-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ସୈନିକ ସଂଘ ଗଠିତ

05-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
  ଜିଲ୍ଲା ର ସଦର ମହକୁମା ରେ ପ୍ରଥମ ଥର ପାଇଁ  ଏକ ଅବସର ପ୍ରାପ୍ତ ସୈନିକ  ସଂଘ ଗଠନ ହୋଇଯାଇଛି।ହାବିଲଦାର ପ୍ରମୋଦ କୁମାର ପାଢ଼ୀ ଙ୍କ ଅଧ୍ୟକ୍ଷତାରେ  ବଡ଼ ଝିଙ୍କି  ଠାରେ ଅବସର ପ୍ରାପ୍ତ ସୈନିକ ଓ ଅର୍ଦ୍ଧ ସୈନିକ ଙ୍କୁ ନେଇ ଏକ ବୈଠକ ଆୟୋଜନ କରାଯାଇଥିଲା।ଉକ୍ତ ବୈଠକରେ ୨୫ଜଣ ଅବସର ପ୍ରାପ୍ତ ସୈନିକ ଓ ଅର୍ଦ୍ଧ ସୈନିକ ଯୋଗଦେଇଥିଲେ। ସଂଘକୁ ପରିଚାଳନା କରିବା ନିମନ୍ତେ ସଦସ୍ୟ ମାନଙ୍କ ଭିତରେ ଏକ ପରିଚାଳନା କମିଟି ଗଠନ କରାଯାଇଥିଲା। ସର୍ବ ସମ୍ମତି କ୍ରମେ ସୁବେଦାର ଭୋଜରାଜ ଦଣ୍ଡସେନା ଙ୍କୁ ସଭାପତି  ହାବିଲଦାର ବିକ୍ରମାଦିତ୍ୟ ମହାକୁଡ ଙ୍କୁ ସମ୍ପାଦକ, କୋଷାଧ୍ୟକ୍ଷ ଭାବରେ ସଞ୍ଜୟ କୁମାର ଷଡଙ୍ଗୀ ଙ୍କୁ ସର୍ବସମ୍ମତି କ୍ରମେ  ମନୋନୀତ କରାଯାଇଥିଲା । ସଂଘ ଗଠନ ର ମୂଳ ଉଦ୍ଦେଶ୍ୟ ହେଲା ଆଗକୁ ଜିଲ୍ଲା ର ଅଧିକରୁ ଅଧିକ ଅବସର ପ୍ରାପ୍ତ ସୈନିକ ଙ୍କୁ ଯୋଡିବା ସହ ସମସ୍ତ ଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରଖି ଜିଲ୍ଲା ର ଯୁବବର୍ଗ ଙ୍କ ଭିତରେ ଦେଶମାତୃକାର ସେବାରେ ଅନୁପ୍ରାଣିତ କରିବା ତଥା ସମାଜର ସବୁ ବର୍ଗ ଙ୍କ ଉନ୍ନତି ପାଇଁ ଯଥା ସମ୍ଭବ ଚେଷ୍ଟିତ ହେବାପାଇଁ ନୂତନ ସଭାପତି ସୂଚନା ଦେଇଥିଲେ। ନବଗଠିତ  ନୂତନ କର୍ମକର୍ତ୍ତା ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରାଯାଇଥିଲା । ଶେଷରେ ସଭାପତି ସମସ୍ତ ସଭ୍ୟ ଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026

You Might Also Like