-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ପ୍ରାଣୀ ସମ୍ପଦ ବିଭାଗ ର ମାସିକ କାର୍ଯ୍ୟ ସମୀକ୍ଷା ବୈଠକ

05-Jun-2025



(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ପ୍ରାଣୀ ସମ୍ପଦ ବିଭାଗ ର ମାସିକ କାର୍ଯ୍ୟ ସମୀକ୍ଷା ବୈଠକ ଓ ନୂତନ ଭାବେ  କାର୍ଯ୍ୟରେ ଯୋଗଦେଇଥିବା ଜିଲ୍ଲା ସ୍ତରୀୟ ଚାରି ଜଣ ଅଧିକାରୀ ଙ୍କ ସ୍ବାଗତ ସଭା ଡ. ଦୁର୍ଗା ପ୍ରସାଦ ତ୍ରୀପାଠୀ,ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ, ସୋନପୁରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ମୂଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଭାବରେ ଡ଼.ରଞ୍ଜନ କୁମାର ଦାସ, ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଭାବରେ ଡ. ମୃତ୍ୟୁଞ୍ଜୟ ମହାନ୍ତିଓ ଡ.ଶଙ୍କର୍ଷଣ ମାହୁନ୍ତ ଓ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ, ବୀରମହାରାଜପୁର ଭାବରେ ଡ.କୃଷ୍ଣ ଚନ୍ଦ୍ର ମହନ୍ତ ଯୋଗ ଦେଇଥିବା ଜଣା ପଡ଼ିଛି।ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ  ସୁବର୍ଣ୍ଣପୁର ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗକୁ ଲୋକାଭିମୁଖୀ କରି ରାଜ୍ୟ ରେ ଏକ ନମ୍ବର କରିବାକୁ  ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।ଗତ ୩୧ ମେ ୨୦୨୫ ରେ ଚାକିରୀ ରୁ ଅବସର ନେଇଥିବା ସେକ୍ସନ ଅଫିସର ଶ୍ରୀଯୁକ୍ତ ରଣଜିତ କୁମାର ବେଉରିଆ ଙ୍କ ଅବସର କାଳୀନ ବିଦାୟ ସଭା ମଧ୍ୟ ଅନୁଷ୍ଠିତ ହୋଇଥିଲା। ବେଉରା ବାବୁଙ୍କ ପାଞ୍ଚ ବର୍ଷ ସୁବର୍ଣ୍ଣପୁର ଜିଲ୍ଲାର ଚାକିରୀ କାଳରେ ତାଙ୍କ ଉଚ୍ଚ କୋଟିର କାର୍ଯ୍ୟ ଶୈଳୀ ସମସ୍ତଙ୍କୁ ଉତ୍ସାହିତ କରିବ ବୋଲି ବକ୍ତା ମାନେ ପ୍ରକାଶ କରିଥିଲେ।ଉକ୍ତ ସଭାରେ ଡ.ପ୍ରିୟବ୍ରତ ବେହେରା,ଡ.ଶ୍ୟାମ ସୁନ୍ଦର ପାଣ୍ଡେ, ଶ୍ରୀଯୁକ୍ତ ମନୋରଞ୍ଜନ ହୋତା, ଶ୍ରୀ ଦେବେନ୍ଦ୍ର ସାହୁ ଓ ଶ୍ରୀଯୁକ୍ତ ଚିନ୍ମୟ ଭୁକ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like