-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

କେରଳରେ ଦାଦନ ଖଟୁଛି ମାଟ୍ରିକ ଟପ୍ପର ଛାତ୍ର ସୁରଜ

04-Jun-2025



କଳାହାଣ୍ଡି(ଜଗନ୍ନାଥ ନାଏକ): ଦଶମ ବୋର୍ଡ ପରୀକ୍ଷାରେ ଏ-୨ ଗ୍ରେଡ଼ ପାଇ ସମଗ୍ର ବ୍ଲକକୁ ଗର୍ବିତ ଓ ଗୌରବାନ୍ୱିତ କରିଛି ଲାଞ୍ଜିଗଡ ବ୍ଲକ ବନ୍ଧପାରୀ ପଞ୍ଚାୟତ ଟିମନବାଡି ଗାଁ ତଥା ବିଶ୍ୱନାଥପୁର ଗୋପବନ୍ଧୁ ହାଇସ୍କୁଲର ଛାତ୍ର ସୂରଜ ନାଗ। ଏଇ କିଛି ଦିନ ତଳେ ଘୋଷିତ ଦଶମ ପରୀକ୍ଷା ଫଳାଫଳରେ ୪୯୮ ମାର୍କ ରଖି ସେ କୃତୀତ୍ୱ ଅର୍ଜନ କରିଛି। ପରୀକ୍ଷାରେ ଏଇ ସଫଳତାକୁ ନେଇ ପରିବାର ଓ ଗାଁ ଲୋକେ, ସ୍କୁଲ କର୍ତ୍ତୃପକ୍ଷ

ସମସ୍ତେ ବେଶ ଖୁସି ଜାହିର କରୁଛନ୍ତି। ଏପରିକି ସୂରଜଙ୍କ ସହିତ ଆଉ ଦୁଇଜଣ ଛାତ୍ରଛାତ୍ରୀଙ୍କୁ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ଦିଆଯାଇଛି। କିନ୍ତୁ ଏହି ସମ୍ବର୍ଦ୍ଧନା ସଭାରେ ସୂରଜ ନିଜେ ଉପସ୍ଥିତ ହୋଇପାରିନଥିଲେ। କାରଣ ତିନିମାସ ହେଲା କେରଳରେ ଦାଦନ ଖଟୁଛି ମେଧାବୀ ଛାତ୍ର ସୂରଜ। ପରିବାରର ଆର୍ଥିକ ଅନାଟନ, ଗରିବୀ ତାକୁ ସଜାଇଛି ଜଣେ ଦାଦନ ଶ୍ରମିକ। କେରଳ ରାଜ୍ୟ ଆଲୁଭା ନିକଟସ୍ଥ ଏକ ପଥର କ୍ରସରରେ ସେ ଏବେ ଦିନ ମଜୁରିଆ ଦାଦନ ଶ୍ରମିକ। ଯେଉଁଠି ପାଦ ପାଦରେ ପ୍ରତି ମୁହୂର୍ତ୍ତରେ ବିପଦ ଛକି ବସିଛି। ସେଇ ପଥର କ୍ରସରରେ ମେଧାବୀ ଛାତ୍ର ସୂରଜ ଦାଦନ ଖଟୁଛି। ଅପରପକ୍ଷରେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ପାଇଁ ନିମନ୍ତ୍ରଣ ଦେବା ପରେ ଏହି ଘଟଣା ଆଜି ସାମ୍ନାକୁ ଆସିଛି। ପରିବାରର ଗରିବୀ ଓ ଅର୍ଥାଭାବ ଜଣେ ମେଧାବୀ ଛାତ୍ରକୁ ଦାଦନ ସଜାଇଛି। ଘରେ ବୁଢା ବାପ-ମାଆ ଓ ଭାଇ ଥିବାବେଳେ ନିଜ ଫର୍ମ ପୂରଣ ଓ ନାମଲେଖା ପାଇଁ ସେ ଟଙ୍କା ଯୋଗାଡ଼ କରିବାକୁ ଦାଦନ ଖଟିବାକୁ ଯାଇଥିବା ତାଙ୍କ ପରିବାର ଲୋକେ ସ୍ୱୀକାର କରିଛନ୍ତି। ତେବେ ଅର୍ଥାଭାବ ଓ ପରିବାରର ଆର୍ଥିକ ଦୁର୍ଗତି ଯୋଗୁଁ ଜଣେ ମେଧାବୀ ଛାତ୍ର ଦାଦନ ଖଟିବାକୁ ବାଧ୍ୟ ହେବା ଘଟଣାକୁ ନେଇ ବିଭିନ୍ନ ମହଲରେ ଚିନ୍ତାବ୍ୟକ୍ତ କରାଯାଇଛି। ଏଣୁ ଦାଦନ ସାଜିଥିବା ମେଧାବୀ ଛାତ୍ରଙ୍କୁ ଉଦ୍ଧାର କରି ଉଚ୍ଚଶିକ୍ଷା ପ୍ରଦାନ ପାଇଁ ସରକାର, ପ୍ରଶାସନ କିମ୍ବା କୌଣସି ଘରୋଇ ଶିକ୍ଷାନୁଷ୍ଠାନ ଆଗେଇ ଆସିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like