-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

 ବିଶ୍ଵ ପରିବେଶ ଦିବସ ପାଳନ ଅବସରରେ ସଚେତନତା ଶୋଭାଯାତ୍ରା:  ପଲିଥିନ୍ ମୁକ୍ତ ହେବ ରାୟଗଡା ସହର  

05-Jun-2025



ରାୟଗଡା (ସୁପ୍ରିୟା ଷଡଙ୍ଗୀ): ବିଶ୍ୱ ପରିବେଶ ଦିବସ ୨୦୨୫ ଉପଲକ୍ଷେ ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ କରିବା ଓ ପରିବେଶ ସୁରକ୍ଷା ପ୍ରତି ଆଗ୍ରହ ପ୍ରକାଶ କରିବା ନିମନ୍ତେ ରାୟଗଡା ପୌରପରିଷଦ ଆନୁକୁଲ୍ଯରେ  ତା ୦୫.୦୬.୨୦୨୫ ଦିବା ୧୦ ଘଟିକା ସମୟରେ ଏକ ସଡକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ଏହି ଶୋଭାଯାତ୍ରା ରେ ଉଠା ଦୋକାନୀ ତଥା  ବ୍ୟବସାୟୀ ମାନଙ୍କୁ ପୌର କର୍ମଚାରୀ ମାନେ  ଲିଫଲେଟ ବାଣ୍ଟିବା ସହିତ  ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ । ଏହି ଅବସରରେ ପୌରପରିଷଦର ପୌରାଧ୍ୟକ୍ଷ

ଶ୍ରୀ ପି. ମହେଶ ପଟନାୟକ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର ଜନସାଧାରଣଙ୍କୁ ସଚେତନ କରାଇବା ସହ ରାୟଗଡା ସହରକୁ ପଲିଥିନ ମୁକ୍ତ ରଖିବା,  ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ କରିବା , ପରିବେଶ ସୁରକ୍ଷା ପ୍ରତି ଆଗ୍ରହ ପ୍ରକାଶ କରିବା, ଘର ତଥା ଦୋକାନର ଆବର୍ଜନା ସ୍ବଚ୍ଛତା

ରଥରେ ଦେବା , ବାହାରେ ମଳତ୍ଯାଗ ନକରି ଶୌଚାଳୟ ବ୍ୟବହାର କରିବା ଏବଂ ଆବର୍ଜନା ତଥା ପ୍ଲାଷ୍ଟିକ ସାମଗ୍ରୀ ନାଳ ନର୍ଦମାରେ ନ ପକାଇବା ପାଇଁ ସାଧାରଣ ଜନତାଙ୍କୁ  ଅନୁରୋଧ କରିଥିଲେ।  ଏହି ଶୋଭାଯାତ୍ରା ରେ ପରିଷଦର ଅଧ୍ୟକ୍ଷ ଏବଂ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସମେତ ସମସ୍ତ ପାରିଷଦ ବୃନ୍ଦ , ପରିଷଦର ସମସ୍ତ କର୍ମଚାରୀ , ସ୍ବଚ୍ଛ ସାଥି, ସ୍ବଚ୍ଛ ସୁପରଭାଇଜର, ସଫେଇ କର୍ମୀ ତଥା ସାମାଜିକ ଗଣମାଧ୍ୟମର ପ୍ରତିନିଧି ମାନେ  ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like