-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

*ସୋନପୁର ପ୍ରିମିଅର ଲିଗ ୩ ର ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ସୁପର ଜାଏଣ୍ଟସ୍ ଦଳ ୪୩ ରନ୍ ରେ ବିଜୟୀ* -

04-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ପ୍ରୀମିଅର୍ ଲିଗ୍ ୩ ୟ ସଂସ୍କରଣ ର ଚତୁର୍ଥ  ଦିବସ ର ପ୍ରଥମ ମ୍ୟାଚ  ଆଜି ସ୍ଥାନୀୟ ଗାନ୍ଧି ଷ୍ଟାଡିୟମ୍ ଠାରେ ଟିମ୍ ରାମ ଏକାଦଶ  ଓ ସୋନପୁର ସୁପର ଜାଏଣ୍ଟସ୍ ମଧ୍ୟରେ ଅନୁଷ୍ଟିତ ହୋଇଛି l ଅତିଥି ଭାବରେ  ଭାଷ୍ୟକାର କେ ବର୍ଷା ଦେବୀ ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ଟସ୍ ଜିଣି ରାମ ଏକାଦଶ ପ୍ରଥମେ ଫିଲଡିଂ ନିଷ୍ପତ୍ତି ନେଇ ଥିଲା l ସୋନପୁର ସୁପର ଜାଏଣ୍ଟସ୍ ଦଳ ପ୍ରଥମେ  ବ୍ୟାଟିଂ କରି ୮ ୱିକେଟ ହରାଇ ୧୬୩ ରନ୍ କରିଥିଲା ll ଆକାଶ ପାତ୍ର ସର୍ବାଧିକ ୩୯ ରନ୍, ସୌରଭ ବେଦବାକ ୨୩  ରନ୍, ଓ ଗୌରାଙ୍ଗ ମହାନନ୍ଦିଆ ୧୮ ରନ୍ ସଂଗ୍ରହ କରିଥିବା ବେଳେ ରାମ ଏକାଦଶ ପକ୍ଷରୁ ପିଙ୍କୁ ବେହେରା ୩ ଟି ୱିକେଟ, ମନୋଜ୍ ବଡ ଚାଟ, ବିଷ୍ଣୁ ନାଏକ, ସୋମା ନାଗ ୧ ଟି ଲେଖାଏଁ ୱିକେଟ ହାସଲ କରିଥିଲେ l ପ୍ରତି ଉତ୍ତର ରେ ରାମ ଏକାଦଶ ଦଳ ୧୮.୩ ଓଭର ରେ ୧୨୦ ରନ କରି ଅଲ୍ ଆଉଟ୍ ହୋଇ ଥିଲେ l ଦଳ ପକ୍ଷରୁ ଗୋବିନ୍ଦ ପାତ୍ର ୨୫ ବଲ ରେ ୫୩ ରନ୍ ଓ ମନୋଜ୍ ବଡ ଚାଟ ୨୫ ରନ୍ କରି ଥିଲେ l ବିପକ୍ଷ ଦଳ ପକ୍ଷରୁ ଆକାଶ ପାତ୍ର ୩ ଟି ୱିକେଟ ଓ ସୁବାସ ମେହେର ୨ ଟି ହାସଲ କରିଥିଲେ l

ସୁପରଜେଣ୍ଟସ ଦଳ ୨ ୱିକେଟ ଓ ୪୩ ରନ ରେ ଚତୁର୍ଥ ଦିବସ ର ପ୍ରଥମ ମ୍ୟାଚ ବିଜୟୀ ହୋଇଛି l ଆକାଶ ପାତ୍ର ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରାଯାଇଥିବା ବେଳେ   ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ  ବି.ଏସ.ରାଓ ପ୍ରଦାନ କରିଥିଲେ l ସୁବାସ ଭୋଇନା ଓ ଶ୍ରିବନ୍ତ ନାୟକ ମ୍ୟାଚ୍ ପରିଚାଳନା କରିଥିଲେ l ଦିନେଶ ଘିବିଲା ଓ ବିଶ୍ଵନାଥ ନାୟକ ସ୍କୋରର ଭାବେ ଦାୟିତ୍ବ ତୁଲାଇ ଥିଲେ l ଜିଲ୍ଲା କ୍ରିକେଟ ସଂଘ  ସମ୍ପାଦକ ପ୍ରଦୀପ ସେଠୀ,  ଏସ ପି ଏଲ୍ ଅଧ୍ୟକ୍ଷ ବି ସତ୍ୟ ନାରାୟଣ ରାଓ, ସଂପାଦକ ନବ ପ୍ରକାଶ ମିଶ୍ର, ଏସ ଡି ସି ଏ କୋଚ୍ ରାଜେନ୍ଦ୍ର ମିଶ୍ର , ପ୍ରାକ୍ତନ ଖେଳାଳି ଆଶିଷ ମଲ୍ଲିକ  ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like