-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ତୁରନ୍ତ ଶିକ୍ଷକ ପଦୋନ୍ନତି ପାଇଁ ଗୁଡଭେଲା ବ୍ଲକ୍ ଶିକ୍ଷକ ସଂଘ ର ଦାବୀପତ୍ର ପ୍ରଦାନ

05-Jun-2025



ଗୁଡଭେଲା/ତୁଷୁରା(ପଞ୍ଚାନନ ନାଏକ): ଓଡିଶା ପ୍ରାଥମିକ ଶିକ୍ଷକ ସଂଘ (ନୂତନ ପେନସନ ଭୂକ୍ତ) ବଲାଙ୍ଗିର ଜିଲ୍ଲାର ଆହ୍ବାନ କ୍ରମେ ଗୁଡଭେଲା ବ୍ଲକ୍ ଶିକ୍ଷକ ସଂଘ ତରଫରୁ ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଆଠ ଜଣିଆ ପ୍ରତିନିଧି ଦଳ ମାନ୍ୟବର ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଓ କମିସନରଙ୍କ ଉଦ୍ଦେଶ୍ୟରେ ତୁରନ୍ତ ଶିକ୍ଷକ ପଦୋନ୍ନତି ଦେବା ପାଇଁ ଦାବୀପତ୍ର ପ୍ରଦାନ କରିଛନ୍ତି। ବିଇଓ ନମିତାରାଣୀ ଭୋଇଙ୍କ ନିର୍ଦ୍ଦେଶ କ୍ରମେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଦାବୀପତ୍ର ଗ୍ରହଣ  କରିଥିଲେ। ଗତ ୨୦୨୨ ମସିହା ପରଠାରୁ ଶିକ୍ଷକ ପଦୋନ୍ନତି ବାଧାପ୍ରାପ୍ତ ହୋଇଛି, ଫଳରେ ହଜାର ହଜାର ଶିକ୍ଷକ ନିଜର ଅଧିକାର ଠାରୁ ବଞ୍ଚିତ ହୋଇ ଚାକିରୀରୁ ଅବସର ଗ୍ରହଣ କରି ସାରିଛନ୍ତି ଏବଂ ଆଉ କିଛି ଅବସର ଗ୍ରହଣ ଅପେକ୍ଷାରେ ଅଛନ୍ତି। ତଥାପି ଶିକ୍ଷକ ପଦୋନ୍ନତି ହୋଇ ପାରୁନଥିବାରୁ ଶିକ୍ଷକଙ୍କ ମଧ୍ଯରେ ଅସନ୍ତୋଷ ଦାନା ବାନ୍ଧୁଛି। ୨୦୧୯ କ୍ଯାଡର ରୁଲ ଅନୁଯାୟୀ ଶୀଘ୍ର ପଦୋନ୍ନତି ନହେଲେ ଆଗକୁ ଦୁର୍ବାର ଆନ୍ଦୋଳନ ମୁଣ୍ଡ ଟେକିବ ବୋଲି ଶ୍ରୀ ଦାଶ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏଥିରେ ବବିତା ନାୟକ, ଶକୁନ୍ତଳା ମେହେର, ସଞ୍ଜୟ ସାହୁ, ଭକ୍ତ ବନ୍ଧୁ ସାହୁ, ସୁରେଶ ଚନ୍ଦ୍ର ସାହୁ, ଜୟ ଶିବ ଶଙ୍କର ଲାଲ ଭଣ୍ଡା ଓ ପ୍ରଶାନ୍ତ କୁମାର ସୁନା ପ୍ରମୁଖ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like