-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||     

HOME   ଜିଲ୍ଲା

ରାସ୍ତା କାମ ଅଧାରେ ଛାଡ଼ି ଠିକାଦାର ଛୁ

03-Jun-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକରେ ସବୁବେଳେ ଦେଖାଦିଏ ଅନେକ ପ୍ରକାରର ଦୁର୍ନୀତିର ଝଲକ। ଝାରବନ୍ଧ ଓ ସରଗୁଲ ମଝିରେ ନିର୍ମାଣ ପ୍ରଶସ୍ତିକରଣ ରାସ୍ତାରେ ସବୁଦିନ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଘଟି ଚାଲିଛି।ଏହି ରାସ୍ତା ପ୍ରଶସ୍ତିକରଣ ପାଇଁ ନିଯୁକ୍ତି ପ୍ରାପ୍ତ ଠିକାଦାର ରାସ୍ତା କାମ କଲେ ସତ ହେଲେ ରାସ୍ତାର ଉଭୟ କଡ଼ରେ ମାଟି କିମ୍ବା ରୁଗୁଡି ପକାଇବା କଥା। କିନ୍ତୁ ସେୟା ନକରି ରାସ୍ତା କାମ ଅଧନିର୍ମିତ ଅବସ୍ଥାରେ ଛାଡ଼ି ଦେଇ ଗାଏବ ହେଇ ଯିବା ଫଳରେ କୈାଣସି ବଡ଼ ଯାନବାହାନକୁ ସାଇକେଲ ଚାଳକ,ମୋଟର ସାଇକେଲ ଚାଳକ ସାଇଟ୍ ଦେଲାବେଳେ ଅବାଡୁଆ ରାସ୍ତା ସାଇଟ ମାନଙ୍କୁ ଦୁର୍ଘଟଣାର ସମ୍ମୁଖିନ ହେଉଥିବା ଦେଖା ଦେଉଛି। ସ୍ଥାନୀୟ ପ୍ରଶାସନ ଜାଣିଶୁଣି ନିଦାବିଷ୍ଣୁ ସାଜିବା ଭିତରେ କି ରହସ୍ୟ ରହିଛି ତାହା ଜଣାପଡୁନାହିଁ। ଏଣୁ ତୁରନ୍ତ ଏଦିଗରେ ଆରଡ଼ି ବିଭାଗୀୟ ଉଚ୍ଚ ପଦାଧିକାରୀ ଗୁରୁତ୍ୱ ଦେବାକୁ ସର୍ବସାଧାରଣରେ ଦାବି ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026

You Might Also Like