-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ମତୁଆ ଧର୍ମ ରୀତିନୀତି ଶୁଦ୍ଧିକ୍ରିୟାକୁ ବିରୋଧ; ଅଭିଯୁକ୍ତଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

02-Jun-2025



ମାଲକାନଗିରି: କାଳିମେଳା ନିବାସୀ ନନି ଗୋପାଳ ବିଶ୍ବlସଙ୍କ ମୃତ୍ୟୁ ଗତ ୧୭ ତାରିଖରେ ହୋଇଥିଲା ବେଳେ ତାଙ୍କ ତିରୋଧାନ ପରେ ପରିବାର ବର୍ଗର ଲୋକମାନେ ସେମାନେ ଦୀକ୍ଷିତ ହୋଇଥିବା ମତୁଆ ଧର୍ମlନୁଯାୟୀ କ୍ରିୟା କର୍ମ ଆୟୋଜିତ କରି ଥିଲେ । ଗତ ୩୦ ତାରିଖ ଦିନ ଏକ ଭୋଜିର ଆୟୋଜନ କରାଥିଲା ବେଳେ ସେହି ସମୟରେ ଏମପିଭି-୧୨ ଗ୍ରାମର ଉତ୍ତମ ଓଝା ନାମକ ବ୍ୟକ୍ତି ପ୍ରାୟ ୩୦ ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ ନେଇ ଭୋଜି ସ୍ଥଳକୁ ଯାଇ ଜୋରଦବରଦସ୍ତି ଟେଣ୍ଟ ଓପାଡିବା  ସମସ୍ତ ଜିନିଷ ପତ୍ର ଫିଙ୍ଗା ଫିଙ୍ଗି କରି ଅସଭ୍ୟ ଭାଷା ରେ ଗlଳିଗୁଳଜ କରିବା ସହିତ ମାର ପିଟ କରିଥିଲେ । କେନ୍ଦ୍ରୀୟ କମିଟି ସଧାରଣ ସମ୍ପାଦକ ଅନିମେଶ ମଣ୍ଡଳ ଓ ମତୁଆ ଆଚାର୍ଯ୍ୟ ରବୀନ୍ଦ୍ର ନାଥ ବିଶ୍ବାସଙ୍କୁ  ମାରିଦେବା ପାଇଁ ଧମକ ଦେଇଥିଲା।ଏହି ଘଟଣା ରାତ୍ର ୧୦ ଘଟିକା ସମୟରେ ହୋଇଥିଲା ବେଳେ କାଲିମେଳା ଥାନ ଅଧିକାରୀଙ୍କୁ ଖବର ଦେବା ସାଙ୍ଗେ ସାଙ୍ଗେ ଘଟଣା ସ୍ଥଳକୁ ଯାଇ ଉତ୍ତମ ଓଝାକୁ  ବୁଝାସୁଝା କରିଥିଲେ ମଧ୍ୟ କିଛି ଫରକ୍ ପଡ଼ିନଥିଲା । ଗତ ୩୦ ତାରିଖ ଦିନ ସକାଳେ ଉତ୍ତମ ଓଝା ଏକ ବ୍ରାହ୍ମଣ ପୁରୋହିତଙ୍କୁ ନେଇ ମୃତ ନନି ଗୋପାଳ ବିଶ୍ବାସଙ୍କ ଘରେ ଆସି ଜୋରଜବରଦସ୍ତି ଭାବେ ଭୟ ଦେଇ ପୁନର୍ବାର ଶୁଦ୍ଧି କ୍ରିୟା କର୍ମ କରିଥିଲା । ଏ ସମ୍ପର୍କରେ ଉତ୍ତମ ଓଝାଙ୍କ ବିରୁଦ୍ଧରେ କାଲିମେଳା ଥାନା ରେ ଲିଖିତ ଅଭିଯୋଗ କରାଯାଇଥିଲା ବେଳେ ସମ୍ବିଧାନିକ ଅଧିକାରକୁ ହତ୍ୟା କରି ଆଇନ କୁ ହାତକୁ ନେଇଥିବା ଉତ୍ତମ ଓଝା ଓ ଅନ୍ୟ ସହ କର୍ମୀଙ୍କ ପ୍ରତି ପୋଲିସ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ଦାବୀ କରାଯାଇଛି। କାଲିମେଳା ପୋଲିସ ଉତ୍ତମ ଓଝା ଏବଂ ସୁଦେବ ହାଲଦର ନାମରେ ଥାନା କେଶ ନମ୍ବର ୧୨୭ /୩୦.୬.୫.୨୦୨୫ ଧାରା ୧୯୧(୨),୧୨୬(୨),୨୯୬,୩୨୪(୪),୩୫୧(୩),୧୯୬,୧୯୦ରେ ମାମଲା ରୁଜୁ କରିଛି ।
ଏହି ସାମ୍ବାଦିକ ସମ୍ମିଳନୀରେ ସର୍ବ ଭାରତୀୟ ମତୁଆଚାର୍ଯ୍ୟ ରବୀନ୍ଦ୍ର ନାଥ ନିଶ୍ବାସ, ସ୍ବର୍ଗତ ନନୀ ଗୋପାଳ ବିଶ୍ବାସଙ୍କ ବିଧବା ପତ୍ନୀ ସାରଥୀ ବିଶ୍ବାସ,ଗୁରୁ ଚାନ୍ଦ ଆମ୍ୱେଦକର ଚେତନା ମଞ୍ଚ ସଭାପତି ଲକ୍ଷ୍ମଣ ଚନ୍ଦ୍ର ଘରାମି, ଅନୁସୂଚିତ ଜାତି ଜନଜାତି ସଂଘ ମିଳିତ କ୍ରିୟlନୁଷ୍ଠାନ କମିଟି ସଭାପତି ଜାରା ଶବର ମାଡ଼ି,  ମୁଖ୍ୟ ଉପଦେଷ୍ଟା ପ୍ରଭାକର ହନ୍ତାଳ, ସଂଗଠିକ ସମ୍ପାଦକ ଡମ୍ୱରୁ ବାଘ, ରାଜରାୟ ମଣ୍ଡଳ, ଶିଶିର ମଣ୍ଡଳ, ମତୁଆଚାର୍ଯ୍ୟ ପ୍ରକାଶ ଗୋସାଇଁ, ନିର୍ମଳ ମଣ୍ଡଳ ଓ ପରିମଳ ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ ।
(ରିପୋର୍ଟ: କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like