-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||     

HOME   ଜିଲ୍ଲା

ପ୍ରତି ପଞ୍ଚାୟତ ରେ ଏ ଥର ହେବ ବିଶ୍ୱ ଯୋଗ ଦିବସ ପାଳନ* - *ପ୍ରଶାସନ ର ସହାୟତା ଲୋଡ଼ିଲା ଜିଲ୍ଲା ଯୋଗ ମୋହସବ ସମିତି*

05-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାର ଯୋଗ ମୋହାସବ ସମିତି ପକ୍ଷରୁ ଏକ ପ୍ରତିନିଧି ଦଳ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ଭେଟି ଆଗାମୀ ବିଶ୍ୱ ଯୋଗ ଦିବସ କୁ ଭବ୍ୟ ପାଳନ ସକାଶେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ର ସହାୟତା ପାଈଁ ନିବେଦନ କରିଚନ୍ତି,l  ଆଜି ସକାଳ ୮ ଘଂଟା ରୁ ସଂଧ୍ୟା ୫  ଘଂଟା ପର୍ଯନ୍ତ୍ ଏକ ପ୍ରଶିକ୍ଷଣ ଶିବିର ଆୟୋଜନ ସ୍ଥାନୀୟ ଶିଶୁ ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଟିତ ହୋଇଥିଲା l  ଜିଲ୍ଲାର ସମସ୍ତ ଯୋଗ ଶିକ୍ଷକ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଈ  ପ୍ରଶିକ୍ଷଣ ଶିବିର କୁ ସଫଳ  କରିଥିଲେ l ପ୍ରତି ଗାଁ ରେ ଯୋଗ ର ପ୍ରଚାର ପ୍ରସାର କରିବାକୁ ଆଜି ଏହି ଶିବିର ରେ ପ୍ରସ୍ତୁତି ଓ ସବିଶେଷ ଆଲୋଚନା କରା ଯାଇଛି l ସମୁଦାୟ ୮୦ ଜଣ ପ୍ରଶିକ୍ଷକ ଏହି ଶିବିର ରେ ଯୋଗ ଦେଇ ଥିଲେ ll


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026

You Might Also Like