-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ସଦାନନ୍ଦ ଦେବତାଙ୍କ ସ୍ମୃତି ସଭା

03-Jun-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗିର ଟାଉନ୍ ବାଳିକା ବିଦ୍ଯାଳୟ ଠାରେ ସ୍ୱର୍ଗତ ସଦାନନ୍ଦ ଦେବତାଙ୍କ ସ୍ମୃତିଚାରଣ ଉଦ୍ଦେଶ୍ଯରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି l ସ୍ୱର୍ଗତ ଦେବତା ବଲାଙ୍ଗିର ସହରାଞ୍ଚଳରେ ଅନେକ ସାମାଜିକ ସଂଗଠନ ସୃଷ୍ଟି କରିଥିଲେ। ଜୟ ଜଗନ୍ନାଥ ସାଂସ୍କୃତିକ ସଂଘ,  ବାଳ ବିକାଶ ସଂଗଠନ ଇତ୍ଯାଦି ଅନୁଷ୍ଠାନ ସେ ସୃଷ୍ଟି କରିଥିଲେ । ୨୦୦୫ ରେ ଯେତେବେଳେ ଭାରତରେ ସୂଚନା ଅଧିକାର ଆଇନ ପ୍ରଣୟନ ହେଲା 

ସେତେବେଳେ ବଲାଙ୍ଗିର ସହରାଞ୍ଚଳରେ ସ୍ୱର୍ଗତ ଦେବତା ପ୍ରଥମ କରି ସୂଚନା ଅଧିକାର ଆଇନର କାର୍ଯ୍ଯକାରିତା ଉପରେ କର୍ମଶାଳା କରି ଜନସାଧାରଣଙ୍କ ମଧ୍ଯରେ ଆଲୋଡନ ସୃଷ୍ଟି କରିଥିଲେ। ବଲାଙ୍ଗିରରେ ଭୂମିହୀନ ମାନଙ୍କ ପାଇଁ ଭୂମିହୀନ ସଂଘ ପକ୍ଷରୁ ସେ ଆନ୍ଦୋଳନ କରିଥିଲେ। ତେଣୁ ଉକ୍ତ ସଭାରେ ଆଲୋଚନାର ବିଷୟ ରଖାଯାଇଥିଲା- 'ସାଂପ୍ରତିକ ସ୍ଥିତିରେ ଭୂମିହୀନଙ୍କ ଅବସ୍ଥା'। ଏହି ସଭାରେ ମୂଖ୍ଯ ବକ୍ତା ଭାବରେ ମଞ୍ଚାସୀନ ଥିଲେ ସୂଚନା ଅଧିକାର କର୍ମୀ 

ନୀଳମଣି ଯୋଷୀ। ମଞ୍ଚ ପରିଚାଳନା କରିଥିଲେ  ଭୂମିହୀନ ସଂଘର ସଭାପତି ପୂର୍ଣ୍ଣ ଚନ୍ଦ୍ର ବିଶ୍ୱାଲ। ଅନ୍ଯ ବକ୍ତା ମଧ୍ଯରେ ଏନ୍.ଏ.ପି.ଏମ୍.ର ରାଜ୍ଯ ଆବାହକ ସତ୍ଯ ବନଛୋର୍, ଅବସରପ୍ରାପ୍ତ ଅଧିକାରୀ ସିଦ୍ଧେଶ୍ୱର ପାଣିଗ୍ରାହୀ, ନୀଳକଣ୍ଠ ମିଶ୍ର, ବିଷ୍ଣୁ ବେଜ୍ ,ପବିତ୍ର ଦାସ, ଶଙ୍କର ପାଣିଗ୍ରାହି, କାଳିନ୍ଦ୍ରି ମାଝି, ଅନୁସୟା ବେଜ୍, ସଂଜୁ ନାଏକ୍, ବିଭୁଦତ୍ତ ମିଶ୍ର, ବିରଞ୍ଚି ବହିଦାରଙ୍କ ସମେତ ପ୍ରାୟ ୫୦ରୁ ଉର୍ଦ୍ଧ ମହିଳା ପୁରୁଷ ଏହି ସଭାରେ ଉପସ୍ଥିତ ଥିଲେ । ଏହି ସଭାରେ ସୁଶୀଲ ଭୋଇ, କୃଷ୍ଣ ଚନ୍ଦ୍ର ବନଛୋର ଅମର ଜ୍ଯୋତି ଧରୁଆ ରାଜେଶ ବଗର୍ତ୍ତୀ ଗୋପବନ୍ଧୁ ଛତ୍ରୀଆ ଅର୍ଜୁନ କୁମାର ନାଏକ ନିମାଇଁ ଚରଣ ଝାଙ୍କର ସନ୍ତୋଷ ହୋତା ମାଣିକ ଲାଲ୍ ବର୍ମା ସୁବାଷିନି ନାଏକ, ଲକ୍ଷ୍ମି ଯୁଏଡ୍, ସରସ୍ୱତୀ ସାହୁ, ଅନୁସୟା ବାବୁ, ମଞ୍ଜରୀ ପଟେଲ , ସସ୍ମିତା ବେହେରା,ଶୋଭାଗିନୀ ହାତି, ଅନଙ୍ଗ କୁମାର ଠାକୁର ଅଶୋକ କୁମାର ଦିପ୍ ,ପ୍ରକାଶ ଥନା ପତି ,ଅରତି ଗୁରୁ, ବାସନ୍ତି ଜେନା,ବନଶ୍ରୀ ଆଚାର୍ଯ୍ଯ, ଗଦାଧର ଆଚାର୍ଯ୍ଯ ସଂଯୁକ୍ତା ବେହେରା, ଆରୁନ ରାଏ ସରୋଜ କୁମାର ମେଶ୍ୱା, ନରେଶ ବାଗ, କେଦାର ନାଥ ନନ୍ଦ, ତ୍ରିଲୋଚନ ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like