-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଗନ୍ଧମାର୍ନ୍ଧନ ପର୍ବତରେ ମାଓକ୍ୟାମ୍ପ ଠାବ,ବିପୁଳ ମାଓସାମଗ୍ରୀଜବତ

02-Jun-2025



ବରଗଡ଼(ପ୍ରେରଣା ଖବର): ବଲାଙ୍ଗୀର-ବରଗଡ ସୀମାନ୍ତବର୍ତ୍ତି ଗନ୍ଧମାର୍ଦ୍ଦନ ପର୍ବତରେ  ପୁଣି ମାଓକ୍ୟାମ୍ପଠାବ କରାଯାଇଛି । ଗତ କିଛିଦିନ ତଳେ ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ନିକଟସ୍ଥ ଗନ୍ଧମାର୍ଦ୍ଦନ ଓ ତୁରେକେଲା ଥାନା ଅନ୍ତର୍ଗତ ଚାନ୍ଦଲିଜଙ୍ଗଲରେ ମାଓକ୍ୟାମ୍ପଠାବ କରାଯାଇଥିଲା । ଗତ ୩୦ ତାରିଖରେ ବରଗଡ ଜିଲ୍ଲାର ପାଇକମାଲ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଧନ ପର୍ବତରେ ଡିଭିଏଫଟିମ କୁମ୍ବିଂ କରୁଥିବା ବେଳେ ମାଓକ୍ୟାମ୍ପ ଠାବ କରିଛନ୍ତି । ସେଠାରେ ବିପୁଳ ପରିମାଣର ମାଓସାମଗ୍ରୀ ଜବତ କରାଯାଇଥିବା ବିଷୟରେ ଆଜି ବରଗଡ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ବରଗଡ ଏସପି ଏସ.ମୀନା ସୂଚନା ଦେଇଛନ୍ତି । ଏସପି ଶ୍ରୀ ମୀନା କହିଛନ୍ତି ଯେ,ଡିଭିଏଫ ଟିମ ଏକ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ କୁମ୍ବିଂକରିଥିଲେ । ଜଙ୍ଗଲଭିତରୁ ମାଓକ୍ୟମ୍ପକୁ ଠାବ କରାଯାଇଥିଲା । ସେଠାରେ ଡିଟୋନେଟର, ଜିଲୋଟିନ (ବିଷ୍ଫୋରକ) ଟିଫିନ, ଛତା, ମାଓପୋଷାକ, ତାର,ପେନସିଲ ବ୍ୟାଟେରୀ, ନକ୍ସଲପତ୍ରିକା, ଲାଲବେନର କପଡା ଇତ୍ୟାଦି ଜବତ କରାଯାଇଛି । ମାଓବାଦୀ ଏହାକୁ ଛାଡିଯାଇଥିବା କୁହାଯାଉଛି । ତେବେ ଗତ ଅଗଷ୍ଟମାସରେ ବରଗଡ ଜିଲ୍ଲାରେ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଥିଲେ । ସେମାନଙ୍କୁ ପଚରାଉଚୁରା ବେଳେ ଅନେକ ସ୍ଥାନର ମାଓକ୍ୟାମ୍ପ ବିଷୟରେ ପୋଲିସକୁ ସୂଚନା ଦେଇଥିଲେ । ସେହି ଆଧାରରେ ଡିଭିଏଫ ଓ ଏସଓଜି ଟିମ କୁମ୍ବିଂକରି ସେହି ମାଓକ୍ୟାମ୍ପଗୁଡିକ ଉପରେ ଚଢାଉ କରୁଛନ୍ତି ବୋଲି ବରଗଡ ଏସପି ମୀନା ସୂଚନା ଦେଇଛନ୍ତି । ପ୍ରକାଶ ଯେ,ବରଗଡ ଜିଲ୍ଲାର ପାଇକମାଳ,ଝାରବନ୍ଧ ଅଞ୍ଚଳକୁ ଲାଗିରହିଥିବା ଗନ୍ଧମାର୍ଦ୍ଦନ ପର୍ବତରେ ଗତ ୧୬ବର୍ଷ ହେଲା ମାଓବାଦୀ କାର୍ଯ୍ୟାକଳାପ ଚାଲିଆସିଛି । ପୋଲିସ ଗୁଳିରେ ଅନେକ ମାଓବାଦୀ ମୃତ୍ୟୁବରଣ କରିଥିବା ବେଳେ ପୋଲିସ ସୂଚନାକାରୀ ସନ୍ଦେହରେ ମାଓବାଦୀମାନେ ଅନେକଲୋକଙ୍କୁ ପ୍ରଜାକୋର୍ଟ କରି ହତ୍ୟା କରିଛନ୍ତି । ସରକାର ମାଓବାଦୀଙ୍କ ପ୍ରତି କଠୋର ମନୋଭାବ ପ୍ରଦର୍ଶନ ପରେ ଅନେକମାଓବାଦୀ ଆତ୍ମସମର୍ପଣ ମଧ୍ୟ କରିଛନ୍ତି । ବରଗଡ-ବଲାଙ୍ଗୀର-ମହାସମୁନ୍ଦ ଡିଭିଜନ ଅନ୍ତର୍ଗତ ଏହି ଅଞ୍ଚଳରେ ମାଓବାଦୀ କାର୍ଯ୍ୟକଳାପ କମିଛି କିନ୍ତଙ୍କୁୁ ସଂପୂର୍ଣ୍ଣ ନିର୍ମୁଳ ହୋଇନାହିଁ । ଛତିଶଗଡରେ ମାଓବାଦୀଙ୍କୁ ପୋଲିସର ଘନଘନ ଆକ୍ରମଣ ପରେ ମାଓବାଦୀ ଛତ୍ରଭଙ୍ଗଦେଇ ନୂଆପଡାର ଜିଲ୍ଲାର ଜଙ୍ଗଲ ଦେଇ ଗନ୍ଧମାର୍ଦ୍ଦନ ପର୍ବତକୁ ଚାଲିଆସୁଥିବା ଗୁଇନ୍ଦା ବିଭାଗ ସୂଚନା ଦେଉଛି । ଗନ୍ଧମାର୍ଦ୍ଦନ ଏକ ବିଶାଳ ଜଙ୍ଗଲ ହୋଇ ଥିବାରୁ ବରଗଡ ଓ ବଲାଙ୍ଗୀର ଉଭୟ ପଟୁ ଡିଭିଏଫ ଓ ଏସଓଜି ଜବାନମାନେ କୁମ୍ବିଂ ଚଳାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like