-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ହାଇୱା ଗାଡି ଧକ୍କାରେ ଠିକାଦାରଙ୍କ ମତ୍ୟୁ

04-Jun-2025



ମାଲକାନଗିରି(କେଶବ ନାୟକ): ହାଇୱା ଧକ୍କାରେ ବାଇକ ଆରୋହୀ ଜଣକ ଘଟଣା ସ୍ଥଳରେ ମୃତ ଘଟିଥିବା ବେଳେ  ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା ।
ଆଜି ସକାଳେ ମାଲକାନଗିରି ୩୨୬ ନମ୍ବର ଜାତୀୟ ରାଜପଥ ଜିଲ୍ଲା ହସ୍ପିଟାଲ ସମ୍ମୁଖରେ ଏକ ହାଇୱା ଗାଡ଼ି ଦ୍ରୁତ ଗତିରେ ଆସି ବାଇକ ଆରୋହୀକୁ ଧକା ଦେଇଥିବା ବେଳେ ତାଙ୍କ ଛାତି ଉପରେ ଚକ ଚଢ଼ି ଯିବାରୁ ସେ ଘଟଣା ସ୍ଥଳରେ  ମୃତ୍ୟୁ ବରଣ କରିଥିଲେ। ମୃତକଙ୍କ ନିଜ ଘର ଏମଭି- ୨୨ ଗ୍ରାମରେ ହୋଇଥିବା ବେଳେ ତାଙ୍କ ନାମ କ୍ରିଷ୍ଣାପଦ ସରକାର(୪୨) ବର୍ଷ। ସେ ବୃତ୍ତିରେ ଜଣେ ଠିକାଦାର ଏବଂ ସେ ଜିଲ୍ଲା ମୁଖ୍ୟ ହସ୍ପିଟଲ ନିକଟସ୍ଥ କଲୋନୀରେ ବର୍ତ୍ତମାନ ସପରିବାରେ ରହି ଆସୁଥିଲେ ଥିଲେ । ଆଜି ସକାଳେ ଘରୁ ବଜାରକୁ ପନିପରିବା କିଣି ଆଣିବା ପାଇଁ ବାଇକ ଯୋଗେ ବଜାରକୁ ଯାଉଥିବା ବେଳେ  କାଲିମେଳା ଆଡୁ ଦ୍ରୁତ ଗତିରେ ଆସୁଥିବା ଏକ ହାଇୱା ଗାଡି କ୍ରିଷ୍ଣପଦଙ୍କୁ ଜୋର୍ ରେ ଧକ୍କା ଦେଇଥିଲା । ଫଳରେ ସେ  ବାଇକ୍ ରୁ ଛିଟିକି ଯାଇ ଚକ ତଳେ ପଡିଯାଇଥିଲେ । ଚକ ତାଙ୍କ ଛାତି ଉପରେ ଚଢ଼ି ଯାଇଥିଲା । ସ୍ଥାନୀୟ ଲୋକମାନେ ସଙ୍ଗେ ସଙ୍ଗେ ନିକଟସ୍ଥ ମୁଖ୍ୟ ଜିଲ୍ଲା ଚିକିତ୍ସାଳୟରେ ରକ୍ତ ଜୁଡୁବୁଡୁ ଅବସ୍ଥିତରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ କିଛି ସମୟ ଚାପା ଉତ୍ତେଜନା ଦେଖା ଦେଇଥିଲା। ମାଲକାନଗିରି ଆଦର୍ଶ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶରୀରକୁ ଜବତ କରି ଶବ ବ୍ୟବଛେଦ ନିମନ୍ତେ ପଠାଇ ଥିଲେ । ପୁଲିସ ଦୁର୍ଘଟଣା ଘଟାଇ ଥିବା ହାଇୱା ଗାଡିକୁ ଜବତ କରି ଡ୍ରାଇଭରକୁ ଗିରଫ କରିଥିବାର ଜଣା ପଡିଛି। ସୂଚନା ଯୋଗ୍ୟ ଯେ ଜିଲ୍ଲା ହସ୍ପିଟାଲ ସମ୍ମୁଖ ରେ ୩୨୬ ନମ୍ବର ଜାତୀୟ ରାଜପଥ ଯାଇଛି । ହସ୍ପିଟାଲ କୁ ଲାଗି ଦୁଇ ପାର୍ଶ୍ଵରେ କଲୋନୀ, ଆରଏମସି କାର୍ଯ୍ୟଳୟ ଥିଲେ ମଧ୍ୟ ଟ୍ରାଫିକ  ପୋଷ୍ଟଟିଏ ନଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଥିବାର ଦେଖିବାକୁ ମିଳୁଛି ।ହସ୍ପିଟାଲ ଛକ ରେ ଟ୍ରାଫିକ ପୋଷ୍ଟଟିଏ କରିବା ପାଇଁ ସର୍ବ ସାଧାରଣରେ ଦାବି ହେଉଛି। ଠିକାଦାର କ୍ରିଷ୍ଣାପଦଙ୍କ ମୃତ୍ୟୁ ଖବର ପାଇ ପରିବାର ରେ ଶୋକାର ଛାୟା ଖେଳି ଯାଇଛି।ତାଙ୍କର  ଛୋଟ ଛୋଟ ୨ଟି ପୁଅ, ଏବଂ ଗୋଟିଏ ଝିଅ ରହିଛି। ଜିଲ୍ଲା ଠିକାଦାର ସଂଘର କର୍ମକର୍ତ୍ତା ଓ ଅନ୍ୟମାନେ ହସ୍ପିଟାଲ ରେ ପହଞ୍ଚି ଶୋକ ପ୍ରକାଶ କରିବା ସହିତ ଶୋକାକୁଳ ପରିବାରକୁ ସମବେଦନା ଜଣାଇଥିଲେ।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like