-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଗନିଆରେ ଗ୍ରାମଉତଥାନର ଯୁବ ବିକାଶ କାର୍ଯ୍ୟକ୍ରମରେ ପ୍ରଥମ ମହଲ୍ଲା ସଭା ଅନୁଷ୍ଠିତ

02-Jun-2025



ସୋନପୁର ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ ଦ୍ଵାରା ଗନିଆ ଠାରେ ଯୁବ ବିକାଶ କାର୍ଯ୍ୟକ୍ରମର ପ୍ରଥମ  ମହଲ୍ଲା ସଭା ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ନଅ ମାସ ହେବ ଯୁବ ବିକାଶ କାର୍ଯ୍ୟକ୍ରମ (ସମଝୋ ତୋ) ମାଁ ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାଦୋଦର ଠାରେ ଚାଲି ଆସୁଅଛି । ଏହି କାର୍ଯ୍ୟକ୍ରମ The Commutiny

Youth Collective, Delhi ର ସହାୟତାରେ କରାଯାଉଅଛି । ଏହି ପ୍ରଥମ ମହଲ୍ଲା ସଭାକୁ ଯୁବ ବିକାଶ କାର୍ଯ୍ୟକ୍ରମର ପରିଚାଳକ କ୍ଷିରେନ୍ଦ୍ର ରଣା କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ଓ  ଶ୍ରୁତି ସ୍ମରଣିକା ଦାସ୍ ଓ ପ୍ରଭାତୀ ଖଣ୍ଡଗିରି ତାଙ୍କୁ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାଁ ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମ୍ପାଦକ  ଶ୍ରୀଯୁକ୍ତ ଚିତ୍ତ ରଞ୍ଜନ ପାଢ଼ୀ,  ଉଲୁଣ୍ଡା ବ୍ଲକର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ବିଭାଗର ସୁପର ଭାଇଜର୍ ଶ୍ରୀମତୀ ଶାନ୍ତିଲତା ଖମାରୀ, ଗ୍ରାମଉତଥାନ୍ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରତାପ କୁମାର ପଧାନ ଏବଂ ମାଁ ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଦୋଦର୍ ଅଧ୍ୟକ୍ଷ ଶ୍ରୀଯୁକ୍ତ ବଲ୍ଲଭ ପୁରୋହିତ ଉପସ୍ଥିତ ଥିଲେ ।  ମାଁ ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଦୋଦରର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ସୁଶାନ୍ତ ଦେହୁରୀ,  ଆଇଟି ଅଧ୍ୟାପକ ଶ୍ରୀଯୁକ୍ତ ଉଦ୍ଧବ ପଧାନ, ଗ୍ରାମଉତଥାନ୍ ର ସଦସ୍ୟ ରଶ୍ମିତା ପଧାନ, ଅନିତା କ୍ଷେତି, ସୁବଳ ମେହେର ଓ ଆନ୍ନା ଖେସ ଯୋଗ ଦେଇଥିଲେ । ମାଁ ଊମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାଦୋଦର ଯୁକ୍ତ ଦୁଇ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସୁରୁନନୀ ପଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯୁବକ ଓ ଯୁବତୀମାନେ ମିଶି ଏକ ପଥପ୍ରାନ୍ତ ନାଟକ ବାଲ୍ୟ ବିବାହ ପରିବେଷଣ କରିଥିଲେ । ତାପରେ ଅତିଥିମାନେ, ଗ୍ରାମବାସୀ, ଯୁବଗୋଷ୍ଠୀ,

ଅଭିଭାବକ ଓ ଅଭିଭାବିକାମାନେ ବାଲ୍ୟ ବିବାହକୁ ରୋକିପାରିବା ତାହାର ସମସ୍ୟାର ସମାଧାନ ବିଷୟରେ ଆଲୋଚନା କରାଯାଇଥିଲା। ଅତିଥି ମାନେ ନିଜ ଅଞ୍ଚଳରେ ବାଲ୍ୟ ବିବାହ ରୋକିବା ପାଇଁ ଯୁବ ଗୋଷ୍ଠୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା, ତାହାର ଅସୁବିଧା, ନିରାକରଣ ସରକାରୀ ନିୟମ ଓ ସମାଜରେ ବାଲ୍ୟବିବାହ କାହିଁକି ହେଉଛି ସେ ବିଷୟରେ ଆଲୋଚନା କରିଥିଲେ । ଶେଷରେ  ସୀମାରାଣୀ ପର୍ଡିଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ୪୦ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ ଓ ଗନିଆର ସମସ୍ତ ଗ୍ରାମବାସୀ ବୃନ୍ଦ ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like