-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଗୋଣ୍ଡଁୱାନା ଛାତ୍ର ସଂଗଠନ (ଜିଏସୟୁ) ଓ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ବ୍ଲକ ଶାଖା ତରଫରୁ "୧୯" ତମ ଲୋଇସିଂହା ଜମିଦାର " ସୁଶ୍ରୀ ଅର୍ଚ୍ଚନା ସିଂ ରାଏ " ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

03-Jun-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ଆଦିବାସୀ ଭବନ ଠାରେ ଅଖିଳ ଭାରତୀୟ ଗୋଣ୍ଡଁୱାନା ଗୋଣ୍ଡଁ ମହାସଭା" ଗୋଣ୍ଡଁୱାନା ଛାତ୍ର ସଂଗଠନ (ଜିଏସୟୁ) ଓ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ବ୍ଲକ ଶାଖା ତରଫରୁ "୧୯" ତମ ଲୋଇସିଂହା ଜମିଦାର " ସୁଶ୍ରୀ ଅର୍ଚ୍ଚନା ସିଂ ରାଏ " ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା ।  ଲୋଇସିଂହା ଜମିଦାର ର ରାଜମାତା ଉଗ୍ନେଶ୍ୱରି ସିଂ ରାଏ , ଉମା ସିଂ ରାଏ , ବନ୍ଦନା ସିଂ ରାଏ ଙ୍କୁ ମଧ୍ଯ ସ୍ଵାଗତ କରାଗଲା । ଉକ୍ତ ସମ୍ବର୍ଦ୍ଧନା ସଭାରେ ବ୍ଲକ ସଭାପତି ଶ୍ରୀଯୁକ୍ତ ଦଶରଥ ଛତ୍ରିଆ ଅଧ୍ୟକ୍ଷତା କରିଥିଲେ । ନୂତନ ଜମିଦାର ସମାଜର ଉନ୍ନତୀ  ମୂଳକ କାମ ପାଇଁ ସବୁବେଳେ ସହଯୋଗ ର ହାତ ବଢେ଼ଇବା ପାଇଁ  ପ୍ରତିଶ୍ରୁତି ଦେଳେ। ଉକ୍ତ ସଭାରେ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଶ୍ୟାମସୁନ୍ଦର ଭୋଇ, ରାମଚନ୍ଦ୍ର ଧରୁଆ, ଦାଶରଥି ଭୋଇ, ଭୁବନେଶ୍ୱର ଧରୁଆ, ଲଳିତ ମୋହନ ପୁଟା ,ଚନ୍ଦ୍ର ଶେଖର କୁଅଁର, ରୁକ୍ମଣ ଧରୁଆ,ଗୋପାଳ ପଧାନ , ପୂର୍ଣ୍ଣ ଚନ୍ଦ୍ର ଭୋଇ , ଦେବେନ୍ଦ୍ର ପୁଟା , ନରେନ୍ଦ୍ର ପୁଟା, ଟିକେଲାଲ ଧରୁଆ, ସୁବ୍ରନ୍ ଧରୁଆ, ବିଜୟ ଧରୁଆ, ଧ୍ୟାନ ଚାନ୍ଦ ନେଗି , ଗୋବିନ୍ଦ ଭୋଇ , ସତ୍ୟ ଦଳପତି, କ୍ଷିରୋଧର ଭୁଏ, ଗୋପାଳ ଧରୁଆ ,  ତଥା ଜିଲ୍ଲା ଜିଏସୟୁ ର ସମସ୍ତ କର୍ମକର୍ତ୍ତା ଓ  ଲୋଇସିଂହା ମଣ୍ଡଳର ସମସ୍ତ  କର୍ମକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like