ହୋଇ ଥିବା ସୋନପୁର ପ୍ରୀମିଅର୍ ଲିଗ୍ ୩ ଆଜି ଅପରାହ୍ନ ରେ ପୁଣି ଆରମ୍ଭ ହୋଇଛି l   ସମ୍ମାନିତ ଅତିଥି ଭାବରେ ସୋନପୁର କଲେଜ ପ୍ରାକ୍ତନ ସଭାପତି ନବ କୁମାର ସେଠି,  ଏସ ପି ଏଲ୍ କମିଟି ଅଧ୍ୟକ୍ଷ ବି.ସତ୍ୟ ନାରାୟଣ ରାଓ, ସଂପାଦକ ନବ କିଶୋର ମିଶ୍ର, ଜିଲ୍ଲା କ୍ରିକେଟ ସଂଘ ସଭାପତି ପ୍ରଦୀପ କୁମାର ସେଠୀ, ବସ୍ ଆସୋସିଏସନ୍ ସଭାପତି ଦୀପକ ମହାପାତ୍ର, ସଂପାଦକ ସୁଦର୍ଶନ ପଣ୍ଡା ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ସୋନପୁର ସୁପର ଜାଏଣ୍ଟସ୍ ଓ ମା ମାହେଶ୍ୱରୀ ସ୍ପୋଟିଂ  ମଧ୍ୟରେ ଆଜି ଟର୍ଣାମେଣ୍ଟ ର ଦ୍ଵିତୀୟ ମ୍ୟାଚ୍   ଅନୁଷ୍ଠିତ ହୋଇଥିବା ବେଳେ ୨୦ ଓଭର ବିଶିଷ୍ଟ ମ୍ୟାଚ ରେ ମା ମାହେଶ୍ୱରୀ ସ୍ପୋଟିଂ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ସୋନପୁର ସୁପର୍ ଜାଏଣ୍ଟସ୍ ଦଳ କୁ ୧୬୭ ରନ୍ ଟାର୍ଗେଟ ଦେଇଥିଲା l ଦଳ ପକ୍ଷରୁ ବିକି କହଁର ସର୍ବାଧିକ ୩୦ ରନ ଓ ଟୁନା ମିଶ୍ର ୧୮ ରନ୍ କରିଥିବା ବେଳେ ଆକାଶ ପାତ୍ର ୪ ୱିକେଟ୍ ଓ ଭୀଷ୍ମ ହରିପାଲ, ଧୃବ ଜ୍ୟୋତି ପ୍ରହରି ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l ସୁପର ଜାଏଣ୍ଟସ୍ ଦଳ ୧୯.୧ ଓଭର ରେ ୬ ୱିକେଟ୍ ହରାଇ ୧୬୭ ରନ୍ ଲକ୍ଷ୍ୟ ପୁରଣ କରି ୪ ୱିକେଟ ରେ ମ୍ୟାଚ୍ ବିଜୟୀ ହୋଇଛି l ଦଳ ପକ୍ଷରୁ ଭରଦ୍ୱାଜ ପାଣିଗ୍ରାହୀ ୩୮ ବଲ୍ ରେ ୭୩ ରନ୍ କରିଥିବା ବେଳେ ଭୀଷ୍ମ ହରିପାଲ ୩୨ ରନ୍ ଓ ଗୌରାଙ୍ଗ ମହା ନନ୍ଦିଆ ୨୭ ରନ୍ କରିଥିଲେ l ଦେବାଶିଷ ସାହୁ ୨ ଟି ୱିକେଟ୍ ଓ ପୁରୋଷୋତ୍ତମ ପାତ୍ର, ବିକି କହଁର, ରାଜନ ବେହେରା ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l  ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଆଜି ଆକାଶ ପାତ୍ର ଙ୍କୁ ପୁରସ୍କୃତ କରାଯାଇଥିଲା l ଶ୍ୟାମ ସୁନ୍ଦର ପଣ୍ଡା ଓ ଶ୍ରୀବନ୍ତ ନାୟକ  ଆଜି ର ମ୍ୟାଚ୍ ପରିଚାଳନା କରିଥିଲେ l  ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ  ବି.ଏସ.ରାଓ ପ୍ରଦାନ କରିଥିଲେ l  ଦିନେଶ ଘିବିଲା ଓ ବିଶ୍ଵନାଥ ନାୟକ ସ୍କୋରର ଭାବେ ଦାୟିତ୍ବ ତୁଲାଇ ଥିଲେ l ଜିଲ୍ଲା କ୍ରିକେଟ ସଂଘ ବରିଷ୍ଠ ସଦସ୍ୟ ଶ୍ୟାମ ସୁନ୍ଦର ପାତ୍ର, ସୁଧାଂଶୁ ଶେଖର ମିଶ୍ର, ବାଙ୍କା ବିହାରୀ ମହଲା, ପ୍ରଦୀପ୍ତ ସେଠୀ, ରାଜେନ୍ଦ୍ର ମିଶ୍ର , ପାର୍ଥ କର ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like