-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଦେ ସରନାଳରୁ ବର୍ଷା ଜଳ ନିଷ୍କାସନ ଲାଗି ଅଞ୍ଚଳବାସୀ ଚିନ୍ତାରେ: ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ସ୍ଥିତି ଅନୁଧ୍ୟାନ

03-Jun-2025



 ତରଭା(କପିଳାସ ସେଠ): ତରଭା ଏନ ଏ ସି ର ପୂର୍ଵ ଦିଗରେ ଥିବା ଦେ ସରନାଳରୁ ବର୍ଷାଜଳ ନିଷ୍କାସିତ ହେବା ସନ୍ଦେହ ଦେଖାଦେଇଥିବା ନେଇ ଅଞ୍ଚଳବାସୀ ଚିନ୍ତାରେ ରହିଛନ୍ତି I ତରଭା ସହରରୁ ବର୍ଷା ଜଳ ନିଷ୍କାସିତ ହେବାପାଇଁ ଦୁଇଟି ପ୍ରାକୃତିକ ଉର୍ତ୍ସ ରହିଛି। ସହର ର ପଶ୍ଚିମ ଦିଗରେ ନିବୃତ୍ତି ଜୋର ଓ ଅନ୍ୟଟି ପୂର୍ଵ ଦିଗରେ ଦେସରନାଳ ରହିଛି। ଏନ ଏ. ସି ପ୍ରଶାସନ ପକ୍ଷରୁ ସହରର ୱାର୍ଡ ନମ୍ବର ୧, ୨ ,୩, ୪, ୫ ଓ ୧୦ ରୁ ବାହାରୁଥିବା ବର୍ଷାଜଳ ଓ ଦୈନିକ ଦିନ ବାହାରୁ ଥିବା ମଇଳା ପାଣି ଭୂତଳ ନାଳରେ ନିବୃତ୍ତି ଯୋରରେ ସିଧାସଳଖ  ନିଷ୍କାସିତ ହେଉଥିବାବେଳେ ୱାର୍ଡ ନମ୍ବର ୬,୭,୮ ଓ ୯ ରୁ ବାହାରୁଥିବା ବର୍ଷା ଜଳ ପ୍ରଥମେ ଦେ ସରନାଳ ଦେଇ ଗର୍ଜା ନିକଟରେ ନିବୃତ୍ତିରେ ମିଶୁଛି। ଦେ ସର ନାଳରୁ ବର୍ଷା ଜଳ ନିବୃତ୍ତିକୁ ଯିବାପାଇଁ ଅନେକ ସ୍ଥାନରେ କଂକ୍ରିଟ ହ୍ୟୁମ ପାଇପ ବିଛା ଯାଇଛି।ତେଲ ଜଳସେଚନ ବିଭାଗ ତରଫରୁ ବନ୍ୟା ପ୍ରତିରୋଧକ ବନ୍ଧ (ମାଟି ବନ୍ଧ) ନିର୍ମାଣ ସମୟରେ କେତୋଟି ହ୍ୟୁମ ପାଇପ ମାଟିରେ ପୋତି ହୋଇଯାଇଥିବା ଲୋକଙ୍କ ଦ୍ରୁଷ୍ଟିକୁ ଆସିଥିଲା।ଏସମ୍ବନ୍ଧେ ଜନସାଧାରଣଙ୍କ ତରଫରୁ ତେଲ ଜଳ ସେଚନ ବିଭାଗ ଓ ତରଭା ଏନଏସି ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ।ଅଭିଯୋଗ ଅନୁଯାୟୀ ଦେ ସର ନାଳ ରୁ ବର୍ଷା ଜଳ ନିଷ୍କାସିତ ହେବା ନେଇ ସନ୍ଦେହ ଦେଖା ଦେଉଛି  I ଦେ ସରନାଳ ଅନେକ ସ୍ଥାନରେ ମାଟି ପୋତି ଦିଆଯାଇଛି I ଯାହା ଫଳରେ ବର୍ଷା ଜଳ ନିଷ୍କାସିତ ସମସ୍ୟା ଦେଖା ଦେଇ ପରେ ବୋଲି ବିଭିନ୍ନ ମହଳରେ ଆଲୋଚନା ହେଉଛି I ଦେ ସରନାଳରେ ବର୍ଷା ଜଳ ନିଷ୍କାସିତ ହୋଇ ନପାରିଲେ ତରଭା କୁମ୍ଭାରପଡ଼ା ବାସିନ୍ଦା ବହୁ ଅସୁବିଧାର ସମୁଖୀନ ହେବେ  ବୋଲି ଉଲ୍ଲେଖ ରହିଛି। ରବିବାର ତେଲ ଜଳ ସେଚନ ବିଭାଗର ସହକାରୀ ଯନ୍ତ୍ରୀ ସଚ୍ଚିଦାନନ୍ଦ ପ୍ରଧାନ ଅଭିଯୋଗ ହୋଇ ଥିବା ଅଞ୍ଚଳକୁ ଆସି ପରିସ୍ଥିତି ଅନୁଧ୍ୟାନ କରିଯାଇଛନ୍ତି। ଗର୍ଜା ନିକଟରେ ଗୋଟିଏ ହ୍ୟୁମ ପାଇପ ମାଟିରେ ପୋତି ହୋଇଥିବା ଦେଖା ଯାଇଥିଲା।ଶ୍ରୀ ପ୍ରଧାନ ହ୍ୟୁମ ପାଇପ ସମ୍ମୁଖରୁ ମାଟି ଉଠାଇବାକୁ ସମ୍ପୃକ୍ତ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହା ବ୍ୟତୀତ ଦେସରନାଳରୁ ବର୍ଷା ଜଳ ନିଷ୍କାସନରେ କୌଣସି ସମସ୍ୟା ଦେଖାଦେଲେ ସଙ୍ଗେ ସଙ୍ଗେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ଦେଇ ଛନ୍ତି  I 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like