-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶାଙ୍କ କରକମଳରେ ସୁବର୍ଣ୍ଣପୁର ଜିଲ୍ଲାର ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଉଦ୍ଘାଟନ – ସୁସଂଗଠିତ ଯାନ ପରିଚାଳନା ପାଇଁ ଏକ ଅଗ୍ରଗାମୀ ପଦକ୍ଷେପ:

03-Jun-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ) ଓଡିଶା ସରକାର ପରିବହନ ବିଭାଗ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କ ସୁବିଧା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟାସ୍ଥିତ ଜିଲ୍ଲା ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଆଜି ଉଦ୍ଘାଟନ ଓ ଲୋକାର୍ପଣ କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଭାସୀ ମାଧ୍ୟମରେ ଏହି ପ୍ରତିକ୍ଷୀତ କେନ୍ଦ୍ରର ଲୋକାର୍ପଣ କରିଛନ୍ତି।ଏହି ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ର ଯାନ ଚାଳନା ପ୍ରମାଣପତ୍ର ପ୍ରଦାନ କ୍ଷେତ୍ରରେ ପୂର୍ଣ୍ଣ ସ୍ୱଚ୍ଛତା ଓ ନିଷ୍ପକ୍ଷତା ଆଣିବ। ପୁନଶ୍ଚ ଏହି ବ୍ୟବସ୍ଥା ଫଳରେ ଦକ୍ଷ ଓ ଯୋଗ୍ୟ ଚାଳକମାନେ ମାନ୍ୟତା ପାଇବେ ଏବଂ ଅଯୋଗ୍ୟ ଓ ବେନିୟମ ଗାଡ଼ିଚାଳନାକୁ ରୋକି ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଦୁର୍ଘଟଣାକୁ ହ୍ରାସ କରାଯାଇପାରିବ।
ଏହି ଶୁଭ ଅବସରରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଆୟୋଜିତ ଜିଲ୍ଲା ସ୍ତରୀୟ ସ୍ୱତନ୍ତ୍ର ଆଭାସୀ କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସଭାପତି ବେଣୁଧର ଦାସ, ବଲାଙ୍ଗୀର ଲୋକସଭା ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଶରତ ଶତପଥୀ, ସାଂସଦ ପ୍ରତିନିଧି ସାନନ୍ଦ ମେହେର, ସାଂସଦ ପ୍ରତିନିଧି ନଳିନୀ ପଣ୍ଡା, ବରିଷ୍ଠ ବିଜେପି ନେତା ପ୍ରମୋଦ କୁମାର ମହାପାତ୍ର, ଆନନ୍ଦ ବାରିକ, ବିଜେପି ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି  ସ୍ୱରୂପ ପାତ୍ର, କାଉଁନ୍ଶିଲର ଗଙ୍ଗା ତରିଆ, ଯୁବ ନେତା ଦୀପକ ମହାପାତ୍ର , ନଗର ମଣ୍ଡଳ ସଭାପତି ସୁରେଶ ବିଶ୍ଵାଳ ପ୍ରମୁଖ ଙ୍କ ସମେତ ଅଞ୍ଚଳର ବୁଦ୍ଧିଜୀବୀ, ସାମ୍ବାଦିକ ଓ ସ୍ଥାନୀୟ ନେତୃମଣ୍ଡଳୀ,ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ବସ ଓ ଟ୍ରକ ଚାଳକ ସଙ୍ଘ କର୍ମକର୍ତ୍ତା ଉପସ୍ଥିତ ଥିଲେ। ସେହିପରି ଜିଲ୍ଲା ଓସ୍ୱାନ ହଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଭାସୀ ଯୋଗଦାନ ମାଧ୍ୟମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼. ପ୍ରଦୀପ କୁମାର ଗୁରୁ, ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସିଂ ଓ ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା ତଥା ବିଭିନ୍ନ ଅଧିକାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like