-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ରାଜ୍ଯ ସରକାରଙ୍କ ଦ୍ବାରା ନବରଙ୍ଗପୁର ଜିଲ୍ଲା ଉମରକୋଟ ଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର

03-Jun-2025



ନବରଙ୍ଗପୁର/ଉମରକୋଟ(ପ୍ରେରଣା ଖବର): ଆଜି ନବରଙ୍ଗପୁର ଜିଲ୍ଲାର ଉମରକୋଟ ସ୍ଥିତ ଏ.ଜୀ.ଆର. ପ୍ରତିରକ୍ଷା ଏବଂ ଶାରୀରିକ ଏକାଡେମୀ ଠାରେ ଓଡ଼ିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା  ବିଭାଗ ଏବଂ ଜିଲ୍ଲା ପ୍ରଶାସନ ନବରଙ୍ଗପୁର ପକ୍ଷରୁ ଯୁବପିଢ଼ି ମାନଙ୍କ ପାଇଁ ସନ୍ତରଣ ଏବଂ ପାଣିରେ ବୁଡି ବଞ୍ଚିବାର ମୌଳିକ କୌଶଳ ସମ୍ବନ୍ଧୀୟ ଏକ ସନ୍ତରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଶ୍ଵଜିତ ଚନ୍ଦ୍ର ବର୍ମନ ଦ୍ଵାରା ଉଦଘାଟିତ ହୋଇଥିଲା l ପାଣିରେ ବୁଡ଼ି କୌଣସି ପ୍ରାଣହାନୀ ଜନିତ ଦୁର୍ଘଟଣା କୁ ଏଡାଇବା ନିମନ୍ତେ ରାଜ୍ୟ ସରକାରଙ୍କର ଏହି ଅଭିନବ ପ୍ରୟାସ ନିଶ୍ଚିତ ଭାବରେ ଯୁବପିଢ଼ି ମାନଙ୍କ ଉପରେ ପ୍ରଭାବ ପକାଇବ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ | ଏହି ପ୍ରଶିକ୍ଷଣ ଶିବିର ରେ ପ୍ରଥମ ପର୍ଯ୍ୟାୟରେ ତା 0୨.0୬.୨୫ ଠାରୁ 0୭.0୬.୨୦୨୫ ପର୍ଯ୍ୟନ୍ତ ତିରିଶ ଜଣିଆ ଅଂଶଗ୍ରହଣକାରୀ ଙ୍କୁ ଓଡ୍ରାଫ୍ ଟିମ୍ ଦ୍ଵାରା ପ୍ରଶିକ୍ଷଣ ପ୍ରଦାନ କରାଯିବା ସହିତ ଏହିଭଳି 10 ଗୋଟି ଦଳ ହିସାବରେ ମୋଟ 300 ଅଂଶଗ୍ରହଣକାରୀ ଙ୍କୁ ଓଡ୍ରାଫ୍ ଟିମ୍ ଦ୍ଵାରା ପ୍ରଶିକ୍ଷଣ ପ୍ରଦାନ କରାଯିବ l ପ୍ରକାଶଥାଉ କି ନବରଙ୍ଗପୁର ଜିଲ୍ଲା ର ଉମରକୋଟ ଠାରେ ପୂର୍ବତନ ଅବସର ପ୍ରାପ୍ତ ନୌସେନା ଅଧିକାରୀ ୩୪ ବର୍ଷୀୟ ଶ୍ରୀ ଜି.  ଗୋଲ୍ଡ ସ୍ମିଥ, ୨୦୦୮ ରୁ ୨୦୨୩ ପର୍ଯ୍ୟନ୍ତ ଭାରତୀୟ ନୌସେନା ରେ କାର୍ଯ୍ୟକରି ଅବସର ଗ୍ରହଣ କଲା ପରେ ଉମରକୋଟ ଠାରେ ନିଜସ୍ଵ ଉଦ୍ୟମ ରେ ଏକ ସନ୍ତରଣ ଜଳାଶୟ ପ୍ରତିଷ୍ଠା କରି ବର୍ତମାନ ପର୍ଯ୍ୟନ୍ତ ୧୪୪ ଛାତ୍ର ଛାତ୍ରୀଙ୍କ ସନ୍ତରଣ ତାଲିମ ପ୍ରଦାନ କରିଛନ୍ତି | ଏହି ଅବସରରେ ସେନା ବାହିନୀ ରୁ ସଦ୍ୟ ଅବସର ଗ୍ରହଣ କରିଥିବା ସୁବେଦାର ମେଜର ସୁକାନ୍ତ କୁମାର ବେହେରା ଙ୍କୁ ସ୍ଵତନ୍ତ୍ର ଭାବେ ସମ୍ମାନୀତ କରାଯାଇଥିଲା l ପ୍ରକାଶ ଥାଉକି, ଅବସର ପ୍ରାପ୍ତ ପରେ ମଧ୍ଯ ଅପରେସନ ସିନ୍ଦୁର ନିମନ୍ତେ ସେନାବାହିନୀର ଗୁପ୍ତ ବିଭାଗ ଶ୍ରୀ ବେହେରାଙ୍କୁ କାର୍ଯ୍ୟରେ ସହଯୋଗ କରିବା ପାଇଁ ନିମନ୍ତ୍ରଣ କରିଥିଲେ l କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଙ୍କ ପ୍ରତିନିଧି ଅଶୋକ କୁମାର ପାଢ଼ୀ, ମାନ୍ୟବର  ଲୋକସଭା ସାଂସଦ ଙ୍କ ପ୍ରତିନିଧି ରାମ ନାୟକ ,  ଉମରକୋଟ ପୌରପାଳିକା ଅଧ୍ୟକ୍ଷା ରାଧା ଭାତ୍ରା,ଉପ ଖଣ୍ଡିୟ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ଶବର ପ୍ରମୁଖଙ୍କ ସହ  ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ , ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ଗୀତାଞ୍ଜଳି ବେହେରା, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜରୁରୀକାଳୀନ ବିଭାଗ ହିମାଂଶୁ ଶେଖର ପଟନାୟକ,   ନିର୍ବାହୀ ଅଧିକାରୀ ପୌର ପରିଷଦ ଉମରକୋଟ ଆଲୋକ କୁମାର ଅନୁଗୁଳିଆ, ଝରିଗାଁ ତହସିଲଦାର ସୁମନ୍ତ ପାତ୍ର, ଡଃ ଅହମ୍ମଦ ଅଲ୍ଲୀ, ୱାର୍ଡ ମେମ୍ବର ଶିଖାରାଣୀ ସରକାର। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀକାଳୀନ ଉପ ବିଭାଗ ର ବିଭାଗୀୟ ଉପ ଅଧିକାରୀ ତ୍ରିପତି ବାଲାଜି ସାହୁଙ୍କ ସହ  ଶାରୀରିକ ପ୍ରଶିକ୍ଷକ ଶିକ୍ଷକ ଏମ. ବିଜୟ କୁମାର, ପ୍ରଭାତ କୁମାର ପଟ୍ଟନାୟକ, ବହୁମୂଖୀ ଇଂଡୋର ଷ୍ଟାଡିୟମ ର ଭାରପ୍ରାପ୍ତ ଅଧିକାରୀ ଅଶୋକ କୁମାର ସାହୁ, ସପ୍ତମ ଭାରତୀୟ ସଂରକ୍ଷଣ ବାହିନୀ ଓଡ୍ରାଫ ଦଳ ର ହାବିଲଦାର ମହେଶ୍ଵର କଟ୍ରି, ମଙ୍ଗରାଜ ମହାଲି, ତପନ କୁମାର ସ୍ଵାଇଁ, ବାପିନା ପ୍ରଧାନ, ଆଶିଷ କୁମାର ପାତିକା ପ୍ରମୁଖ   ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ | ଈଂ.ଚନ୍ଦନା ମଲ୍ଲିକ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like