-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ ସମ୍ମିଳନୀରେ ଚାଷୀଙ୍କ ଦୁଃଖ, ସରକାରଙ୍କ ବିଚାର ଉପରେ ନିର୍ଭର

03-Jun-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚଳିତ ବର୍ଷ ଠିକ ଡାଳୁଅ ଧାନ ଅମଳ ସମୟରେ ମେ' ମାସ ଶେଷ ସପ୍ତାହରେ ଆଗତୁରା ମୌସୁମୀ ସକ୍ରିୟ ଜନିତ ଅଦିନିଆଁ ବର୍ଷା କାରଣରୁ ପଶ୍ଚିମ ଓଡିଶା ର ବିଭିନ୍ନ ଜିଲ୍ଲାରେ ଚାଷୀମାନେ ଅବର୍ଣ୍ଣନୀୟ ଦୁର୍ଦ୍ଦଶାର ଶୀକାର ହୋଇଛନ୍ତି। ଚାଷୀମାନଙ୍କ ଧାନ ସବୁ ଖେତ,ଖଳା ତଥା ଶୁଖା  ଯାଇଥିବା ସ୍ଥାନରେ ଭିଜି ନଷ୍ଟ ହୋଇଯାଇଛି। ଏପରି ଏକ ଅଭାବନୀୟ ପରିସ୍ଥିତିରେ ଓଡିଶା ସରକାର ଚାଷୀମାନଙ୍କ ସ୍ବାର୍ଥ ଦୃଷ୍ଟିରୁ କୋହଳ ମାନ ଯୋଜନା ( ୟୁ: ଆର୍: ଏସ:) ରେ ସମସ୍ତ ଧାନକୁ ସର୍ବନିମ୍ନ ସହାୟକ ଦରରେ କିଣିନେବା ଘୋଷଣା କରନ୍ତୁ ବୋଲି ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତି ତରଫରୁ ଦୃଢ ଦାବି କରାଯାଇଛି।ତା ୦୩.୦୬.୨୦୨୫ରିଖ ବରଗଡ଼ ସ୍ଥିତ ସମତା ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସମନ୍ବୟ ସମିତିର  ଆବାହକ ଦ୍ବୟ ଅଶୋକ ପ୍ରଧାନ ଏବଂ  ଲିଂଗରାଜ ଏହି ଦାବି ଉପସ୍ଥାପନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଆବାହକ ଦ୍ବୟଙ୍କ ବ୍ଯତିତ ପ୍ରବକ୍ତା ସରୋଜ, ଜୟ କିସାନ ଆନ୍ଦୋଳନ ର ସୁଶୀଲ କୁମାର ସାହୁ, ହର ବଣିଆଁ ଏବଂ ଅରୁଣ କୁମାର ସାହୁ ପ୍ରମୁଖ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ଧାନ ଚାଷ ବାବଦକୁ ଉତ୍ପାଦନ ଖର୍ଚ୍ଚ ଇତିମଧ୍ୟରେ ବହୁଗୁଣ ବୃଦ୍ଧି ହୋଇଥିବା ସତ୍ତ୍ବେ ଏଭଳି ଘଡିସନ୍ଧି ମୁହୁର୍ତ୍ତରେ ଚାଷୀମାନଙ୍କୁ ଏକ ମାନ୍'ଧାତା ଅମଳର ପୁରୁଣା ରିଲିଫ କୋର୍ଡ ଆଧାରରେ ଜଣେ ଚାଷୀକୁ ମାତ୍ର ୨ ହେକ୍ଟର ଜମି ବାବଦକୁ  ମାତ୍ର ୨୭ ହଜାର ଟଙ୍କା ଇନ୍ପୁଟ ସହାୟତା ରାଶି ପ୍ରଦାନ ଏକ ଉପହାସ ବୋଲି ଅଭିଯୋଗ କରି ରାଜ୍ୟ ସରକାର ରିଲିଫ କୋର୍ଡ ସଂଶୋଧନ ପୂର୍ବକ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ହେକ୍ଟର ପ୍ରତି ଏକ ଲକ୍ଷ ଟଙ୍କା କ୍ଷତିପୂରଣ ସମସ୍ତ ଜମି ପାଇଁ ପ୍ରଦାନ କରିବାକୁ ସେମାନେ ଦାବି କରିଥିଲେ। ରାଜ୍ୟରେ ମୌସୁମୀର ଆଗମନ ହୋଇ ସାରିଥିବାରୁ ସରକାର ଚାଷୀମାନଙ୍କ ଠାରୁ ଯୁଦ୍ଧକାଳୀନ ଭିତ୍ତିରେ ସପ୍ତାହକ ମଧ୍ୟରେ ସମସ୍ତ ଧାନ କିଣି ନେବା ପାଇଁ ଦାବି କରାଯାଇଛି। ଏପରି ଏକ ଗମ୍ଭୀର ସଂକଟ ସମୟରେ ରାଜ୍ୟ ସରକାର ଚାଷୀମାନଙ୍କ ପ୍ରତି ସହାନୁଭୂତିଶୀଳ ହୋଇ ଆବଶ୍ଯକ ହସ୍ତକ୍ଷେପ ନନେଲେ ଅସହାୟ କୃଷକମାନଙ୍କ ଭିତରେ ଅ-ସୁରକ୍ଷା ଓ କିଙ୍କକର୍ତ୍ତବ୍ଯ ବିମୁଢ ହେବା ଆଶଙ୍କା ଦେଖାଦେଇ ପାରେ ବୋଲି ଚାଷୀ ନେତାମାନେ ମତବ୍ୟକ୍ତ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like