-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

*ସୋନପୁର ପ୍ରିମିଅର ଲିଗ ତୃତୀୟ ଦିବସ ପ୍ରଥମ ମ୍ୟାଚ ରେ ସୁପର ଜାଏଣ୍ଟସ୍ ୩ ୱିକେଟ ରେ ଓ ଦ୍ଵିତୀୟ ମ୍ୟାଚ୍ ରାମ ଏକ୍ସ ଆଇ ଦଳ ୨ ୱିକେଟ ରେ ବିଜୟୀ* -

03-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ପ୍ରିମିଅର୍ ଲିଗ୍ ୩ ୟ ସଂସ୍କରଣ ର ତୃତୀୟ ଦିବସ ର ପ୍ରଥମ ମ୍ୟାଚ  ଆଜି ସ୍ଥାନୀୟ ଗାନ୍ଧି ଷ୍ଟାଡିୟମ୍ ଠାରେ ଟିମ ଡୋମିନେଶନ  ତରଭା ଓ ସୋନପୁର ସୁପର ଜାଏଣ୍ଟସ୍ ମଧ୍ୟରେ ଅନୁଷ୍ଟିତ ହୋଇଛି l    ଅତିଥି ଭାବରେ ସୋନପୁର ମହାନଦୀ ଧାରା ର ଡାଇରେକ୍ଟର ପ୍ଲାବନ ମହାପାତ୍ର, ଆଇନଜୀବୀ ସୁରେଶ ଷlଣ୍ଢ, ଏସ ଡି ସି ଏ ପିଚ୍ କ୍ୟୁରୋଟର ସୁଦର୍ଶନ ପାତ୍ର, କୋଚ୍ ରାଜେନ୍ଦ୍ର ନାରାୟଣ ମିଶ୍ର ,  ଏସ ପି ଏଲ୍ କମିଟି ଅଧ୍ୟକ୍ଷ ବି.ସତ୍ୟ ନାରାୟଣ ରାଓ ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ସୋନପୁର ସୁପର ଜାଏଣ୍ଟସ୍ ଦଳ ପ୍ରଥମେ ଟସ୍ ଜିଣି ଫିଲ୍ଡିଂ ନିଷ୍ପତ୍ତି ନେଇ ଥିଲା l ଟିମ୍ ଡୋମିନେଶନ ତରଭା ପ୍ରଥମେ ବ୍ୟାଟିଂ କରି ୧୩ ଓଭର ରେ ୬୨ ରନ କରି ଅଲ୍ ଆଉଟ୍ ହୋଇ ଯାଇଥିଲେ l ଦଳ ପକ୍ଷରୁ ବିଶ୍ବ ରଞ୍ଜନ ସାଗର ୨୦ ରନ୍ ଓ ମହମ୍ମଦ ବିଲାଇ ୧୩ ରନ କରିଥିବା ବେଳେ ଧୃବ ପ୍ରହରୀ ୨ ୱିକେଟ ଓ ଭୀଷ୍ମ ହରିପାଲ , ଆବ୍ରରୁଲ ହକ ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l ମାତ୍ର ସୁପର ଜାଏଣ୍ଟସ  ଦଳ ୧୦.୦୨ ଓଭର ରେ ୬୬ ରନ କରି ୭ ୱିକେଟ୍ ରେ ମ୍ୟାଚ୍ ବିଜୟୀ ହୋଇଛି l ଦଳ ପକ୍ଷରୁ ଭୀଷ୍ମ ହରିପାଲ ୩୦ ରନ ଓ ଆକାଶ ପାତ୍ର ୧୩ ରନ କରିଥିବା ବେଳେ ରାକେଶ ସାହୁ ୩ ୱିକେଟ ହାସଲ କରିଥିଲେ l ତରଭା ର କାଳୀ ଚରଣ ଦାସ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ ହୋଇଥିଲେ l  ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ  ବି.ଏସ.ରାଓ ପ୍ରଦାନ କରିଥିବା ବେଳେ ବିଶ୍ୱଜିତ୍ ପୁରୋହିତ ଓ ଶ୍ରିବନ୍ତ ନାୟକ ମ୍ୟାଚ୍ ପରିଚାଳନା କରିଥିଲେ l ଦିନେଶ ଘିବିଲା ଓ ବିଶ୍ଵନାଥ ନାୟକ ସ୍କୋରର ଭାବେ ଦାୟିତ୍ବ ତୁଲାଇ ଥିଲେ l ଜିଲ୍ଲା କ୍ରିକେଟ ସଂଘ ସଭାପତି ରାମ ଶଙ୍କର ସାହୁ, ସମ୍ପାଦକ ପ୍ରଦୀପ ସେଠୀ, ବରିଷ୍ଠ ସଦସ୍ୟ ଶ୍ୟାମ ସୁନ୍ଦର ପାତ୍ର, ସୁଧାଂଶୁ ଶେଖର ମିଶ୍ର, ବାଙ୍କା ବିହାରୀ ମହଲା, ପ୍ରଦୀପ୍ତ ସେଠୀ, ରାଜେନ୍ଦ୍ର ମିଶ୍ର , ପାର୍ଥ କର ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ଆଜି ର ଦ୍ଵିତୀୟ ମ୍ୟାଚ୍ ମା ମାହେଶ୍ଵରୀ ସ୍ପୋଟିଂ ଉଲୁଣ୍ଡା ଓ ରାମ ଇଲେଭେନ୍ ଦଳ ମଧ୍ୟରେ ଅନୁଷ୍ଟିତ ହୋଇଥିଲା l ମୁଖ୍ୟ ଅତିଥି ଭାବରେ ଏହି ମ୍ୟାଚ୍ କୁ ପି ଏନ୍ ବି ମ୍ୟାନେଜର ଶ୍ୟାମ ମହାଲିଙ୍ଗ ଉଦଘାଟନ କରିଥିଲେ l ମା ମାହେଶ୍ଵରୀ ସ୍ପୋଟିଂ ପ୍ରଥମେ ବ୍ୟାଟିଂ କରି ୨୦ ଓଭର ରେ ଅଲ୍ ଆଉଟ୍ ହୋଇ ସୋନପୁର  ରାମ ଇଲେଭେନ୍ ଦଳ କୁ  ୧୨୮ ରନ ଟାର୍ଗେଟ ଦେଇଥିଲା l ଦଳ ପକ୍ଷରୁ ଅଭିଳାଷ ନାଏକ୍  ସର୍ବାଧିକ ୩୮ ରନ  କରିଥିବା ବେଳେ ବିଷ୍ଣୁ ନାଏକ ୪ ଟି ଓ ଗୋବିନ୍ଦ ପାତ୍ର, ସୋମନାଥ କିଶନ ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l ରାମ ଇଲେଭେନ୍ ଦଳ ୧୪.୪ ଓଭର ରେ ୧୩୧ ରନ କରି ୨ ୱିକେଟ୍ ରେ ଆଜିର ଦ୍ଵିତୀୟ ମ୍ୟାଚ୍ ବିଜୟୀ ହୋଇଛି l ବିଜୟୀ ଦଳ ପକ୍ଷରୁ ଗୋବିନ୍ଦ ପାତ୍ର ୩୬ ବଲ୍ ରେ ସର୍ବାଧିକ ୯୦ ରନ ସଂଗ୍ରହ କରିଥିବା ବେଳେ ବିନୋଦ ଭୋଇ ୨୨ ରନ ସଂଗ୍ରହ କରିଥିଲେ l ସେହିପରି ବି. ପୁରୁଷୋତ୍ତମ ପାତ୍ର ୬ ଟି ୱିକେଟ ଓ ସତ୍ୟମ ସୁନା , ରାଜନ ବେହେରା ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଗୋବିନ୍ଦ ପାତ୍ର ଙ୍କୁ ପୁରସ୍କୃତ କରା ଯାଇଛି l ବିଶ୍ୱଜିତ୍ ପୁରୋହିତ ଓ ସୁବାସ ଭୋଇନା ମ୍ୟାଚ୍ ପରିଚାଳନା କରିଥିଲେ l ଦିନେଶ ଘିବିଲା ଓ ବିଶ୍ଵ ନାଥ ନାୟକ ସ୍କୋରର ଦାୟିତ୍ବ ତୁଲାଇ ଥିବା ବେଳେ ବି ଏସ ରାଓ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like