-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜମି ଅଧିଗ୍ରହଣ ହୋଇ ନ ଥିବାରୁ ନିବୃତ୍ତି ଯୋର ଉପରେ ଦ୍ୱିତୀୟ ପୋଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ

05-Jun-2025



ତରଭା(କପିଳାସ ସେଠ୍): ତରଭା ସହରକୁ ସଂଯୋଗ କରିବା ପାଇଁ  ନିବୃତ୍ତି ଯୋର ଉପରେ ଦ୍ୱିତୀୟ ପୋଳ (ସେତୁ) ନିର୍ମାଣ କାର୍ଯ୍ୟ  ସମ୍ପୂର୍ଣ୍ଣ ଶେଷ ହେବା ନେଇ ସନ୍ଦେହ ଦେଖାଦେଇଛି I ପୋଲ ର ସଂଯୋଗୀକରଣ ରାସ୍ତା ରଜମି ଅଧିଗ୍ରହଣ ହୋଇ ନ ଥିବା ଯୋଗୁଁ ନିର୍ମାଣ କାର୍ଯ୍ୟ ବନ୍ଦ ରହି ଥିବାର ଜଣା ଯାଇଛି I  ତରଭା ସହର ସହିତ ସିଧା ସଳଖ ଯୋଗାଯୋଗ ରହିବା ନେଇ ସୂଚନା ଫଳକ ନଥାଇ ପ୍ରାୟ ଏକ ବର୍ଷ ହେବ ପୋଳ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ଥିଲା I କିନ୍ତୁ ବର୍ତ୍ତମାନ ପୋଳ ନିର୍ମାଣ ଓ ଅନ୍ୟ ସହଯୋଗୀ କାର୍ଯ୍ୟ ବନ୍ଦ ରହିଥିବାର ଦେଖା ଯାଉଛି I ତରଭା ସହର ବାସି ଙ୍କ ଗମନାଗମନ ଓ ଟ୍ରାଫିକ ସମସ୍ୟା ଦୂର କରିବା ଓ ସୁବର୍ଣ୍ଣପୁର ଜିଲ୍ଲା ସୀମା ସହିତ ସିଧା ସଳଖ ସଂଯୋଗ କରିବା ନେଇ ତରଭା ସ୍ୱର୍ଗଦ୍ୱରନିକଟରେ ନିବୃତ୍ତି ଯୋର ଉପରେ ପୋଳ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା  I ପୋଳ ର ସମସ୍ତ ସ୍ପନ ଓ ପିଲାରସହ ଛାତ ନିର୍ମାଣ କାର୍ଯ୍ୟ ଶେଷ ହୋଇସାରିଛି I ପୋଳ ର ଉଭୟ ପାର୍ଶ୍ୱ ରେ ସଂଯୋଗୀ କରଣ ରାସ୍ତା ନିର୍ମାଣ ଏବଂ ସୌନ୍ଦର୍ଯ୍ୟକରଣ  କାର୍ଯ୍ୟ ବାକି ରହିଛି  I ଏହି ପୋଳ (ସେତୁ) ନିର୍ମାଣ ନେଇ ପ୍ରାୟ 7କୋଟି ଟଙ୍କା ବ୍ୟୟ ଅଟକଳ ରହିଥିବାର ଶୁଣିବାକୁ ମିଳୁଛି I ପୋଳ ନିର୍ମାଣ ନେଉ ଏଠାରେ କୌଣସି ପ୍ରକାର ସୂଚନା ଦିଆ ଯାଇନାହିଁ କି ସୂଚନା ଫଳକ ମଧ୍ୟ୍ୟ ନାହିଁ I  ହେଲେ ତରଭା ଅଞ୍ଚଳ ଉନ୍ନତି ପାଇଁ ପ୍ରଶାସନ ଚେଷ୍ଟା କରୁଥିବାରୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଥିବାର ଶୁଣାଯାଉଛି I ନିବୃତ୍ତି ଯୋର ସେତୁ ନିର୍ମାଣ କାର୍ଯ୍ୟ ବନ୍ଦ ନେଇତରଭା ପ୍ରଗତିବାଦୀ ପ୍ରତିନିଧି ସୁବର୍ଣ୍ଣପୁର ଜିଲ୍ଲା ଆର.ଏନ.ବି.ବିଭାଗୀୟ ଇ. ଇ (E. E.R.N.B) ଅଜାତଶତ୍ରୁ ସାହୁ ଙ୍କୁ ଯୋଗାଯୋଗ କରାଯିବାରୁ ପୋଳ କାର୍ଯ୍ୟ ବନ୍ଦ ନେଇ ଉପରିସ୍ତ ଅଧିକାରୀ ଓ ସରକାର ଙ୍କୁ ଜଣାଇ ଦେଉଛୁ  I ସଂଯୋଗୀ କରଣ ରାସ୍ତା ନିର୍ମାଣପାଇଁ ଜମି ଅଧିଗ୍ରହଣ  ପ୍ରକ୍ରିୟା ଚାଲୁ ରହିଛି I ସରକାର ଙ୍କ ଅନୁମତି ଓ ଜମି ଅଧିଗ୍ରହଣ ହେଲା ପରେ ଅତିଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମତ ରଖିଥିଲେ I ଅଞ୍ଚଳ ର ସୁବିଧା ଓ ଗମନା ଗମନ ସୁବିଧା ଦୃଷ୍ଟି ଯୋଗୁଁ ପୋଳ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ବିଭିନ୍ନ ମହଳ ରୁ ଦାବୀ ହେଉଛି  I


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like