-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||     

HOME   ଜିଲ୍ଲା

ବିଶିଷ୍ଟ ସଂଗଠକ ସଞ୍ଜୀବ ସାହୁଙ୍କ ଦେହାନ୍ତ

05-Jun-2025



ବଲାଙ୍ଗିର(ପ୍ରେରଣା ଖବର): ଗତକାଲି ସନ୍ଧ୍ୟା ୭ଘଣ୍ଟା ସମୟରେ ଏ ବି ଏସ୍ ଏସ୍  ପଡ଼ାର ସଞ୍ଜୀବ ସାହୁଙ୍କ ସ୍ଵର୍ଗବାସ ହୋଇଯାଇଛି।ସେ ଜଣେ ଆଦର୍ଶବାଦୀ, ବଳିଷ୍ଠ ସଂଗଠକ, ପରୋପକାରୀ, ଅମାୟିକ ବ୍ୟକ୍ତିତ୍ଵ ଥିଲେ।ତାଙ୍କର ମୃତ୍ୟୁ ସ୍ଥାନୀୟ ଅଞ୍ଚଳ ପାଇଁ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି।କେହି ମଧ୍ୟ ଏହା ପୂରଣ କରିପାରିବେ ନାହିଁ।ସଞ୍ଜୀବଙ୍କ ହସ ହସ ମୁହଁ ଆଉ ଦେଖିବାକୁ ମିଳିବ ନାହିଁ।ତାଙ୍କର ସେହି ବନ୍ଧୁତ୍ୱ ଶବ୍ଦ ଶୁଣିବାକୁ ମିଳିବ ନାହିଁ।ତାଙ୍କ ବିୟୋଗରେ ନିରବି ଗଲା ସବୁ।ଶୋକ ସାଗରରେ ଭସାଇ ଚାଲିଗଲେ ଦୂରକୁ ବହୁ ଦୂରକୁ।ଆଉ ଦେଖା ହେବନି ଏ ଜନମରେ।ଏଣୁ ସମସ୍ତ ସଭ୍ୟ ମାନଙ୍କ ଉପସ୍ଥିତିରେ ସଞ୍ଜୀବ ସାହୁଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା।
ଏପରି ଜଣେ ଦୃଢ଼ ମନୋବଳ ବ୍ୟକ୍ତିତ୍ଵ ଙ୍କ ର ସ୍ମୃତି କୁ ମନେ ପକାଇ ସଭିଏଁ ମର୍ମାହତ ହୋଇଯାଇଥିଲେ।ସେ ଇହ ଜଗତରେ ନାହାନ୍ତି ହେଲେ ସଞ୍ଜୀବ ସଜୀବ ହୋଇ ସମସ୍ତ ଙ୍କ ହୃଦୟରେ ରହିଯାଇଛନ୍ତି। 
ଶୀତଳଷଷ୍ଠୀ ଯାତ୍ରା ର ପରିସମାପ୍ତି ପରେ ଦେବ ଦେବ ମହାଦେବ ମାଁ ପାର୍ବତୀ ଙ୍କ ସହ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।ଦେବତା ଙ୍କ ପ୍ରତ୍ୟାବର୍ତ୍ତନ ର ମାତ୍ର ଦୁଇଦିନ ପରେ ସଞ୍ଜୀବ ମଧ୍ୟ ସମସ୍ତ ଙ୍କୁ ଛାଡି ଚାଲିଯାଇଛନ୍ତି।ତାଙ୍କୁ ମନେ ପକାଇବା ପାଇଁ ତଥା ସଞ୍ଜୀବ ଙ୍କ ସ୍ବପ୍ନ କୁ ସାକାର କରିବା ପାଇଁ ପ୍ରତିବର୍ଷ ଶୀତଳ ଷଷ୍ଠୀ ଯାତ୍ରା ଚାଲୁ ରହିବ ବୋଲି ସମସ୍ତ ସଭ୍ୟ ସଂକଳ୍ପ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026

You Might Also Like