-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||     

HOME   ଜିଲ୍ଲା

ରଥଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

03-Jun-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଶ୍ରଦ୍ଧା ଶ୍ରୀକ୍ଷେତ୍ର ରାୟଗଡରେ ବିଜେ ମହାପ୍ରଭୁ ଶ୍ରୀଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷ ଯାତ୍ରା ଓ ବାହୁଡା଼ ଯାତ୍ରା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଏହି ବୈଠକର ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ପଵିତ୍ର ରତଯାତ୍ରା ଓ ବାହୁଡା଼ ଯାତ୍ରାକୁ ପୂର୍ବ ବର୍ଷ ପରି ମହାସମାରୋହରେ ଓ ସୁରୁଖୁରୁରେ ଆୟୋଜନ କରା ଯାଇପାରିବ ସେଥିପାଇଁ ସମସ୍ତ ସକ୍ରିୟ ସହଯୋଗ କାମାନl କରିଥିଲେ l  ଏହାପରେ ତହସିଲଦାର,ରାୟଗଡ ପୂର୍ବ ବର୍ଷ ମାନଙ୍କର ଆୟୋ ବ୍ୟୟ ଉପସ୍ଥାପନ କରିଥିଲେ  ଏବଂ ଏହି ବିଷୟରେ ଆଲୋଚନା କରି ଚଳିତବର୍ଷ ନିମନ୍ତେ ପାଣ୍ଠିର ଆବଶ୍ୟକତା ଉପରେ ଆଲୋଚନା କରlଯାଇଥିଲା l ଏହାପରେ ବିଭିନ୍ନ ବିଭାଗ ତରଫରୁ କରାଯାଇଥିବା କାର୍ଯ୍ୟ ସମ୍ପାଦନ ଉପରେ ଆଲୋଚନା କାଯାଇଥିଲା l ଏମଆଇ ଡିଭିଜନ ତରଫରୁ ପ୍ରତେକ ବର୍ଷ ପରି ଚଳିତ ବର୍ଷ ମଧ୍ଯ ରଥରେ ରଂଗ କରିବେ l ପୁର୍ତ୍ତ ବିଭାଗ ରଥ ନିର୍ମାଣ ଓ ଫିଟନେସ ସାର୍ଟିଫିକେଟ ଦେବେ l ଜଗନ୍ନାଥ ମନ୍ଦିର ଭିତରେ ଗ୍ରାମ୍ୟ ନିର୍ମାଣ ବିଭାଗ ଓ ବାହାରେ ପୂର୍ତ୍ତ ବିଭାଗ  ମିଳିତ ଭାବରେ ମରାମତି ଓ଼ ରଂଗ କାର୍ଯ୍ୟ କରିବେ l ପୌରପରିଷଦ ତରଫରୁ ପରିମଳ ବ୍ୟବସ୍ଥା କରିବେ l ଟ୍ରlଫିକ,ଗାଡି ପାର୍କିଂଗ ଏବଂ ଆଇନ ଶୃଙ୍ଖଳା ରକ୍ଷା କରିବା କଥା ଜିଲ୍ଲା ପୋଲିସ ବିଭାଗ କରିବ l  ରଥଯାତ୍ରାର ଧାରା ବିବରଣୀ ପ୍ରସାର ଓ ପ୍ରଚାର ପାଇଁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗକୁ କୁହାଯାଇଛି l  ସ୍ୱାସ୍ଥ୍ୟଗତ ସମସ୍ୟା ଓ ଆମ୍ବୁଲାନ୍ସ ପାଇଁ  ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କୁ ନିର୍ଦ୍ଦେଶ ଦିଆଯାଇଛି l ରଥଯାତ୍ରା ସମୟରେ ପିଇବା ପାଣି ଜନସ୍ବାସ୍ଥ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ କୁହାଯାଇଛି l. ଚଳିତ ରଥଯାତ୍ରାରେ ଅଧିକ ସାଜସଜ୍ଜା କରିବା ସହିତ  ଆକର୍ଷଣୀୟ କରିବାକୁ ସଦସ୍ୟ ମାନେ ବୈଠକରେ ଦାବି କରିଥିଲେ l   ଏହି ବୈଠକରେ ନଗରପାଳ ଶ୍ରୀ ପି ମହେଶ ପଟ୍ଟନାୟକ, ଉପ ଆରୋକ୍ଷୀ ଅଧିକାରୀ,ତହସିଲଦାର ରାୟଗଡ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଫୁଲ କୁମାର ପାଢ଼ୀ, ଜିଲ୍ଲା ଗ୍ରାମୀୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ , ଆଞ୍ଚଳିକ ପରିବହନ ଅଧିକାରୀ , ଜିଲ୍ଲା ଯୋଗାଣ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ,ସହକାରୀ ଯନ୍ତ୍ରୀ ରାସ୍ତା ଓ ଗୃହ ନିର୍ମାଣ ବିଭାଗ,ପୌର ନିର୍ବାହି ଅଧିକାରୀ ,ଅତିରିକ୍ତ ତହସିଲଦାର ,ଅଗ୍ନୀ ସମ୍ମ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଅନ୍ୟାନ୍ୟ ଅଧିକାରୀ,  ରାଜପୁରୋହିତ  ବିରଞ୍ଚି ନାରାୟଣ ଦାଶ,ସୁନୀଲ ଚନ୍ଦ୍ର ପଣ୍ଡା, ବଚନିକା ସେବାୟତ ରଞ୍ଜନ ରଥ, ସତ୍ୟବାଦୀ ପତି, ସୁଜିତ ପଣ୍ଡା ମହେନ୍ଦ୍ର ରଥ , ସଚିଦାନନ୍ଦ ଖାଡଙ୍ଗା, ସୁରେଶ ଚନ୍ଦ୍ର ପଣ୍ଡା , ବିନାୟକ କର , ପ୍ରଭାକର ଦୋରା   ପ୍ରମୁଖ ଉପସ୍ଥିତ ଥିଲେ l ଶେଷରେ  ତହସିଲଦାର ରାୟଗଡ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026

You Might Also Like